Advertisement

ପ୍ରତି ୨ ସେକେଣ୍ଡରେ ଚିହ୍ନଟ ହେଉଛନ୍ତି ଜଣେ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ, ୧୮।୮: ଦେଶର କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏବେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୫୫ ହଜାରରୁ ଅଧିକ ରହୁଛି। ଫଳରେ ପ୍ରତି ୨ ସେକେଣ୍ଡରେ ଜଣେ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବା କୁହାଯାଉଛି। ସେହିପରି ପ୍ରତି ମିନିଟରେ ହାରାହାରି ୩୦ ଜଣ ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ପ୍ରତି ଘଣ୍ଟାରେ ୧୮୦୦ ଜଣ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଇତିମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭ ଲକ୍ଷ ୨ ହଜାର ୭୪୩ ରହିଛି। ସେହିପରି ମୃତକଙ୍କ ସଂଖ୍ୟା ୫୧ ହଜାର ୭୯୭ ଛୁଇଁଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୫ ହଜାର ୭୯ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୮୭୬ ଜଣଙ୍କର ମୃତ୍ୟୁ ଘଟିଥି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ୧୯ ଲକ୍ଷ ୭୭ ହଜାର ୭୮୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୬ ଲକ୍ଷ ୭୩ ହଜାର ୧୬୬ ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନକୁ ସାମୁଦ୍ରିକ ଓଏଫ୍‌ସି ସଂଯୋଗ

ନୂଆଦିଲ୍ଲୀ, ୧୧।୮(ଆଇଏଏନ୍‌ଏସ୍‌): ଚେନ୍ନାଇରୁ ପୋର୍ଟ ବ୍ଲେୟାରକୁ ସଂଯୋଗ କରୁଥିବା ସାମୁଦ୍ରିକ ଅପ୍ଟିକାଲ ଫାଇବର କେବୁଲ (ଓଏଫ୍‌ସି)କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଉଦ୍‌ଘାଟନ କରିଛନ୍ତି। ଏହି...

ଦିନେ ବଢିଲେ ଦିନେ କମୁଛି

ନୂଆଦିଲ୍ଲୀ,୧୭।୧୨: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ...

ମିଛ ସୂଚନା ପୋଷ୍ଟ କରି ଅଡୁଆରେ ନାରୀନେତ୍ରୀ

ସମ୍ବଲପୁର,୧୫।୫ (ବ୍ୟୁରୋ): ସମ୍ବଲପୁରରେ କରୋନା ପଜିଟିଭି ଚିହ୍ନଟ ହୋଇଥିବା ମିଛ ସୂଚନା ଦେଇ ଏବେ ଜଣେ ମହିଳା ନେତ୍ରୀ ଅଡ଼ୁଆରେ ପଡ଼ିଛନ୍ତି। ସେ ହେଲେ ଭାରତୀ...

କଂଗ୍ରେସର ‘ପ୍ରତିଜ୍ଞା ଯାତ୍ରା’

ଲକ୍ଷ୍ନୌ,୨୩ ।୧୦: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନକୁ ଆଖି ଆଗରେ ରଖି କଂଗ୍ରେସ ଶନିବାର ‘ପ୍ରତିଜ୍ଞା ଯାତ୍ରା’ ଆରମ୍ଭ କରିବାକୁ ଯାଉଛି । ଉତ୍ତର ପଦେଶ...

ସରକାର ଅନୁମତି ନ ଦେଲେ ବି ପାକିସ୍ତାନ ଯିବି: ସିଦ୍ଧୁ

ନୂଆଦିଲ୍ଲୀ,୭।୧୧: କରତାରପୁର କରିଡର ଉଦଘାଟନ ହେବାକୁ ଆଉ ମାତ୍ର ଦୁଇଦିନ ବାକି ଥିବାବେଳେ ପାକିସ୍ତାନ ଯିବା ପାଇଁ ଜିଦ୍‌ ଧରି ବସିଛନ୍ତି ପଞ୍ଜାବର କଂଗ୍ରେସ ନେତା...

ଜେଏନ୍‌ୟୁରେ ବ୍ରାହ୍ମଣ ବିରୋଧୀ ସ୍ଲୋଗାନ

ନୂଆଦିଲ୍ଲୀ,୩ା୧୨: ନୂଆଦିଲ୍ଲୀସ୍ଥିତ ଦେଶର ଅଗ୍ରଣୀ ବିଶ୍ୱବିଦ୍ୟାଳୟ ଜବାହାରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍‌ୟୁ) ପୁଣି ବିବାଦ ଘେରକୁ ଆସିଛି। ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ର କାନ୍ଥଗୁଡ଼ିକରେ ବ୍ରାହ୍ମଣ ବିରୋଧୀ ସ୍ଲୋଗାନ...

ୟତି ନରସିଂହାନନ୍ଦ ୩ ଦିନ ପାଇଁ ନଜରବନ୍ଦୀ, ୧୪୪ ଧାରା ଜାରି

ଗାଜିଆବାଦ,୬ ।୧୦: ହିନ୍ଦୁ ସମାଜକୁ ଉଜାଗର କରିବାକୁ ଗାଜିଆବାଦରୁ ମିରଠ ପର୍ଯ୍ୟନ୍ତ ହେବାକୁ ଥିବା ପଦଯାତ୍ରାକୁ ବନ୍ଦ କରି ଦିଆଯାଇଛି । ଗାଜିଆବାଦର ପୋଲିସ କମିଶନର...

ନୀରବିଲା ‘ଭଏସ୍‌ ଅଫ୍‌ ଲଭ୍‌’

କୋଲକାତା, ୧ା୬: ଭର୍ସାଟାଇଲ ଗାୟକ ତଥା କେକେ ନାମରେ ବେଶ୍‌ ପରିଚିତ କ୍ରିଷ୍ଣକୁମାର କୁନ୍ନଥଙ୍କ ମଙ୍ଗଳବାର ରାତିରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୫୩ ବର୍ଷ...

Advertisement
Archives

Model This Week