Posted inଖେଳ

ରୁମ୍‌ କ୍ୱାରେଣ୍ଟିନରେ ଟିମ୍‌ ଇଣ୍ଡିଆ ଖେଳାଳି

କଲମ୍ବୋ,୨୭।୭: ଭାରତୀୟ ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌କୁ ୨୮ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ସିରିଜ୍‌ର ବଳକା ଦୁଇ ମ୍ୟାଚ୍‌ରୁ ବାଦ୍‌ ପଡ଼ିଛନ୍ତି କ୍ରୁନାଲ। ତାଙ୍କୁ ଏବେ ୭ ଦିନିଆ ଆଇସୋଲେଶନରେ ରହିବାକୁ ପଡ଼ିବ। ଅନ୍ୟ ଖେଳାଳିମାନେ ରୁମ୍‌ କ୍ୱାରେଣ୍ଟିନରେ ଅଛନ୍ତି। ଏ ନେଇ ବିସିସିଆଇ ସମ୍ପାଦକ ଜୟ ଶାହ ସୂଚନା ଦେଇଛନ୍ତି।

ଦଳର ପ୍ରତ୍ୟେକ ସଦ୍ୟସଙ୍କ ଆରଟି-ପିସିଆର ନେଗେଟିଭ ରିପୋର୍ଟ ଆସିବା ପର୍ଯ୍ୟନ୍ତ ସମସ୍ତେ ରୁମ୍‌ କ୍ୱାରେଣ୍ଟିନରେ ରହିବେ। କ୍ରୁନାଲଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ପୁଣି ଥରେ ସମସ୍ତ ଖେଳାଳିଙ୍କ ଟେଷ୍ଟ କରାଯାଇଛି। ତେବେ ଶ୍ରୀଲଙ୍କାର ସ୍ବାସ୍ଥ୍ୟ ସୁରକ୍ଷା ପ୍ରୋଟୋକଲ୍ସ କାରଣରୁ କ୍ରୁନାଲ ଭାରତୀୟ ଦଳର ଅନ୍ୟ ଖେଳାଳିଙ୍କ ସହ ୩୦ ତାରିଖରେ ସ୍ବଦେଶ ଫେରିପାରିବେ ନାହିଁ।

୨୦ ଜଣିଆ ଭାରତୀୟ ଦଳ ଶ୍ରୀଲଙ୍କାରେ ଅଛି। ଏମାନଙ୍କ ଛଡ଼ା ଦଳ ସହ ଅଛନ୍ତି ୪ ଷ୍ଟାଣ୍ଡ୍‌ବାଇ ନେଟ୍‌ ବୋଲର। ନୂଆ କାର୍ଯ୍ୟସୂଚୀ ଅନୁଯାୟୀ, ବୁଧବାର ଓ ଗୁରୁବାର ଲଗାତାର ମ୍ୟାଚ୍‌ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦ୍ୱିତୀୟକୁ ଡେଇଁଲା ରାଜସ୍ଥାନ

ମୁମ୍ବାଇ,୧୫।୫: ସ୍ଥାନୀୟ ବ୍ରାବୋର୍ନ ଷ୍ଟାଡିୟମରେ ରବିବାର ରାତିରେ ଖେଳାଯାଇଥିବା ଆଇପିଏଲ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୨୪ ରନ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସକୁ ପରାସ୍ତ କରିଛିି। ରାଜସ୍ଥାନ...

ପ୍ରଥମଥର ପାଇଁ କେନ୍ଦ୍ରୀୟ ଚୁକ୍ତିରେ ପୁରାନ, ଆଲେନ, ଥୋମାସ

ସେଣ୍ଟ ଜୋନ୍ସ (ଆଣ୍ଟିଗୁଆ), ୯।୭(ପି.ଟି.)- ବିଶ୍ୱକପ୍‌ ସେମିଫାଇନାଲରେ ପ୍ରବେଶ କରିବାରେ ବିଫଳ ହୋଇଥିବା ଓ୍ବେଷ୍ଟଇଣ୍ଡିଜ କ୍ରିକେଟ୍‌ ପକ୍ଷରୁ ମଙ୍ଗଳବାର ନୂତନ କେନ୍ଦ୍ରୀୟ ଖେଳାଳି ଚୁକ୍ତି ତାଲିକା...

ପୁଣି ଥରେ ଆଇଓଏ ବୈଠକ ଡକାଇଲେ କ୍ରୀଡ଼ାମନ୍ତ୍ରୀ

ନୂଆଦିଲ୍ଲୀ,୨୪।୮(ପିଟି): କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରନ ରିଜିଜୁ ଭାରତୀୟ ଅଲିମ୍ପିକ୍‌ ମହାସଂଘ (ଆଇଓଏ)କୁ ଆଉ ଥରେ ବୈଠକ ପାଇଁ ଡକାଇଛନ୍ତି। ବର୍ତ୍ତମାନ ଆଇଓଏ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଫେଡେରେଶନ...

ଆଫଗାନିସ୍ତାନକୁ ଷ୍ଟାଡିୟମ ପାଇଁ ମିଳିଲା ଜମି

କାବୁଲ,୨୧।୧୨: ନିକଟ ଭବିଷ୍ୟତରେ ଆଫଗାନିସ୍ତାନରେ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ୍‌ ଆୟୋଜନ କରିବାକୁ ଆଶା ପ୍ରକଟ କରିଛନ୍ତି ଦେଶର କ୍ରିକେଟ ବୋର୍ଡ ମୁଖ୍ୟ ଫର୍ହାନ ୟୁସେଫଜାଇ। ମୁଖ୍ୟତଃ...

ଆଇପିଏଲ୍‌ରେ ୧୫୦ ଉଇକେଟ୍‌ ନେଲେ ଧୋନୀଙ୍କ ଦଳର ଏହି ଷ୍ଟାର୍‌ ଖେଳାଳି

ଆବୁଧାବି, ୮।୧୦: ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣ ୨୧ତମ ମୁକାବିଲାରେ ବୁଧବାର କୋଲକାତା ନାଇଟ୍‌ ରାଇଡର୍ସ ୧୦ ରନରେ ଚେନ୍ନାଇ ସୁପର୍‌ କିଙ୍ଗ୍ସକୁ ପରାସ୍ତ କରିଛି। ଏହି...

୨୧ କି.ମି. ସନ୍ତରଣ କରି ଜିୟାଙ୍କ ରେକର୍ଡ

ବାଲୁଗଁ।,୧୪।୧୧(ଡି.ଏନ୍‌.ଏ.): ଏସିଆ ମହାଦେଶର ସର୍ବବୃହତ୍‌ ଲବଣାକ୍ତ ହ୍ରଦ ଚିଲିକାରେ ରବିବାର ୧୩ ବର୍ଷୀୟା ଦିବ୍ୟାଙ୍ଗ ସନ୍ତରଣକାରୀ ଜିୟା ରାୟ ୨୧ କିଲୋମିଟର ସନ୍ତରଣ କରି ରେକର୍ଡ...

ଐତିହାସିକ ବିଜୟ ପରେ କୋଚ୍‌ ନୁହେଁ, ରାହୁଲ ଦ୍ରାବିଡଙ୍କୁ ପ୍ରଶଂସାରେ ପୋତି ପକାଉଛନ୍ତି ଲୋକେ, ଜାଣନ୍ତୁ କାହିଁକି

ବ୍ରିସବେନ୍‌,୨୦।୧: ବର୍ଡର-ଗାଭାସ୍କର ଟ୍ରଫିର ଚତୁର୍ଥ ତଥା ଶେଷ ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ ଆୟୋଜକ ଅଷ୍ଟ୍ରେଲିଆକୁ ୩ ଉଇକେଟରେ ପରାସ୍ତ କରିଛି। ଜିତିବା ପାଇଁ ଭାରତ...

ଆଇପିଏଲ୍‌ରେ ବ୍ରାଏନ ଲାରାଙ୍କ ଏଣ୍ଟ୍ରି: ଏହି ଦଳର ହେଲେ ବ୍ୟାଟିଂ କୋଚ

ନୂଆଦିଲ୍ଲୀ,୨୩।୧୨: କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ବ୍ରାଏନ ଲାରା ଏବଂ ଦକ୍ଷିଣ ଆଫ୍ରିକାର ମାରାତ୍ମକ ବୋଲର ଡେଲ ଷ୍ଟେନ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ରେ ଯୋଗ ଦେଇଛନ୍ତି।...

Advertisement
Archives

Model This Week