ସମସ୍ତଙ୍କ ଥାନ୍ତି ୫ ମା’: ଜାଣନ୍ତୁ କିପରି

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଜଣେ ବ୍ୟକ୍ତିଙ୍କର ୫ ପିତା ଥିବା ଉଲ୍ଲେଖ କରିଥିବା ବେଳେ ୫ ଜଣ ମାତାଙ୍କ ବିଷୟରେ ମଧ୍ୟ କହିଛନ୍ତି। ତେବେ ଜାଣନ୍ତୁ ଏପରି କାହିଁକି କହିଛନ୍ତି ଚାଣକ୍ୟ।

 

ଆଚାର୍ଯ୍ୟ ଚାଣକ୍ୟ ଏହି ଶ୍ଳୋକ ମାଧ୍ୟମରେ ୫ ଜଣ ମାତାଙ୍କ ବିଷୟରେ ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି ଯେ, ଜଣେ ରାଜା କିମ୍ବା ଶାସକଙ୍କ ପତ୍ନୀ ଜଣେ ମା’ ପରି। ପ୍ରତ୍ୟେକ ବ୍ୟକ୍ତି ରାଜାଙ୍କ ପତ୍ନୀଙ୍କୁ ମା’ ପରି ବ୍ୟବହାର କରିବା ଉଚିତ୍‌।

ଚାଣକ୍ୟଙ୍କ ଅନୁଯାୟୀ ଗୁରୁଙ୍କ ପତ୍ନୀ ମଧ୍ୟ ମା’ ପରି। ସେ କହିଛନ୍ତି ଯେ ଗୁରୁଙ୍କ ପତ୍ନୀଙ୍କ ସହ ମଧ୍ୟ ଜଣେ ମା’ ପରି ଆଚରଣ କରିବା ଉଚିତ୍‌। ସେ କହିଛନ୍ତି ଯେ ଗୁରୁ ପିତାଙ୍କ ପରି, ତେଣୁ ତାଙ୍କ ପତ୍ନୀ ମା’ ପରି। ଉଭୟ ଗୁରୁ ଏବଂ ଗୁରୁଙ୍କ ପତ୍ନୀଙ୍କୁ ମା’ ଏବଂ ପିତା ଭାବି ସମ୍ପୂର୍ଣ୍ଣ ଜ୍ଞାନ ପ୍ରାପ୍ତ ହୁଏ।

ଏଥି ସହିତ ଆଚାର୍ଯ୍ୟ ଚାଣକ୍ୟ ବନ୍ଧୁଙ୍କ ପତ୍ନୀଙ୍କୁ ମା’ ବୋଲି ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି ଯେ, ଜଣେ ବନ୍ଧୁଙ୍କ ପତ୍ନୀଙ୍କୁ ମା’ ପରି ସମ୍ମାନ ମାନ୍ୟତା ଦିଆଯିବା ଉଚିତ୍‌।

ଏହା ବ୍ୟତୀତ ଚାଣକ୍ୟ କହିଛନ୍ତି ଯେ ଶାଶୁ ଅର୍ଥାତ ପତ୍ନୀଙ୍କ ମା’ଙ୍କୁ ମଧ୍ୟ ମା’ ପରି ବ୍ୟବହାର କରିବା ଉଚିତ।

ଏଥି ସହିତ, ଚାଣକ୍ୟ କହିଛନ୍ତି ଯେ, ଯେଉଁ ମା’ ତୁମକୁ ଜନ୍ମ ଦିଏ ଏବଂ ଜୀବନରେ ଲକ୍ଷ୍ୟ ହାସଲ କରିବା ସଫଳତା ଲାଗି ରାସ୍ତା ଦେଖାଏ, ସେ ଜନ୍ମଦାତ୍ରି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଳି ଫୁଟାଇ ଲୁଟିନେଲେ ଅଳଙ୍କାର ଭର୍ତ୍ତି ବ୍ୟାଗ୍‌

ସିଂହପୁର,୧୫।୭(ଅନଙ୍ଗ ଉଦୟ ବେଉରିଆ): ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଘଣ୍ଟିଆଳି ପୋଲ ନିକଟରେ ସୁନା ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ଲୁଟ ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ICCର ବଡ଼ ନିଷ୍ପତ୍ତି: ବଦଳିଲା ODI ଓ T20 ବିଶ୍ୱକପ୍ ଫର୍ମାଟ୍, ଏଣିକି ହେବ…

ନୂଆଦିଲ୍ଲୀ,୧୫ା୭: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପୁରୁଷ T20 ବିଶ୍ୱକପ୍ ଏବଂ ODI ବିଶ୍ୱକପରେ ବଡ଼ ପରିବର୍ତ୍ତନ ଘୋଷଣା କରିଛି । ICC ପୁରୁଷ T20 ବିଶ୍ୱକପ୍…

ଷ୍ଟେଶନ ମାଷ୍ଟର ଭାବରେ ନିଜକୁ ପରିଚୟ ଦେଇ ନେଇ ଚାଲିଥିଲେ ଟଙ୍କା, ଏମିତି ପଡ଼ିଲେ ଧରା…

କେନ୍ଦୁଝର,୧୫ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୋଲିସ ଠକେଇ ମାମଲାରେ ଜଣେ ନକଲି ରେଳ ଅଧିକାରୀଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ତାଙ୍କ ନାମ ରାଜ…

ପଶ୍ଚିମବଙ୍ଗରେ ବଦଳିଲା ଚିତ୍ର: ଦୀର୍ଘ ୨ ଦଶନ୍ଧି ପରେ କୋଲକାତା ଫେରୁଛନ୍ତି ପ୍ରସିଦ୍ଧ ବାଂଲାଦେଶୀ ଲେଖିକା ତସଲିମା ନସରିନ୍

କୋଲକାତା, ୧୫।୭: ପଶ୍ଚିମବଙ୍ଗରେ ସରକାର ବଦଳିବା ପରେ ଏବେ ସେଠାରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳୁଛି। ଅନେକ ପୁରୁଣା ବ୍ୟବସ୍ଥାର ଅନ୍ତ ଘଟୁଥିବା ବେଳେ କେତେକ ନୂଆ…

ବିସ୍ଥାପିତ ନୀତି ତୁରନ୍ତ କାର୍ଯ୍ୟକାରୀ ଦାବି, ନଚେତ୍‌ କମ୍ପାନୀ ବିରୋଧରେ ହେବ ବିରାଟ ଆନ୍ଦୋଳନ

ଛତ୍ରପୁର,୧୫ା୭(ଦିଲ୍ଲୀପ ସାମଲ): ବିସ୍ଥାପିତ ନୀତିକୁ ତୁରନ୍ତ କାର୍ଯ୍ୟକାରୀ କରିବା, ଏଥିପାଇଁ ଚିହ୍ନଟ ଜାଗାରେ ଘର ନିର୍ମାଣ ସହ ପୁନିର୍ବାସ ବ୍ୟବସ୍ଥା କରିବା ସହିତ ୨୦୧୮ରେ ବ୍ରହ୍ମପୁରସ୍ଥିତ ଆର୍‌ଡିସିଙ୍କ…

ପୂର୍ବତନ ମନ୍ତ୍ରୀଙ୍କ ଅବଦାନକୁ ମନେ ପକାଇଲେ ଅତିଥି, ଜିଲା ଗଠନରେ…

ନୂଆପଡ଼ା,୧୫ା୭(ମକାରୁ ବେମାଲ): ସ୍ଥାନୀୟ ନ୍ୟାଶନାଲ ମହାବିଦ୍ୟାଳୟଠାରେ ବୁଧବାର ସ୍ବର୍ଗୀୟ ଜନନେତା ପୂର୍ବତନ ମନ୍ତ୍ରୀ ଘାସିରାମ ମାଝିଙ୍କ ୧୦୨ତମ ଜନ୍ମତିଥି ପାଳିତ ହୋଇଯାଇଛି। ନୂଆପଡ଼ା ଏକତା ଛକଠାରେ ଥିବା…

ବଙ୍ଗୋପସାଗରରେ ଲଘୁଚାପ: ରଥଯାତ୍ରାରେ ଅତି ପ୍ରବଳ ବର୍ଷା, ଆହୁରି ୪ ଦିନ ହାଇଆଲର୍ଟ!

ଭୁବନେଶ୍ୱର,୧୫।୭: ପାଣିପାଗକୁ ନେଇ ବଡ଼ ଖବର । ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ରଥଯାତ୍ରା ପୂର୍ବରୁ ପାଣିପାଗରେ ବଡ଼ ପରିବର୍ତ୍ତନ । ରାଜ୍ୟର ବିଭିନ୍ନ ସ୍ଥାନରେ…

ଛେଳି ଚରାଳିଙ୍କୁ ମାରି ଖାଇଥିଲା ଭାଲୁ, ଶେଷରେ ନିଜେ ମଲା

ଝରିଗାଁ,୧୫ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମୀ ଶ୍ମଶାନରୁ ବନ ବିଭାଗ ଦ୍ୱାରା କାବୁ ହୋଇଥିବା ରକ୍ତମୁଖା ନରହନ୍ତା ଭାଲୁର ବିଳମ୍ବିତ ରାତିରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri