Posted inଫୁରସତ

ଏମିତି ଗାଁ ଯେଉଁଠି ଖେଳିଲା ବେଳେ ପିଲାଏ କରନ୍ତିନି ପାଟତୁଣ୍ଡି…

ହଜାରିବାଗ, ୮।୮: ଖେଳିଲା ବେଳେ ପିଲାଏ ପାଟି କରିବା ଚିଲେଇବା ସ୍ବାଭାବିକ କଥା। ତେବେ ଝାଡ଼ଖଣ୍ଡର ହଜାରିବାଗ ଅଞ୍ଚଳରେ ଥିବା ଦାରୁ ଅଞ୍ଚଳର ଦାରୁବକସିଡ଼ିହ ଗାଁରେ ପିଲାମାନେ ଖେଳିବା ସମୟରେ ପାଟିତୁଣ୍ଡ କରି ନ ଥାନ୍ତି। ଏହି ପିଲାମାନେ ଜନ୍ମରୁ ଶୁଣିବା ଏବଂ କଥା କହିବା ଶକ୍ତି ହରାଇ ବସିଛନ୍ତି। ଗାଁର ୧୨ରୁ ଅଧିକ ପିଲାଙ୍କଠାରେ ଏଭଳି ସମସ୍ୟା ଦେଖାଯାଇଥାଏ। ସେହିପରି ଗାଁରେ ୩୦ଜଣରୁ ଅଧିକ ମହିଳାଙ୍କ ସ୍ବାମୀଙ୍କ ମୃତ୍ୟୁ ଘଟିଛି। ମଦ୍ୟପାନ ଯୋଗୁ ଏଭଳି ଘଟିଛି। ସମ୍ପୃକ୍ତ ମହିଳାମାନଙ୍କ ବୟସ ୨୨ରୁ ୩୦ ବର୍ଷ ମଧ୍ୟରେ ହେବ ବୋଲି କୁହାଯାଉଛି। ଗାଁ କାହିଁକି ଜନ୍ମ ନେଉଥିବା ଅଧିକାଂଶ ଶିଶୁ ଜନ୍ମରୁ ଶୁଣିବା ଏବଂ କଥା କହିବା ଶକ୍ତି ହରାଇ ବସୁଛନ୍ତି ତାହାର ସମାଧାନର ପଥ କିମ୍ବା କାରଣ ଜାଣିବା ପାଇଁ ସରକାରୀସ୍ତରରେ କୌଣସି ଉଦ୍ୟମ ହେଉ ନ ଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ମଦ୍ୟପାନ ଯୋଗୁ ବାରମ୍ବାର ମୃତ୍ୟୁ ଘଟୁଥିଲେ ମଧ୍ୟ ଏନେଇ କୌଣସି ଆଖି ଦୃଶିଆ ପଦକ୍ଷେପ ସରକାର ନେଉ ନ ଥିବା ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ସାହୁ ଜଙ୍ଗଲ ରାସ୍ତାରୁ ହଟିଲା ବିପଦପୂର୍ଣ୍ଣ ଗଛ

ଥୁଆମୂଳ ରାମପୁର,୧୦।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ ପିଡବ୍ଲୁଡି ରାସ୍ତାର ସାହୁ ଜଙ୍ଗଲ ନିକଟରେ ଥିବା ବିପଦସଙ୍କୁଳ ଶୁଖିଲା ଗଛ ସମ୍ପର୍କରେ ‘ଧରିତ୍ରୀ’ରେ ଖବର…

କୁଲାଡ ରଥଯାତ୍ରା; ୧୨ରେ ପ୍ରସ୍ତୁତି ବୈଠକ, ରଥ ମରାମତି ପାଇଁ କାଠ ଚୟନ….

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ପ୍ରତିଷ୍ଠା ହୋଇଥିଲା। କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ମନ୍ଦିର…

ନବୀନ ଡାକିଲେ ବଡ଼ ବୈଠକ, ଆଉ କିଛି ସମୟରେ ବଡ଼ ଘୋଷଣା!

ଭୁବନେଶ୍ୱର,୧୦।୬: ରାଜ୍ୟ ରାଜନୀତିରେ ଏବେ ହଲଚଲ ଜୋର ଧରିଛି। ବିଶେଷ କରି ସାଧାରଣ ନିର୍ୱାଚନ ପରେ ବିଜେଡି ଶିବିରରେ ତତ୍ପରତା ପ୍ରକାଶ ପାଇଛି। ଦିଲ୍ଲୀ ଗସ୍ତରୁ ଫେରିବା…

କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ…

କଂଗ୍ରେସରେ ମିଶିବେ ମମତା? ମୁହଁ ଖୋଲିଲା TMC, ରାଜନୀତିରେ ଚହଳ

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ପାଇଁ ସମସ୍ୟା ବଢ଼ିବାରେ ଲାଗିଛି। ଦଳର ବିଧାୟକମାନଙ୍କ ବିଦାୟ ପରେ, ଏମପିମାନେ ମଧ୍ୟ ଦଳ ଛାଡିବାକୁ ପ୍ରସ୍ତୁତ…

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri