ଲକ୍ଷ୍ମୀଙ୍କୁ ନ ଡାକିଲେ ମଧ୍ୟ ଆପଣାଛାଏଁ ଆସନ୍ତି ଏହି ୩ ସ୍ଥାନକୁ: ଜାଣନ୍ତୁ କେମିତି

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଅନେକ କିଛି ବର୍ଣ୍ଣନା କରିଛନ୍ତି।  ସେଗୁଡ଼ିକୁ ଗ୍ରହଣ କରି ଜୀବନରୁ ଦୁଃଖ ଦୂର ହୋଇପାରିବ ବୋଲି ବିବେଚନା କରାଯାଏ। ଚାଣକ୍ୟ କହିଛନ୍ତି, ଯଦି ଜଣେ ବ୍ୟକ୍ତି ତିନୋଟି ଜିନିଷର ପ୍ରତି ଯତ୍ନବାନ୍‌ ହୁଅନ୍ତି, ତେବେ ସେ ସର୍ବଦା ଖୁସି ହୋଇଥାନ୍ତି ଏବଂ ଲକ୍ଷ୍ମୀ ତାଙ୍କ ଘରେ ରହିଥାନ୍ତି। ଜାଣନ୍ତୁ ସେ ସମ୍ପର୍କରେ…
ଏହି ଶ୍ଳୋକ ମାଧ୍ୟମରେ ଚାଣକ୍ୟ କହିଛନ୍ତି, ଯେଉଁଠାରେ ମୂର୍ଖମାନଙ୍କୁ ପୂଜା କରାଯାଏ ନାହିଁ, ଯେଉଁଠାରେ ଖାଦ୍ୟ ଏବଂ ଶସ୍ୟ ବହୁ ପରିମାଣରେ ଗଚ୍ଛିତ ହୁଏ, ଯେଉଁଠାରେ ସ୍ବାମୀ-ସ୍ତ୍ରୀ ଯୁଦ୍ଧ କରନ୍ତି ନାହିଁ, ନ ଡାକିଲେ ମଧ୍ୟ ଲକ୍ଷ୍ମୀ ସେହି ସ୍ଥାନକୁ ଆସିଥାନ୍ତି।

ସେ କହିଛନ୍ତି, ମଣିଷ ମୂର୍ଖମାନଙ୍କୁ ପୂଜା କରିବା ଉଚିତ ନୁହେଁ। ସେମାନଙ୍କୁ ଅଧିକ ଧ୍ୟାନ ଦେବା ଉଚିତ ନୁହେଁ। କେବଳ ଶିକ୍ଷିତମାନଙ୍କୁ ସମ୍ମାନ ଦିଆଯାଏ।
ଯେଉଁ ଘରେ ଶସ୍ୟ ଭରପୂର ଥାଏ ଲୋକମାନେ ଭୋକରେ ମରନ୍ତି ନାହିଁ, ଏପରିକି ଗୋଟିଏ ଶସ୍ୟ ମଧ୍ୟ ଫିଙ୍ଗାଯାଏ ନାହିଁ ଏବଂ ସ୍ତ୍ରୀ-ସ୍ବାମୀ ମଧ୍ୟରେ କୌଣସି ମତଭେଦ ନଥାଏ, ସେମାନେ ଯୁଦ୍ଧକରନ୍ତି ନାହିଁ ସେହି ସ୍ଥାନରେ ଲକ୍ଷ୍ମୀଙ୍କୁ ନ ଡ଼ାକିଲେ ମଧ୍ୟ ସେ ଯାନ୍ତି, ତାଙ୍କୁ କେହିବି ଅଟକାଇ ପାରିବେ ନାହିଁ ବୋଲି ଚାଣକ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୃଥ୍ବୀ ଶ’ଙ୍କ ଚମକିଲା ଭାଗ୍ୟ: ମିଳିଲା ବଡ଼ ଦାୟିତ୍ୱ

ମୁମ୍ବାଇ,୫।୧୦: ବ୍ୟକ୍ତିଗତ ଜୀବନରେ ଉତ୍‌ଥାନପତନ ମଧ୍ୟରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ କ୍ରିକେଟ କ୍ୟାରିୟରରେ ଆସିଛି ଏକ ବଡ଼ ମୋଡ଼। ଆଗାମୀ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ…

‘ସ୍ବଚ୍ଛତାକୁ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ କରିବାକୁ ଅଧ୍ୟକ୍ଷଙ୍କ ଆହ୍ବାନ’

ଭଞ୍ଜନଗର,୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ସୋମବାର ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ…

ସୌମ୍ୟ ହତ୍ୟା ମାମଲାରେ ବଡ଼ ଟୁଇଷ୍ଟ: ସମ୍ପୃକ୍ତ ଝିଅମାନଙ୍କର ହେବ…

ଭୁବନେଶ୍ୱର,୫।୧୦: ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାରେ ତଦନ୍ତକୁ ଆହୁରି ଆଗକୁ ବଢ଼ାଇଛି କ୍ରାଇମବ୍ରାଞ୍ଚ। ଘଟଣାରେ ଆକ୍ରମଣର ଶିକାର ହୋଇଥିବା ଝିଅମାନଙ୍କର ଲାଏ ଡିଟେକ୍ସନ ଟେଷ୍ଟ କରାଯିବ…

ଗାଁ ଭିତରେ ମଦ ବିକ୍ରିକୁ ବିରୋଧ, ଅବକାରୀ ଉପନିରୀକ୍ଷକଙ୍କ ନିକଟରେ ଅଭିଯୋଗ କରି…

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ନୂନମାଠ ପଞ୍ଚାୟତ ଅଧିନସ୍ଥ ବିଜ ଖମନ ଗ୍ରାମ ଭିତରେ ଦେଶୀ ଓ ବିଦେଶୀ ମଦ ବେନିୟମ ଭାବେ ବିକ୍ରିକୁ…

ଲାଞ୍ଚ ନେଉଥିଲେ RI, ମାଡ଼ି ବସିଲା ଭିଜିଲାନ୍ସ

ଭୁବନେଶ୍ୱର, ୫।୧୦: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର କେଶରୀ ନଗର ରାଜସ୍ୱ ନିରୀକ୍ଷକ (RI) ନିରଞ୍ଜନ ସିଂ। ସମ୍ପତ୍ତିର ମାଲିକାନାସ୍ୱତ୍ତ୍ୱ ପ୍ରଦାନ କରିବା…

ମନରେଗା ଜନଶୁଣାଣିରେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଗାଏବ: ସ୍ୱଚ୍ଛତା ନେଇ ପ୍ରଶ୍ନବାଚୀ

ଥୁଆମୂଳ ରାମପୁର,୫ା୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ମନରେଗା ଯୋଜନାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି…

Chanakya Niti: କେମିତି ନିବିଡ଼ ହେବ ସମ୍ପର୍କ, ଏହାକୁ ବଜାୟ ରଖିବାର ସହଜ କଳା…

ଭାରତୀୟ ସଂସ୍କୃତିରେ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଶାସ୍ତ୍ରର ବିଶେଷ ମହତ୍ତ୍ୱ ରହିଛି। ଚାଣକ୍ୟ କେବଳ ରାଜନୀତି କିମ୍ବା କୂଟନୀତି ନୁହନ୍ତି, ବରଂ ମାନବୀୟ ସମ୍ପର୍କକୁ କିପରି ସୁନ୍ଦର ଓ…

ମହାକାଳପଡ଼ାରେ ପୋଷଣ ମାସ: ଶିଶୁଙ୍କୁ ଭିଟାମିନ୍‌ଯୁକ୍ତ ଖାଦ୍ୟ ଦେବାକୁ ବିଡିଓଙ୍କ ଆହ୍ୱାନ

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମିଶନ ଶକ୍ତି ସଭାଗୃହଠାରେ ‘ସୁସ୍ଥ ଶିଶୁ, ସୁସ୍ଥ ପରିବାର, ସମୃଦ୍ଧ ଓଡ଼ିଶା’ ବାର୍ତ୍ତା ନେଇ ୯ମ ରାଷ୍ଟ୍ରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?