12th Fail ଫିଲ୍ମ ଦେଖି ପ୍ରଭାବିତ ହେଲେ ଏଭରେଷ୍ଟ ବିଜୟିନୀ ଶୀତଲ, ଭଙ୍ଗାଗୋଡରେ ଚଢିଲେ ୧୯ହଜାର ଫୁଟ୍‌ ଶୃଙ୍ଗ

ନୂଆଦିଲ୍ଲୀ,୧।୨: କୌଣସି କାମ ଅସମ୍ଭବ ନୁହେଁ। ଯେତେ କଠିନ ହେଲେ ମଧ୍ୟ ଅସମ୍ଭବକୁ ସମ୍ଭବ କରିବା ପାଇଁ ପଛଘୁଞ୍ଚା ଦେବା ଅନୁଚିତ। ଯେଉଁଠି ଥକି ପଡିବ ସେଇଠି ହିଁ ଆରମ୍ଭ ହୋଇଥାଏ ଅସଲ ପରିଶ୍ରମ। ତେଣୁ ଜୀବନର ପ୍ରତିଟି ମୂହୁର୍ତ୍ତରେ ନିଜକୁ ରିଷ୍ଟାର୍ଟ କରିବା ଉଚିତ। ଏହାର ଅସଲ ଉଦାହରଣ ସାଜିଛ12th fail ଫିଲ୍ମ। ଯାହା ଲୋକଙ୍କ ପାଇଁ ପ୍ରେରଣାଦାୟୀ ସାଜିଛି। ତେବେ ଏହି ଫିଲ୍ମର ପ୍ରଭାବ ଦେଖିବାକୁ ମିଳିଛି ଜଣେ କହିଳା ପର୍ବତ ଆରୋହଣକାରୀଙ୍କ ଉପରେ। ଯିଏକି ଜୀବନରେ ସବୁକିଛି ହାରିଯାଇଛି ବୋଲି ଭାବି ସାରିଥିଲେ। ସେ ହେଲେ ଏଭରେଷ୍ଟ ବିଜୟିନୀ ଶୀତଲ ମହାଜନ।

ଠିକ୍‌ ଭାବରେ ଚାଲିବୁଲି ପାରୁ ନ ଥିବା ଶୀତଲ ସମୁଦ୍ରତଟରୁ ୧୯ହଜାର ଫୁଟ୍‌ ଉଚ୍ଚ ମାଉଣ୍ଟ ୟୁଟିର ଶୃଙ୍ଗରେ ସଫଳତାର ସହ ଆରୋହଣ କରିଛନ୍ତି। ୨୦୨୨ରେ ସଲମୋଡ ନିବାସୀ ଏଭରେଷ୍ଟ ବିଜୟନୀ ଶୀତଲ ସ୍କିଙ୍ଗ କରିବା ସମୟରେ ଦୁର୍ଘଟଣାର ଶିକାର ହୋଇଥିଲେ। ଯେଉଁଥିରେ ତାଙ୍କପାଦ ଓ ଗୋଇଠିରେ ଗୁରୁତର ଆଘାତ ଲାଗିଥିଲା।

ଲିଗାମେଣ୍‌ଟ ଅପରେଶନ ପରେ ତାଙ୍କ ଗୋଡ ପୁରାପୁରି ଠିକ୍‌ ହୋଇଯାଇଥିଲା। କିନ୍ତୁ ସାଧାରଣ ଲୋକଙ୍କ ପରି ସେ ଚଲାବୁଲା କରିପାରୁ ନ ଥିଲେ। କିନ୍ତୁ 12th fail ଫିଲ୍ମ ଦେଖି ସେ ପୁଣିଥରେ ଜୀବନକୁ ରିଷ୍ଟାର୍ଟ କରିବାର ନିଷ୍ପତ୍ତି ନେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଏମପିଙ୍କ ଠୁ ଏତେ ଅଧିକ ଦରମା ପାଆନ୍ତି ପାକିସ୍ତାନୀ ଏମପି? ଜାଣନ୍ତୁ ସାଲାରୀ-ଭତ୍ତା ସବୁକିଛି…

ନୂଆଦିଲ୍ଲୀ,୩୦।୭: ଆଇନପ୍ରଣେତା ବା ସାଂସଦମାନଙ୍କ ସୁବିଧା ସୁଯୋଗକୁ ତୁଳନା କଲେ ଜଣାପଡ଼େ ଯେ, ପାକିସ୍ତାନୀ ଏବଂ ଭାରତୀୟ ସାଂସଦମାନେ ପ୍ରାୟ ସମାନ ମୂଳ ଦରମା ପାଇଥାନ୍ତି, କିନ୍ତୁ…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri