ମଦ୍ରାସା ପରୀକ୍ଷାରେ ସମସ୍ତେ ପାସ୍‌

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଓଡ଼ିଶା ରାଜ୍ୟ ମଦ୍ରାସା ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମୌଲବୀର ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଭୁବନେଶ୍ୱର ୟୁନିଟ୍‌-୯ ସ୍ଥିତ ଉର୍ଦ୍ଦୁଭବନ ପରିସରରେ ଫଳ ପ୍ରକାଶ କରାଯାଇଛି। ମୌଲବୀ ପରୀକ୍ଷାରେ ମୋଟ୍‌ ୨୧୨ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୧୯୨ ଜଣ ରେଗୁଲାର ଓ ୨୦ ଜଣ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର ଥିଲେ। ପରୀକ୍ଷାରେ ସମସ୍ତ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି। ୨୧୨ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରେ ୮୪ ଛାତ୍ରୀ ଥିବା ବେଳେ ୧୨୮ ଛାତ୍ର ଅଛନ୍ତି। ମଦ୍ରାସା ଇସ୍‌ଲାମିଆ ଆର୍‌ବିଆର ଛାତ୍ରୀ କନିଜ୍‌ ଫାତମା ୭୦୦ରୁ ୬୪୪ ନମ୍ବର ରଖି ଏ ୱାନ୍‌ ଗ୍ରେଡ୍‌ରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏହି ପରୀକ୍ଷା ଫଳ osbme.org.in ୱେବ୍‌ସାଇଟ୍‌ରେ ଉପଲବ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri