Posted inଜାତୀୟ

‘ପ୍ରଧାନମନ୍ତ୍ରୀଙ୍କ ଇତିହାସ ବିଷୟରେ ସମସ୍ତେ ଜାଣନ୍ତି’

ନୂଆଦିଲ୍ଲୀ,୧୧।୮: ସଂସଦରେ ବିରୋଧୀ ଦଳ ଆଣିଥିବା ଅନାସ୍ଥା ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତିକ୍ରିୟା ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଭାଷଣରେ ଅସନ୍ତୁଷ୍ଟ ବିରୋଧୀ ତାଙ୍କୁ ଟାର୍ଗେଟ୍‌ କରିଛନ୍ତି। ସମାଜବାଦୀ ପାର୍ଟି ଏମ୍‌ପି ଏସଟି ହାସନ କହିଛନ୍ତି,ପ୍ରଧାନମନ୍ତ୍ରୀ ମୋଦି କେବଳ ବିରୋଧୀଙ୍କୁ ସମାଲୋଚନା କରୁଛନ୍ତି। ନିଜ ଭାଷଣରେ ମଣିପୁର ଉପରେ ପ୍ରଧାନମନ୍ତ୍ରୀ କିଛି କହି ନାହାଁନ୍ତି। ମୋଦିଙ୍କ ଇତିହାସ ସମସ୍ତେ ଜାଣନ୍ତି। ୨୦୦୨ରେ ଗୁଜରାଟରେ କ’ଣ ଘଟିଥିଲା ତାହା ମଧ୍ୟ ସମସ୍ତେ ଜାଣନ୍ତି। ପ୍ରଧାନମନ୍ତ୍ରୀ ମାନବିକତା ପାଇଁ ପ୍ରସ୍ତୁତି କରିବା ଉଚିତ୍‌। ସେ ସଂସଦରେ ଭାଷଣ ଦେବାବେଳେ କୌଣସି ପ୍ରସଙ୍ଗରେ ନ କହି ବିରୋଧୀଙ୍କୁ ସମାଲୋଚନା କରିବା ଆଦୌ ଠିକ୍‌ ନୁହେଁ।
ପ୍ରଧାନମନ୍ତ୍ରୀ ଗୃହରେ ୨ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ବିବୃତି ରଖିଥିଲେ। ଦ୍ୱିତୀୟାର୍ଦ୍ଧରେ ସେ ମଣିପୁର ସ୍ଥିତି ଉପରେ କହିଥିଲେ, ଶାନ୍ତି ଫେରାଇ ଆଣିବା ପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ସବୁ ପ୍ରକାର ଉଦ୍ୟମ ଚଳାଇଛନ୍ତି। ମଣିପୁର ହେଉଛି ଉତ୍ତର ପୂର୍ବାଞ୍ଚଳର ହୃଦୟ। ସେଠାରେ ଶୀଘ୍ର ବିକଶର ପଥ ପୁଣି ପ୍ରଶସ୍ତ ହେବ। ମହିଳା ବିରୋଧୀ ଅପରାଧ ଘଟାଉଥିବା ବ୍ୟକ୍ତିମାନେ କଠୋର ଦଣ୍ଡ ପାଇବେ ବୋଲି ପ୍ରଧାନମନ୍ତ୍ରୀ ଗୃହକୁ ଆଶ୍ୱାସନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri