ଆଜି ବି ୬ ହଜାର ଉପରେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଗୁରୁବାର ରାଜ୍ୟରେ ୬୯୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷେ, ଲଗାତାର କିଛି ଦିନ ଧରି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ବଲାଙ୍ଗିର ଜିଲାରୁ ୨୩୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୪୨୦, ସୁନ୍ଦରଗଡ଼ରୁ ୪୭୪, ଝାରସୁଗୁଡ଼ାରୁ ୩୯୬, ବରଗଡ଼ରୁ ୩୩୦, କଳାହାଣ୍ଡି ଜିଲାରୁ ୨୯୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି କେନ୍ଦୁଝର ଜିଲାରୁ ୧୬୦, ଅନୁଗୋଳ ଜିଲାରୁ ୩୨୫, ପୁରୀରୁ ୨୮୮, ଗଞ୍ଜାମରୁ ୧୨୮, ନବରଙ୍ଗପୁରରୁ ୨୫୫, କଟକରୁ ୫୧୭, ସମ୍ବଲପୁରରୁ ୩୨୩, ମୟୂରଭଞ୍ଜରୁ ୩୦୮, ନୟାଗଡ଼ରୁ ୧୨୧, ଯାଜପୁରରୁ ୨୨୬, ରାୟଗଡ଼ାରୁ ୧୮୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଜପତି ଜିଲାରୁ ୧୨୧, କୋରାପୁଟ ଜିଲାରୁ ୫୭, ସୁବର୍ଣ୍ଣପୁରରୁ ୧୩୧, ଷ୍ଟେଟ ପୁଲ- ୧୮୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୩୫ ହଜାର ୫୧୩କୁ ବୃଦ୍ଧି ପାଇଛି। ଆକ୍ଟିଭ ୫୭୭୧୦ ଥିବା ବେଳେ ସୁସ୍ଥ ହେଲେଣି ୩ ଲକ୍ଷ ୭୫ ହଜାର ୭୨୧। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri