Posted inଜାତୀୟ

ପ୍ରତିଦିନ ଆରମ୍ଭ ହେଉଛି ସିବିଆଇ-ଇଡ଼ିର ନୂଆ ଖେଳ, ଦେଶର ବିକାଶ କିପରି ହେବ ସମ୍ଭବ…

ନୂଆଦିଲ୍ଲୀ, ୨୧।୮ : ଦିଲ୍ଲୀର ନୂତନ ଅବକାରୀ ନୀତିକୁ ନେଇ ରାଜନୀତି ଜୋରଦାର ହେବାରେ ଲାଗିଛି। ଏନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ କେନ୍ଦ୍ର ସରକାରଙ୍କୁ ଘେରିବା ଆରମ୍ଭ କରିଛନ୍ତି। ରବିବାର ସେ ଟୁଇଟ୍‌ କରି କହିଛନ୍ତି ଯେ ଯେଉଁ ସମୟରେ ସାଧାରଣ ଲୋକ ଦରଦାମ୍‌ ବୃଦ୍ଧି ସହିତ ଲଢୁଛନ୍ତି, ଯେତେବେଳେ କୋଟି କୋଟି ଯୁବକ ବେକାର ଅଛନ୍ତି, ଏପରିସ୍ଥଳେ କେନ୍ଦ୍ର ସରକାର ସମସ୍ତ ରାଜ୍ୟ ସରକାରଙ୍କ ସହ ବେକାରୀ ଏବଂ ଦରଦାମ ବିରୋଧରେ ଲଢ଼ିବା ଉଚିତ।

ମାତ୍ର କେନ୍ଦ୍ର ସରକାର ଏଭଳି ସମୟରେ ସମଗ୍ର ଦେଶ ସହିତ ଚଢ଼ାଉ ଲଢ଼େଇ ଜାରି ରଖିଛନ୍ତି। ପ୍ରତିଦିନ ସକାଳେ ସିବିଆଇ ଏବଂ ଇଡ଼ିର ନୂଆ ଖେଳ ଆରମ୍ଭ ହେଉଛି। ବିରୋଧୀ ଦଳର ରାଜନେତାଙ୍କୁ ଟାର୍ଗେଟ କରାଯାଉଛି। ଅଣଭାଜପା ଶାସିତ ରାଜ୍ୟରେ ସରକାରଙ୍କୁ କ୍ଷମତାଚ୍ୟୁତ କରାଯିବାର ଉଦ୍ୟମ ହେଉଛି। ଏଭଳି ଜାରି ରହିଲେ ଦେଶ କିପରି ଅଗ୍ରଗତି କରିବ? ଦେଶର ବିକାଶ କିପରି ସମ୍ଭବ ହେବ ବୋଲି ସେ କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri