Posted inଜାତୀୟ

ଏଣିକି ଛୋଟ ପିଲାଙ୍କ ସାକ୍ଷୀ ଗ୍ରହଣଯୋଗ୍ୟ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୨: ସୁପ୍ରିମକୋର୍ଟ ବୁଧବାର ଏକ ବଡ଼ ରାୟ ଦେଇଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି, ଏଣିକି ଛୋଟ ପିଲାଙ୍କୁ ସାକ୍ଷୀ ଭାବେ ଗ୍ରହଣ କରାଯିବ। ଯଦି ସାକ୍ଷ୍ୟ ଦେଉଥିବା ପିଲାଠୁ ନିର୍ଭରଯୋଗ୍ୟ ତଥ୍ୟ ମିଳୁଛି ଗ୍ରହଣ କରାଯିବ। ନିର୍ଭରଯୋଗ୍ୟ ତଥ୍ୟ ସଂଗ୍ରହରେ ପିଲାର ସର୍ବନିମ୍ନ ବୟସ ଗ୍ରହଣୀୟ ନୁହେଁ। ମଧ୍ୟପ୍ରଦେଶ ହାଇକୋର୍ଟଙ୍କ ରାୟକୁ ଖାରଜ କରି ଉଦାହରଣ ରଖିଛନ୍ତି ମାନ୍ୟବର କୋର୍ଟ। ହାଇକୋର୍ଟରେ ଦୋଷମୁକ୍ତ ବ୍ୟକ୍ତିକୁ ଆଜୀବନ ସଜା ଶୁଣାଇଛନ୍ତି। ୭ ବର୍ଷୀୟ ଝିଅର ସାକ୍ଷ୍ୟ ଗ୍ରହଣ କରି ବାପାକୁ ଆଜୀବନ ସଜା ଦେଇଛନ୍ତି। ଘରେ ଝିଅ ଉପସ୍ଥିତିରେ ସ୍ତ୍ରୀଙ୍କୁ ହତ୍ୟା ପାଇଁ ଏହି ସଜା ଶୁଣାଇଛନ୍ତି କୋର୍ଟ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା…

ବଡ଼ ଦାବି କଲେ ରାଘବ ଚଢ଼ା: ୩ ବର୍ଷରେ ୧୯,୦୦୦ କୋଟି ଲୁଟିଲେଣି ବ୍ୟାଙ୍କ!

ନୂଆଦିଲ୍ଲୀ,୧୭।୫: ସଂସଦରେ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା ଏବଂ ସାଧାରଣ ଜନତାଙ୍କୁ ନେଇ ଏକ ବଡ଼ ପ୍ରସଙ୍ଗ ଉଠିଛି। ସର୍ବନିମ୍ନ ଜମା ରାଶି ନ ରଖିପାରିବାରୁ ଦେଶର ବ୍ୟାଙ୍କଗୁଡ଼ିକ ଗ୍ରାହକଙ୍କଠାରୁ…

LPG ସିଲିଣ୍ଡର ନିୟମରେ ବଡ଼ ପରିବର୍ତ୍ତନ! ସରକାରଙ୍କ ୫ଟି ନିଷ୍ପତ୍ତିର ପଡ଼ିବ ବଡ଼ ପ୍ରଭାବ…

ନୂଆଦିଲ୍ଲୀ,୧୭।୩: ଭାରତରେ ଏଲପିଜି ଗ୍ୟାସ ସିଲିଣ୍ଡର ସମ୍ପର୍କରେ ନୂଆ ନିୟମ ଲାଗୁ କରାଯାଇଛି। ସରକାର ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି, ଯେଉଁଥିରେ ମୂଲ୍ୟ ବୃଦ୍ଧି, ସିଲିଣ୍ଡର ବୁକିଂ…

ଇରାନର ଦ୍ୱିତୀୟ ଶକ୍ତିଶାଳୀ ନେତା ବି ନିହତ! ଇସ୍ରାଏଲ୍‌ କଲା ଦାବି

ତେହରାନ,୧୭।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ହତ୍ୟା ପରେ ଇସ୍ରାଏଲ ଏବେ ତେହରାନର ଦ୍ୱିତୀୟ ସବୁଠାରୁ ଶକ୍ତିଶାଳୀ ନେତା ତଥା ଇରାନର ସର୍ବୋଚ୍ଚ ଜାତୀୟ…

LPG ସଙ୍କଟ: ୧୨ ହଜାର ସ୍ଥାନରେ ରେଡ୍, ୧୫ ହଜାର ସିଲିଣ୍ଡର ଜବତ

ନୂଆଦିଲ୍ଲୀ,୧୭।୫: ଦେଶରେ LPG ସିଲିଣ୍ଡରର ଅଭାବକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏଭଳି ସମୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି। ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri