ଏଭଳି ଲୋକଙ୍କ ସହିତ ୧ ମିନିଟ୍‌ ରହିଲେ ବି ହୋଇଯିବ କରୋନା…

ନୂଆଦିଲ୍ଲୀ,୨୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଆତଙ୍କ ଦେଖାଦେଇଛି। କରୋନା ଭୂତାଣୁ ସଂକ୍ରମଣ ତୀବ୍ର ବେଗରେ ବ୍ୟାପୁଥିବାରୁ ଏହାକୁ ରୋକିବା ଅସମ୍ଭବ ହୋଇପଡ଼ିଛି। ଏପରିସ୍ଥଳେ ଦିଲ୍ଲୀ ଏମ୍ସ୍‌ର ନିର୍ଦ୍ଦେଶକ ଡ. ରଣଦୀପ୍‌ ଗୁଲେରିଆ କହିଛନ୍ତି ଯେ, ଆକ୍ରାନ୍ତଙ୍କ ସହିତ ୧ ମିନିଟ୍‌ ରହିଲେ ମଧ୍ୟ ନୂଆ ଷ୍ଟ୍ରେନ୍‌ ସୁସ୍ଥ ଲୋକଙ୍କୁ ଆକ୍ରାନ୍ତ କରୁଛି। ତେଣୁ ସତର୍କତା ଅବଲମ୍ବନ କରିବା ଜରୁରୀ। ନୂଆ ଷ୍ଟ୍ରେନ୍‌ ନୂଆ ଲକ୍ଷଣ ନେଇ ଆସିଛି। ଲୋକଙ୍କଠାରେ ଥଣ୍ଡା ନ ହେଲେ ମଧ୍ୟ ସେମାନେ କରୋନା ପଜିଟିଭ୍‌ ରହୁଛନ୍ତି। ଜ୍ୱର ନ ହେଲେ ବି ନମୁନା ରିପୋର୍ଟ କରୋନା ପଜିଟିଭ୍‌ ବାହାରୁଛି। ନୂଆ ଷ୍ଟ୍ରେନ୍‌ରେ ଗ୍ୟାସ୍‌, ପେଟ ଗୋଳମାଳ, କାଶ, ଥକା ଲାଗିବା ଆଦି ଲକ୍ଷଣ ଦେଖାଦେଉଛି। ଏଭଳି ସମସ୍ୟା ଦେଖାଦେଉଥିବା ଲୋକଙ୍କଠାରୁ ଦୂରେଇ ରହିବା ଏବେ ଜରୁରୀ ହୋଇପଡ଼ିଛି। ୮୦ ପ୍ରତିଶତ ଲୋକଙ୍କ କ୍ଷେତ୍ରରେ କାଶ ହେଉଥିବା ସମସ୍ୟା ଦେଖାଯାଉଛି। ଲଭଳି ଲକ୍ଷଣ ଥିବା ଲୋକଙ୍କ ପାଖରେ ଅଧିକ ସମୟ ନ ରହିବା ଆବଶ୍ୟକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri