‘ସଂକ୍ରମଣ ବଢିଲେ ବି ହସ୍ପିଟାଲରେ ରୋଗୀଙ୍କ ସଂଖ୍ୟା କମ୍‌’

ଭୁବନେଶ୍ୱର,୧୨।୭(ବ୍ୟୁରୋ): କରୋନା ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜନ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ସେ କହିଛନ୍ତି, ବର୍ତ୍ତମାନ ଯେଉଁ ସଂକ୍ରମଣ ବଢ଼ୁଛି, ସେଥିରେ ଡାକ୍ତରଖାନା ଯିବା ରୋଗୀଙ୍କ ସଂଖ୍ୟା କମ୍‌ ରହିଛି। ମାତ୍ର ଏକ ପ୍ରତିଶତ ରୋଗୀ ଡାକ୍ତରଖାନା ଯାଉଛନ୍ତି। ସେହିପରି ସୋମବାର ସୁଦ୍ଧା ୩ ହଜାରରୁ ଅଧିକ ସକ୍ରିୟ ରୋଗୀ ଥିଲେ । ସେମାନଙ୍କ ମଧ୍ୟରୁ ମାତ୍ର ୩୧ ଜଣ ଡାକ୍ତରଖାନାରେ ଅଛନ୍ତି । ଡାକ୍ତରଖାନାରେ ଭର୍ତ୍ତି ରୋଗୀଙ୍କ ମଧ୍ୟରୁ ୨୫ ଜଣ ଆଇସିୟୁରେ ଅଛନ୍ତି । ଅଧିକାଂଶ ରୋଗୀ ଲକ୍ଷଣଯୁକ୍ତ ନୁହନ୍ତି ବୋଲି ଜନ ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ସର୍ବଭାରତୀୟ କୋଭିଡ ସ୍ଥିତି ଦେଖିଲେ, ସବୁ ରାଜ୍ୟରେ କୋଭିଡ ବଢୁନାହିଁ । ଯେଉଁ ରାଜ୍ୟରେ ବଢ଼ୁଛି, କେବଳ ସହରାଞ୍ଚଳରେ ହିଁ ସଂକ୍ରମଣ ବଢ଼ୁଛି, ଗ୍ରାମାଞ୍ଚଳରେ ନାହିଁ । ଯେହେତୁ ବର୍ତ୍ତମାନ ଅନ୍ତଃରାଜ୍ୟ କଟକଣା ନାହିଁ, ବାଣିଜ୍ୟ ବ୍ୟବସାୟ ଉପରେ କଟକଣା ନାହିଁ, ଲୋକମାନଙ୍କ ଯାତାୟାତ ହେଉଛି, ଲୋକ ଏକାଠି ହେଉଛନ୍ତି, ସେସବୁ ସ୍ଥାନରେ ସଂକ୍ରମଣ ଅଧିକ ରହୁଛି ବୋଲି ନିରଞ୍ଜନ ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ସଡ଼କ ଦୁର୍ଘଟଣା: ଗଛକୁ ପିଟିଲା ବସ୍‌, ଆଉ ତା’ପରେ..

ଆନନ୍ଦପୁର,୪/୭(ସୁଶାନ୍ତ କୁମାର ସାହୁ): ଆନ୍ଦପୁରେ ଭୟାବହ ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଥିବା ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ। ଦୁର୍ଘଟଣାରେ ୨ ଜଣ ଗୁରୁତର…

ପରିବେଶ ସୁରକ୍ଷାରେ ଉତ୍ସର୍ଗୀକୃତ ଦମ୍ପତି ସଙ୍ଗୀତା-ସତ୍ୟଜିତ: ୩୦୦ରୁ ଅଧିକ ଘରଚଟିଆ ସଂରକ୍ଷଣ

ଅମରପାଲି,୪ା୭(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ପଞ୍ଚାୟତର ଖଜୁରିଆପାଲି ଗ୍ରାମର ସ୍ବାମୀସ୍ତ୍ରୀ ସତ୍ୟଜିତ ଗଡୁଆ ଓ ସଙ୍ଗୀତା ପାତ୍ର ପରିବେଶ ସୁରକ୍ଷା ଏବଂ ବନ୍ୟପ୍ରାଣୀ…

ଆହୁରି ସକ୍ରିୟ ହେବ ଲଘୁଚାପ: ଆଜି ପ୍ରବଳ ବର୍ଷିବ, ୫ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏହାସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ର…

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri