ବିନା ଡାଏଟିଂରେ ବି ହୋଇଯିବେ ସ୍ଲିମ୍‌…

ପରିବର୍ତ୍ତିତ ଜୀବନ ଶୈଳୀରେ ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ମେଦବହୁଳତା ଦେଖାଦେଇଥାଏ। ଏଥିରୁ ଦୂରେଇ ରହିବା ପାଇଁ କିଛି ଲୋକ ଡାଏଟିଂ କରିଥାନ୍ତି। ତେବେ ଡାଏଟିଂ ନ କରି ପ୍ରତିଦିନ ଥଣ୍ଡା ପାଣିରେ ଗାଧୋଇଲେ ମେଦବହୁଳତା ସମସ୍ୟା ଦୂର ହେବା ସହିତ ଜଣେ ସହଜରେ ସ୍ଲିମ୍‌ ହୋଇପାରିବେ ବୋଲି ଆମେରିକାନ ହାର୍ଟ ଆସୋସିଏଶନ୍‌ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ଥଣ୍ଡାପାଣିରେ ଗାଧୋଇବା ଏକ ବାୟୋକେମିକାଲ ପ୍ରକ୍ରିୟା। ଶରୀରରେ ଦୁଇ ପ୍ରକାରର ଚର୍ବି ରହିଥାଏ । ପ୍ରଥମଟି ହ୍ବାଇଟ୍‌ ଫ୍ୟାଟ୍‌ ଓ ଦ୍ୱିତୀୟ ହେଉଛି ବ୍ରାଉନ୍‌ ଫ୍ୟାଟ୍‌‌ । ହ୍ବାଇଟ୍‌ ଫ୍ୟାଟ୍‌ର ଶରୀରରେ କୌଣସି ଆବଶ୍ୟକତା ନ ଥାଏ । ଆବଶ୍ୟକତାଠାରୁ ଅଧିକ କ୍ୟାଲୋରୀ ଗ୍ରହଣ କଲେ ଶରୀରରେ ହ୍ବାଇଟ୍‌ ଫ୍ୟାଟ୍‌ ଜମା ହୋଇଥାଏ । ଏହା ଶରୀରର ଅଣ୍ଟା, ପିଠି, ପେଟ କିମ୍ବା ଗଳାରେ ଜମିଯାଇଥାଏ। ଅନ୍ୟପକ୍ଷରେ ବ୍ରାଉନ୍‌ ଫ୍ୟାଟ୍‌ ଶରୀର ପାଇଁ ଉପଯୋଗୀ। ଏହା ଶରୀରରେ ଉତ୍ତାପ ସୃଷ୍ଟି କରିଥାଏ। ଏହି ଫ୍ୟାଟ୍‌ ଯୋଗୁ ଶରୀର ଉଷୁମ ରହିଥାଏ । ଶୀତ ଲାଗିଲେ ବ୍ରାଉନ୍‌ ଫ୍ୟାଟ୍‌ ସକ୍ରିୟ ହୁଏ। ଥଣ୍ଡାପାଣିରେ ଗାଧୋଇଲେ ଶରୀରରେ ଜମା ହୋଇ ରହିଥିବା ହ୍ବାଇଟ୍‌ ଫ୍ୟାଟ୍‌ର ବିଘଟନ ଆରମ୍ଭ ହୁଏ ଫଳରେ ଧୀରେ ଧୀରେ ମେଦବହୁଳତାରୁ ମୁକ୍ତି ମିଳିଥାଏ ବୋଲି ଏହି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀପଠା ଜମିରେ ବିଲ୍ଡରଙ୍କ ଆଖି: ଏନ୍‌ଜିଟି ନିର୍ଦ୍ଦେଶ ସମ୍ପର୍କରେ ଅବଗତ ନାହିଁ ରାଜସ୍ୱ ବିଭାଗ

କଟକ ସଦର, ୨୫ା୧୦ (ସୁଶାନ୍ତ କୁମାର ଜେନା): ୨୦୨୨ ମସିହାରେ କଟକ ଜିଲା କିଶନନଗର ତହସିଲ ଅନ୍ତର୍ଗତ ରଟିଲୋ ଗ୍ରାମରେ ମହାନଦୀ ପଠାରେ ଥିବା ଏକ ହନୁମାନ…

ନ୍ୟୁଜିଲାଣ୍ଡକୁ ହରାଇବା ପରେ ଏହି ୩ ଖେଳାଳିଙ୍କ ଫ୍ୟାନ୍‌ ହେଲେ ଗମ୍ଭୀର, କଲେ ସ୍ପେଶାଲ ପୋଷ୍ଟ, ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ, ୨୫।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ବିଜୟ ପରେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଖେଳାଳିଙ୍କ ପ୍ରଶଂସାରେ ଏକ ସ୍ବତନ୍ତ୍ର…

କୋଟିଆରେ ଆନ୍ଧ୍ର ପୋଲିସକୁ କୋରାପୁଟ ବିଧାୟକଙ୍କ ବିରୋଧ: ‘ଆବଶ୍ୟକ ପଡ଼ିଲେ ଓଡ଼ିଶାର ଅନୁମତି ନେଇ ଆସ

ପଟ୍ଟାଙ୍ଗି, ୨୫ା୧୦ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ଦିନକୁ ଦିନ ସ୍ଥିତି ଜଟିଳ ହେବାରେ ଲାଗିଛି। ଏପରି…

ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା: ୨୮ରେ ଆନ୍ଧ୍ର ଉପକୂଳ ଛୁଇଁବା ଆଶଙ୍କା

ଭୁବନେଶ୍ୱର, ୨୫।୧୦ : ବଙ୍ଗୋପସାଗରରେ ସୃଷ୍ଟ ଅବପାତ କ୍ରମଶଃ ଘନୀଭୂତ ହେଉଛି। ଏହା ଶକ୍ତିଶାଳୀ ହୋଇ ଗଭୀର ଅବପାତ ଏବଂ ପରେ ଘୂର୍ଣ୍ଣିବାତ୍ୟାର ରୂପ ନେବାର ଆଶଙ୍କା…

ନବୀନଙ୍କୁ ଭେଟି ଆଶୀର୍ବାଦ ନେଲେ ବାୟାବାବା କଲେଜ ଛାତ୍ର ସଂସଦ ପ୍ରତିନିଧି , ସୁଜାତାଙ୍କ ସହ ସାକ୍ଷାତ କରି…

ମହାକାଳପଡ଼ା/କେନ୍ଦ୍ରାପଡ଼ା, ୨୫ା୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ/ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାକପଡ଼ା ବ୍ଲକ ବାୟାବାବା କଲେଜ ଛାତ୍ର ସଂସଦ ନିର୍ବାଚନରେ ନିର୍ବାଚିତ ପ୍ରାର୍ଥୀମାନେ ଶନିବାର ନବୀନ ନିବାସରେ…

ଗଛରେ କଣ୍ଟା ପିଟି ବିଜ୍ଞାପନ, ନିରବ ବନ ବିଭାଗ: ବେଧଡ଼କ ଗଛରେ ପୋଷ୍ଟର, ବିପଦରେ ବୃକ୍ଷର ସୁରକ୍ଷା

ଦାରିଙ୍ଗବାଡ଼ି, ୨୫।୧୦ (ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବନାଞ୍ଚଳରେ ଜଙ୍ଗଲ ଓ ଗାଁ ମଧ୍ୟରେ ଥିବା ମୂଲ୍ୟବାନ ବୃକ୍ଷଗୁଡ଼ିକ ଏବେ ଅସୁରକ୍ଷିତ ହୋଇପଡ଼ିଛି। ଗଛରେ କଣ୍ଟା…

ଗ୍ରାହକଙ୍କ ପାଇଁ ଜରୁରୀ ସୂଚନା: ସୋମବାର ଖୋଲିବନି ବ୍ୟାଙ୍କ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୫।୧୦: କାଲି ଅର୍ଥାତ ସୋମବାର, ୨୬ ଅକ୍ଟୋବରରୁ ଏକ ନୂଆ ସପ୍ତାହ ଆରମ୍ଭ ହେବାକୁ ଯାଉଛି। ଏପରି ପରିସ୍ଥିତିରେ ଯଦି ଆପଣ ଭାବୁଛନ୍ତି ଯେ କାଲି ବ୍ୟାଙ୍କ…

ନ୍ୟୁଜିଲାଣ୍ଡକୁ ହରାଇ ଇତିହାସ ରଚିଲା ଟିମ ଇଣ୍ଡିଆ: ବିଶ୍ୱରେ ସୃଷ୍ଟି କଲା ନୂଆ ରେକର୍ଡ, ଅଷ୍ଟ୍ରେଲିଆ-ଇଂଲଣ୍ଡ ପଡିଲେ ପଛରେ…

ନୂଆଦିଲ୍ଲୀ, ୨୫।୧୦: ଶନିବାର ନ୍ୟୁଜିଲାଣ୍ଡକୁ ଦ୍ୱିତୀୟ ଟି-୨୦ ମ୍ୟାଚରେ ୪ ଉଇକେଟ୍‌ରେ ପରାସ୍ତ କରିଛି ଭାରତ। ବ୍ୟାଟିଂରେ ତିଳକ ବର୍ମା, ନମନ ଧୀର ଓ ନୀତୀଶ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?