ଏବେ ନ ବୁଝିଲେ ଆମକୁ ବି ଭଲଭାବେ ବୁଝାଇ ଆସେ, କାହିଁକି ହିଜବୁଲ୍ଲାକୁ ଏମିତି କହିଲେ ନେତାନ୍ୟାହୁ

ଜେରୁଜେଲମ,୨୨।୯: ମଧ୍ୟ ପୂର୍ବରେ ଯୁଦ୍ଧ ଆରମ୍ଭ ହୋଇଥିବାରୁ ଏହାକୁ ନେଇ ସମଗ୍ର ବିଶ୍ୱରେ ଚିନ୍ତାର ପରିବେଶ ରହିଛି। ନିକଟରେ, ୩୦୦୦ ପେଜର୍‌ ଏବଂ ଡଜନେ ୱାକି-ଟକି ଏକ ସମୟରେ ଲେବାନନରେ ବିସ୍ଫୋରଣ ହେବା ପରେ ହିଜବୁଲ ମୁଖ୍ୟ ଇସ୍ରାଏଲ ଉପରେ ରକେଟ ଆକ୍ରମଣ ଦାବି କରିଥିଲେ। ଏହି ସମୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ହିଜବୁଲ୍ଲାକୁ ରବିବାର ଚେତାବନୀ ଦେଇଛନ୍ତି।

ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ତେଲ ଆଭିଭ (ଇସ୍ରାଏଲର ଏକ ସହର) ଗତ କିଛି ଦିନ ହେବ ଲେବାନନରେ ସଶସ୍ତ୍ର ଗୋଷ୍ଠୀ ହିଜବୁଲ ଉପରେ ଏପରି ଆକ୍ରମଣ କରିଛି ଯାହା କଳ୍ପନା ମଧ୍ୟ କରାଯାଇପାରିବ ନାହିଁ। ରଏଟର୍ସ ରିପୋର୍ଟ ଅନୁଯାୟୀ, ନେତାନ୍ୟାହୁ କହିଛନ୍ତି ଯେ ଯଦି ହିଜବୁଲ ଏହି ବାର୍ତ୍ତା ବୁଝି ନାହାଁନ୍ତି, ତେବେ ମୁଁ ଆପଣଙ୍କୁ ପ୍ରତିଶୃତି ଦେଉଛି ଯେ ସେ ଏହି ବାର୍ତ୍ତା ବୁଝିଯିବେ।
ମଧ୍ୟ ପୂର୍ବ ବା ମିଡଲ ଇଷ୍ଟରେ ଚାଲିଥିବା ତିକ୍ତତା ମଧ୍ୟରେ ଇସ୍ରାଏଲ ସେନା କହିଛି ଯେ ତାଙ୍କ ଦ୍ୱାରା ଶନିବାର ପ୍ରାୟ ୨୯୦ ଟାର୍ଗେଟ ଉପରେ ଆକ୍ରମଣ କରିଥିଲା, ଯେଉଁଥିରେ ହଜାରେ ହିଜବୁଲ ରକେଟ ଲଞ୍ଚ ବ୍ୟାରେଲ ଅନ୍ତର୍ଭୁକ୍ତ ଥିଲା। ଇରାନ ସମର୍ଥିତ ଆନ୍ଦୋଳନର ଟାର୍ଗେଟରେ ଏହା ଜାରି ରହିବ ବୋଲି ଆଇଡିଏଫ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ସୂର୍ଯ୍ୟବଂଶୀଙ୍କୁ ପୁଣି ବଡ଼ ସୁଯୋଗ? ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ରେ ମିଳିବ…

ନୂଆଦିଲ୍ଲୀ,୧୦।୬: ତିଲକ ବର୍ମାଙ୍କ ଅଧିନାୟକତ୍ୱରେ, ଭାରତ ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରି-ସିରିଜର ଏକ ଚମତ୍କାର ଆରମ୍ଭ କରିଛି। ଭାରତୀୟ ଦଳ ସେମାନଙ୍କର ପ୍ରଥମ ମ୍ୟାଚରେ ଆୟୋଜକ ଶ୍ରୀଲଙ୍କା ଏ…

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

ମୋଦି ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ କ୍ୟାବିନେଟରେ ବଡ଼ ନିଷ୍ପତ୍ତି, ମେଟ୍ରୋ….

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନଡିଏ ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ବୁଧବାର କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ବିଧାୟିକାଙ୍କ ହସ୍ତକ୍ଷେପ ପରେ ମିଳିଲା ମୁଖ୍ୟମନ୍ତ୍ରୀ ରିଲିଫ ସହାୟତା

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ବିଭିନ୍ନ କାରଣରୁ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କୁ ସରକାରୀ ସହାୟତା ମିଳିବାରେ ବହୁ ବିଳମ୍ବ ହୋଇଥାଏ। କିନ୍ତୁ ସ୍ଥାନୀୟ…

ରାହୁଲଙ୍କ ହାତ ଧରିବ ଟିଏମସି, ମମତା ହେବେ ଉପାଧ୍ୟକ୍ଷ, ଡିଲ୍‌ ଫାଇନାଲ!

କୋଲକାତା,୧୦।୬: କଂଗ୍ରେସରେ ଟିଏମସି (TMC) ର ମିଶ୍ରଣକୁ ନେଇ ଚର୍ଚ୍ଚା ଜୋର ଧରିଛି। ମିଳିଥିବା ସୂଚନା ଅନୁସାରେ, ସୋନିଆ ଗାନ୍ଧୀଙ୍କ ପକ୍ଷରୁ ମିଳିଥିବା ପ୍ରସ୍ତାବ ଉପରେ ମମତା…

ସରକାରୀ ସହାୟତା ଯୋଗାଇବା ନାଁରେ ଦଲାଲ ଠକି ନେଇଥିଲେ ଟଙ୍କା , ଥାନାରେ ଫେରାଇ…

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଜନୈକ ମହିଳାଙ୍କଠାରୁ ଓ ବିଭିନ୍ନ ଅଞ୍ଚଳର ଲୋକମାନଙ୍କଠୁ ସରକାରୀ ସହାୟତା ଯୋଗାଇ ଦେବା ନାମରେ ପୌରକେଲା ଗ୍ରାମର ହଜାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri