ଅକ୍ଟୋବରର ପ୍ରତ୍ୟେକ ଶନିବାର, ରବିବାର ବନ୍ଦ ରହିବ ଜି. ଉଦୟଗିରି ବଜାର

ଜି. ଉଦୟଗିରି, ୩।୧୦(ଡି. ଏନ୍‌. ଏ .): କନ୍ଧମାଳ ଜିଲା ଜି. ଉଦୟଗିରି ସହର ସମେତ ଗ୍ରାମାଞ୍ଚଳରେ କିଛି ଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏ ନେଇ ଜି. ଉଦୟଗିରି ବ୍ୟବସାୟୀ ସଂଘ ଜି. ଉଦୟଗିରି ସହରରେ ଥିବା ସମସ୍ତ ବ୍ୟବସାୟ ପ୍ରତିଷ୍ଠାନକୁ ଅକ୍ଟୋବର ମାସର ପ୍ରଥମ ଶନିବାର ଓ ରବିବାର ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଜି ଶନିବାର ହେତୁ ସହରର ସମସ୍ତ ଦୋକାନ ବଜାର ବନ୍ଦ ରହିଛି । ଗାଡି ମୋଟର ଚଳାଚଳ ସ୍ବଭାବିକ ରହିଥିଲେ ମଧ୍ୟ ବଜାର ସୁନସାନ ହୋଇ ଯାଇଛି । ସେପରି ଅକ୍ଟୋବର ମାସର ପ୍ରତ୍ୟେକ ରବିବାର ଦୋକାନ ବଜାର ବନ୍ଦ କରିବା ପାଇଁ ଠିକ ହୋଇଛି। ଅନ୍ୟ ଦିନ ମାନଙ୍କରେ କେବଳ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଦୋକାନ ଖୋଲା ରହିବ ବୋଲି ଜି. ଉଦୟଗିରି ବ୍ୟବସାୟୀ ସଂଘ ସଭାପତି ସମୀର କୁମାର ପାଢୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

‘ଛାତ୍ରୀଛାତ୍ରଙ୍କ ସଫଳତା ଆମ ପୁରସ୍କାର’

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri