ଭାକ୍ସିନ୍‌ର ୨ ଡୋଜ୍‌ ନେଇ ବି ସହରରେ ୪୦୦୦ ଜଣଙ୍କୁ କରୋନା…

ଓ୍ବାଶିଂଟନ,୨୩।୬: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାକ୍ସିନ୍‌ ପ୍ରଦାନ କରାଯାଉଛି। ଆମେରିକାର ମାସାଚୁସେଟସ୍‌ ସହରରେ କରୋନା ଭାକ୍ସିନ୍‌ର ୨ ଡୋଜ୍‌ ନେବା ପରେ ବି ୪୦୦୦ ଜଣ ଲୋକ ଆକ୍ରାନ୍ତ ହୋଇଛନ୍ତି। ଏହାକୁ ନେଇ ସ୍ଥାନୀୟ ପ୍ରଶାସନର ଚିନ୍ତା ବଢ଼ିବାରେ ଲାଗିଛି। ସହରର ଜନସଂଖ୍ୟା ୩୦ ଲକ୍ଷରୁ ଅଧିକ। ଏଭଳି ସମସ୍ୟା ସୃଷ୍ଟି ହେବ ବୋଲି ପୂର୍ବରୁ ଆଶଙ୍କା କରାଯାଉଥିବା ବୋଷ୍ଟନ୍‌ ବିଶ୍ୱବିଦ୍ୟାଳୟର ମହାମାରୀ ରୋଗ ବିଶେଷଜ୍ଞ ଡେଭିଡ୍‌ସନ୍‌ ହେମର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନରେ ତାଣ୍ଡବ ରଚିଲା ‘ହଗିବିସ୍‌’: ଜଣେ ମୃତ, ୭୦ ଆହତ

ଟୋକିଓ,୧୨।୧୦: ଜାପାନରେ ତାଣ୍ଡବ ରଚିଲା ‘ହଗିବିସ୍‌’ ତାଣ୍ଡବ ରଚିଛି। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୭୦ ଆହତ ହୋଇଛନ୍ତି। ଶନିବାର ହେଂସୁ ଦ୍ୱୀପରେ ଭୂ-ଭାଗକୁ ପ୍ରବେଶ...

ହୋମ୍‌ ଆଇସୋଲେଶନ୍‌ରେ ତେଜସ୍ବୀ

ପାଟନା,୨୮।୮: ବିହାରରେ କରୋନା ମହାମାରୀ ପ୍ରକୋପ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। କରୋନା ବିପଦ ଏବେ ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ଘର ମୁହାଁ ହୋଇଛି।...

ରୁଷିଆ ଗୁଳିରେ ୟୁକ୍ରେନର ୨ ମୃତ

କିଭ୍‌,୧୫ା୧୨: ୟୁକ୍ରେନର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି, ରୁଷିଆର ଗୁଳି ବିନିମୟରେ ଦକ୍ଷିଣ ୟୁକ୍ରେନର ମୁକ୍ତ ହୋଇଥିବା ଖେର୍ସନ ସହରରେ ଗୁରୁବାର ଦୁଇ ଜଣଙ୍କର ମୃତ୍ୟୁ...

ଭାରତ-ପାକିସ୍ତାନ-ଚାଇନା ରୁଷିଆରେ କରିବେ ଯୁଦ୍ଧାଭ୍ୟାସ…

ନୂଆଦିଲ୍ଲୀ/ମସ୍କୋ, ୨।୯: ଭାରତ, ପାକିସ୍ତାନ, ଚାଇନା ସମେତ ୧୭ ଦେଶ ମିଳିତ ଭାବେ ରୁଷିଆରେ ଆୟୋଜିତ ହେବାକୁ ଥିବା ଜାପାଡ-୨୦୨୧ ଯୁଦ୍ଧାଭ୍ୟାସ୍‌ରେ ସାମିଲ ହେବେ। ସେପ୍ଟେମ୍ବର...

ଇନ୍ଧନ ଟ୍ୟାଙ୍କର-ବସ ମୁହାଁମୁହିଁ ଧକ୍କା,୧୮ ଜୀବନ୍ତ ଦଗ୍ଧ…

ମେକ୍ସିକୋ ସିଟି,୧୧।୯ : ମେକ୍ସିକୋରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୧୮ ଜଣଙ୍କର ମୃତ୍ୟୁ ଘଟିଛି। ଏଠାରେ ମୋଣ୍ଟେରୀ ସହରକୁ ଯାଉଥିବା...

ଦିନେ ବଢ଼ୁଛି ଦିନେ କମୁଛି: ରାଜ୍ୟରେ ପୁଣି ୧୧,୧୦୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜ୍ୟରେ ଶୁକବ୍ରାର କରୋନା ମିଟର ଉପରମୁହାଁ ହୋଇଥିବା ବେଳେ ଶନିବାର ଏଥିରେ ସାମାନ୍ୟ ହ୍ରାସ ଘଟିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୧୧,୧୦୮ ନୂଆ କରୋନା...

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୬୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୬୬୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୦୯,୬୭୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।...

କରୋନା ମାତା ମନ୍ଦିର ହେଲା ନିର୍ମାଣ: ମାସ୍କ୍‌ ପିନ୍ଧି ପୂଜା କରିବାକୁ ନିର୍ଦ୍ଦେଶ…

ପ୍ରତାପଗଡ଼,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା...

Advertisement
Archives

Model This Week