ଭାକ୍ସିନ୍‌ ନେଲେ ବି ମାସ୍କ୍‌ ପିନ୍ଧିବା-ସାମାଜିକ ଦୂରତା ଜରୁରୀ…

ଓ୍ବାଶିଂଟନ,୭।୬: ପୃଥିବୀରେ କରୋନା ମହାମାରୀ ତାଣ୍ଡବ ରଚିଛି। ଏପରିସ୍ଥଳେ ଆମେରିକାର ନର୍ଥ କାରୋଲିନା ବିଶ୍ୱବିଦ୍ୟାଳୟର ଗବେଷକ ଭାକ୍ସିନ୍‌ ନେବା ପରେ କରୋନା ସଂକ୍ରମଣର ଆଶଙ୍କା ଦୂର ହୋଇ ନ ଥାଏ ବୋଲି ସୂଚନା ଦେଇଛନ୍ତି। ଭାକ୍ସିନ୍‌ ନେେଇ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ସୃଷ୍ଟି ହୋଇଥାଏ। ତେବେ ଭାକ୍ସିନ୍‌ ନେବା ପରେ ବି ମାସ୍କ୍‌ ପିନ୍ଧିବା ଏବଂ ସାମାଜିକ ଦୂରତା ବଜାୟ ରଖିବା ସହିତ ପରିଷ୍କାର ପରିଚ୍ଛନ୍ନତା ପ୍ରତି ଗୁରୁତ୍ୱଦେବା ଜରୁରୀ ବୋଲି ପ୍ରଫେରସ ମେହୁଲ ପଟେଲ ପରାମର୍ଶ ଦେଇଛନ୍ତି। ତାଙ୍କ ନେତୃତ୍ୱରେ ଗବେଷକ ଦଳ ଏକ କୋଟିରୁ ଅଧିକ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଲାଗି ଏକ ଗାଣିତିକ ମଡେଲର ବ୍ୟବହାର କରିଛନ୍ତି। ଭାକ୍ସିନ୍‌ ନେବା ପରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ହେବା ସହିତ ହସ୍ପିଟାଲରେ ଭର୍ତ୍ତି ହେବା ଲୋକଙ୍କ ସଂଖ୍ୟା ମଧ୍ୟ ବଢୁଛି। ମାସ୍କ୍‌ ନ ପିନ୍ଧିବା ଏବଂ ସାମାଜିକ ଦୂରତା ବଜାୟ ନ ରଖିବା ଯୋଗୁ ପୁଣି କରୋନା ସଂକ୍ରମଣ ହୋଇଥିବା ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରୋଧର ନିଆଁରେ ଆମେରିକା

ଓ୍ବାଶିଂଟନ,୧ା୬: କୃଷ୍ଣକାୟ ଆମେରିକୀୟ ଜର୍ଜ ଫ୍ଲୋୟଡ୍‌ଙ୍କୁ ଜଣେ ପୋଲିସ ଅଧିକାରୀ ଆଣ୍ଠୁରେ ଚପାଇରଖି ମାରିଦେବା ପରେ ଦେଶରେ ବର୍ଣ୍ଣବୈଷମ୍ୟ ବିରୋଧୀ ପ୍ରଦର୍ଶନ ତେଜିବାରେ ଲାଗିଛି। ପୋଲିସ...

ଏହି ପଶୁର କ୍ଷୀରରୁ ତିଆରି ହେଉଛି ବିଶ୍ୱର ସବୁଠାରୁ ମହଙ୍ଗା ପନିର:ଏହି ଦାମ୍‌ରେ କିଣାଯାଇ ପାରିବ ସୁନା

ସାଧାରଣତଃ ଆମେ ଗାଈ କିମ୍ବା ମଇଁଷି କ୍ଷୀରରୁ ପନିର ତିଆରି କରିଥାଉ। ଯାହାର କିଲୋପ୍ରତି ଦାମ୍‌ ୩ଶହରୁ ୬ଶହ ଟଙ୍କା । ହେଲେ ଏମିତି ଏକ...

ସଙ୍କଟ ବଢ଼ାଇବେ ସ୍ଥାନୀୟ ଆକ୍ରାନ୍ତ

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯୪୮ରେ ପହଞ୍ଚତ୍ଛି। କିନ୍ତୁ ଏପର୍ଯ୍ୟନ୍ତ ଗୋଷ୍ଠୀ ସଂକ୍ରମଣ ହୋଇ ନ ଥିବା ରାଜ୍ୟ ସରକାର କହିଛନ୍ତି। କାରଣ ଚିହ୍ନଟ...

ହରିୟାଣାରେ ୨୨ କରୋନା ସଂକ୍ରମିତଙ୍କ ମଧ୍ୟରେ ଜଣେ ନର୍ସ

ପଞ୍ଚକୁଲା,୩୧।୩: ଭାରତରେ ବି କାୟା ବିସ୍ତାର କରି ଚାଲିଛି କରୋନା ଭାଇରସ। ଅଧିକାଂଶ ରାଜ୍ୟରେ ବେଳକୁ ବେଳ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ...

ବୁଗୁଡ଼ା ବ୍ଲକ କାର୍ଯ୍ୟାଳୟର କନିଷ୍ଠ ଯନ୍ତ୍ରୀ କରୋନା ଆକ୍ରାନ୍ତ

ବୁଗୁଡ଼ା,୨ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଥାନାର ୬ ପୋଲିସ କର୍ମଚାରୀ ଏବଂ ଅଗ୍ନିଶମ ବିଭାଗର ୫ କର୍ମଚାରୀ କିଛିଦିନ ତଳେ କରୋନା ଆକ୍ରାନ୍ତ ହୋଇଥିବା ବେଳେ...

ଆଫଗାନିସ୍ତାନରୁ ୟୁକ୍ରେନ ବିମାନ ଅପହରଣ, ମନ୍ତ୍ରୀ କହିଲେ ହଁ-ସରକାରଙ୍କ ମନା…

କାବୁଲ,୨୪।୮: ୟୁକ୍ରେନର ଏକ ବିମାନକୁ ଆଫଗାନିସ୍ତାନରୁ ଅପହରଣ କରି ନିଆଯାଇଛି। ୟୁକ୍ରେନର ଉପ-ବୈଦେଶିକ ମନ୍ତ୍ରୀ ୟେଭ୍‌ଜେନି ୟେନିନ୍‌ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ରବିବାର ବିମାନକୁ...

ତରଳୁଥିବା ହିମବାହରୁ ମହାମାରୀ ଆଶଙ୍କା

ଓଟ୍ଟାଓ୍ବା,୨୦ା୧୦: କୋଭିଡ୍‌-୧୯ ପରେ ବିଶ୍ୱରେ ପରବର୍ତ୍ତୀ ସଂକ୍ରାମକ ମହାମାରୀ ବାଦୁଡ଼ି କିମ୍ବା ଅନ୍ୟ କୌଣସି ପକ୍ଷୀଠାରୁ ନୁହେଁ, ବରଂ ଗ୍ଲେସିୟର (ହିମବାହ) ତରଳିବାଠୁ ଆସିପାରେ। ଗ୍ଲେସିୟର...

ୟୁଥ୍‌ ଫ୍ୟାଶନ ଛତା

ବର୍ଷା ହେଲେ ସବୁଠୁ ଆଗ ଖୋଜାପଡ଼େ ଛତା। କିନ୍ତୁ ବର୍ତ୍ତମାନ ଛତା କେବଳ ବର୍ଷାରୁ ସୁରକ୍ଷା ଦେବାରେ ସୀମିତ ହୋଇ ରହିନାହିଁ। କାରଣ ଏବେ ମାର୍କେଟରେ...

Advertisement
Archives

Model This Week