Posted inଜାତୀୟ

‘ପ୍ରଧାନମନ୍ତ୍ରୀଙ୍କ ଇତିହାସ ବିଷୟରେ ସମସ୍ତେ ଜାଣନ୍ତି’

ନୂଆଦିଲ୍ଲୀ,୧୧।୮: ସଂସଦରେ ବିରୋଧୀ ଦଳ ଆଣିଥିବା ଅନାସ୍ଥା ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତିକ୍ରିୟା ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଭାଷଣରେ ଅସନ୍ତୁଷ୍ଟ ବିରୋଧୀ ତାଙ୍କୁ ଟାର୍ଗେଟ୍‌ କରିଛନ୍ତି। ସମାଜବାଦୀ ପାର୍ଟି ଏମ୍‌ପି ଏସଟି ହାସନ କହିଛନ୍ତି,ପ୍ରଧାନମନ୍ତ୍ରୀ ମୋଦି କେବଳ ବିରୋଧୀଙ୍କୁ ସମାଲୋଚନା କରୁଛନ୍ତି। ନିଜ ଭାଷଣରେ ମଣିପୁର ଉପରେ ପ୍ରଧାନମନ୍ତ୍ରୀ କିଛି କହି ନାହାଁନ୍ତି। ମୋଦିଙ୍କ ଇତିହାସ ସମସ୍ତେ ଜାଣନ୍ତି। ୨୦୦୨ରେ ଗୁଜରାଟରେ କ’ଣ ଘଟିଥିଲା ତାହା ମଧ୍ୟ ସମସ୍ତେ ଜାଣନ୍ତି। ପ୍ରଧାନମନ୍ତ୍ରୀ ମାନବିକତା ପାଇଁ ପ୍ରସ୍ତୁତି କରିବା ଉଚିତ୍‌। ସେ ସଂସଦରେ ଭାଷଣ ଦେବାବେଳେ କୌଣସି ପ୍ରସଙ୍ଗରେ ନ କହି ବିରୋଧୀଙ୍କୁ ସମାଲୋଚନା କରିବା ଆଦୌ ଠିକ୍‌ ନୁହେଁ।
ପ୍ରଧାନମନ୍ତ୍ରୀ ଗୃହରେ ୨ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ବିବୃତି ରଖିଥିଲେ। ଦ୍ୱିତୀୟାର୍ଦ୍ଧରେ ସେ ମଣିପୁର ସ୍ଥିତି ଉପରେ କହିଥିଲେ, ଶାନ୍ତି ଫେରାଇ ଆଣିବା ପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ସବୁ ପ୍ରକାର ଉଦ୍ୟମ ଚଳାଇଛନ୍ତି। ମଣିପୁର ହେଉଛି ଉତ୍ତର ପୂର୍ବାଞ୍ଚଳର ହୃଦୟ। ସେଠାରେ ଶୀଘ୍ର ବିକଶର ପଥ ପୁଣି ପ୍ରଶସ୍ତ ହେବ। ମହିଳା ବିରୋଧୀ ଅପରାଧ ଘଟାଉଥିବା ବ୍ୟକ୍ତିମାନେ କଠୋର ଦଣ୍ଡ ପାଇବେ ବୋଲି ପ୍ରଧାନମନ୍ତ୍ରୀ ଗୃହକୁ ଆଶ୍ୱାସନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୩ ଲକ୍ଷ ଫଲୋଅର୍ସ ଥିବା TikTok ଷ୍ଟାରଙ୍କୁ ସର୍ବସାଧାରଣରେ ଗୁଳି କରି ହତ୍ୟା

ଇସଲାମାବାଦ,୧୭।୮: ପାକିସ୍ତାନର ଜଣେ ଲୋକପ୍ରିୟ ଟିକଟକ ଷ୍ଟାର ଶାମସୁ ବିବି (ଉରଫ ଆୟେଶା ଗିଲାମାନା)ଙ୍କୁ ତକ୍ଷଶିଳାରେ ଅଜ୍ଞାତ ବନ୍ଧୁକଧାରୀ ମୋଟରସାଇକେଲରେ ଆସି ଗୁଳି କରି ହତ୍ୟା କରିଛନ୍ତି।…

ଶ୍ରାବଣ ସୋମବାରରେ ବଡ଼ ଅଘଟଣ, ଦଳାଚକାଟାରେ ଗଲା ୭ ଶ୍ରଦ୍ଧାଳୁଙ୍କ ଜୀବନ, ଅନେକେ ଆହତ

ଲଖିସରାଇ,୧୭।୮: ବିହାରର ଲଖିସରାଇରୁ ଏକ ବଡ଼ ଖବର ଆସୁଛି। ପ୍ରସିଦ୍ଧ ଅଶୋକ ଧାମ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ମଧ୍ୟରେ ଏକ ବଡ଼ ଘଟଣା ଘଟିଛି। ଭକ୍ତମାନେ…

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

ହମାସ ସହ ଏକ ଚୁକ୍ତି କରିବାକୁ ଜ୍ୱାଇଁଙ୍କୁ ପଠାଇଥିଲେ ଟ୍ରମ୍ପ; ଗାଜା ସମ୍ପର୍କରେ କ’ଣ ଆଲୋଚନା ହେଲା ଜାଣନ୍ତୁ

ଓ୍ବାଶିଂଟନ,୧୭।୮: ଗାଜାରେ ଦୀର୍ଘକାଳୀନ ସଂଘର୍ଷର ଅନ୍ତ ଘଟାଇବା ପାଇଁ ପ୍ରୟାସ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜ୍ୱାଇଁ ଏବଂ ମଧ୍ୟପ୍ରାଚ୍ୟ ରାଷ୍ଟ୍ରଦୂତ ଜାରେଡ କୁଶନର ଇଜିପ୍ଟରେ…

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri