Posted inଜାତୀୟ

୫୦ ଥର ମୋ ଘର ନେଇଗଲେ ବି ମୁଁ ଓ୍ବାୟନାଡ-ଭାରତର ଲୋକଙ୍କ ସମସ୍ୟା ପ୍ରସଙ୍ଗରେ କହିବି: ରାହୁଲ…

ଓ୍ବାୟନାଡ,୧୧।୪ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ୱାୟନାଡରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ଭାଜପା ଉପରେ ବର୍ଷିଛନ୍ତି। ସେ କହିଛନ୍ତି,. ମୋ ଘରକୁ ୫୦ ନେଇଗଲେ ବି ମୁଁ ୱାୟନାଡ ଏବଂ ଭାରତର ଲୋକଙ୍କ ସମସ୍ୟା ପ୍ରସଙ୍ଗ ଉଠାଇବି। ଚାରି ବର୍ଷ ପୂର୍ବେ ମୁଁ ଏଠାକୁ ଆସି ଏମ୍‌ପି ହୋଇଥିଲି । ମୋ ପାଇଁ ଏହି ଅଭିଯାନ ଏକ ଭିନ୍ନ ପ୍ରକାରର ଅଭିଯାନ ଥିଲା। ଭାଜପା ସରକାର ଭାବୁଛନ୍ତି ଯେ, ମୋ ଘରକୁ ପୋଲିସ ପଠାଇ କିମ୍ବା ମୋ ଘରକୁ ନେଇ ମୋତେ ଭୟଭୀତ କରିବେ। କିନ୍ତୁ ମୁଁ ଖୁସି ଯେ ସେମାନେ ମୋ ଘରକୁ ନେଇଛନ୍ତି।

 

ଏମ୍‌ପି ପଦ କେବଳ ଏକ ଟ୍ୟାଗ। ଏହା ଏକ ପୋଷ୍ଟ ତେଣୁ ଭାଜପା ଟ୍ୟାଗ ହଟାଇ ପାରିବ, ସେମାନେ ଏହି ପୋଷ୍ଟ ନେଇ ପାରିବେ, ଘର ନେଇପାରିବେ ଏବଂ ମୋତେ ଜେଲରେ ମଧ୍ୟ ରଖିପାରିବେ, କିନ୍ତୁ ସେମାନେ ମୋତେ ୱାୟନାଡର ଲୋକଙ୍କ ପ୍ରତିନିଧିତ୍ୱ କରିବାରେ ଅଟକାଇ ପାରିବେ ନାହିଁ। ଆଦାନୀଙ୍କ ସହ ତାଙ୍କର ସମ୍ପର୍କ କ’ଣ ବୁଝାଇବାକୁ ମୁଁ ସଂସଦରେ ଏକ ପ୍ରଶ୍ନ ପଚାରିଥିଲି। ପ୍ରଥମ ଥର ଆପଣ ଦେଖିଲେ ସଂସଦ କାର୍ଯ୍ୟ କରିବାକୁ ସରକାର ନିଜେ ଅନୁମତି ଦେଉ ନାହାଁନ୍ତି। ଯାହା ବି ହୋଇଯାଉ ମୁଁ ମୋର କାର୍ଯ୍ୟ ବନ୍ଦ କରିବି ନାହିଁ। ଏହାକୁ ଜାରି ରଖିବି।

ଏହି ସାଧାରଣ ସଭାରେ ସମ୍ବୋଧିତ କରି  କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଜଣେ ବ୍ୟକ୍ତି ଗୌତମ ଆଦାନୀଙ୍କୁ ବଞ୍ଚାଇବା ପାଇଁ ଆମ ସରକାର ଆମ ଗଣତନ୍ତ୍ରକୁ ତଳେ ପକାଇବାକୁ ଚେଷ୍ଟା କରୁଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଦାନୀଙ୍କୁ ରକ୍ଷା କରିବା ପାଇଁ ନିଜର ଦାୟିତ୍ୱ ବୋଲି ଅନୁଭବ କରୁଛନ୍ତି। କିନ୍ତୁ ଭାରତବାସୀଙ୍କ ପ୍ରତି ତାଙ୍କର କ’ଣ କିଛି ଦାୟିତ୍ୱବୋଧ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri