ସମସ୍ତଙ୍କ ସ୍ବାବ ପରୀକ୍ଷା, ଚିକିତ୍ସା ଦାବି

ଖଇରା,୨୮।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ସିପିଏମ ଆଞ୍ଚଳିକ କମିଟି ପକ୍ଷରୁ ୭ଦଫା ଦାବି ନେଇ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓ ଦେବେନ୍ଦ୍ର ବଳଙ୍କୁ ପ୍ରଦାନ କରାଯାଇଛି। ପ୍ରଥମେ ଏକ ଶୋଭାଯାତ୍ରା ଖଇରା ବଜାର ପରିକ୍ରମା କରି ବ୍ଲକରେ ପହଞ୍ଚତ୍ଥିଲା। ପରେ ବିଭିନ୍ନ ଦାବି ଯଥା ଉଭୟ କରୋନା ତଥା ଅନ୍ୟାନ୍ୟ ରୋଗରେ ପିଡିତ ରୋଗୀଙ୍କ ଚିକିତ୍ସା ପାଇଁ ସମସ୍ତ ସରକାରୀ ଓ ବେସରକାରୀ ଚିକିତ୍ସାଳୟ ଗୁଡିକରେ ବ୍ୟବସ୍ଥା ରଖାଯିବା, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ନିର୍ଦ୍ଦେଶନାମା ଅନୁଯାୟୀ ସମସ୍ତଙ୍କ ସ୍ବାବ ପରୀକ୍ଷା କରାଯିବା, କରୋନାରେ ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ଇତ୍ୟାଦି ପ୍ରସଙ୍ଗରେ ଏକ ସ୍ମାରକପତ୍ର କମିଟି ତରଫରୁ ପ୍ରଦାନ କରାଯାଇଛି। ସଭ୍ୟ ସନ୍ତୋଷ କୁମାର ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜଗତାନନ୍ଦ ମହାପାତ୍ର, ବଳରାମ ସାହୁ, ଉତ୍ତମ କୁମାର ଦାସ,ଭଗବାନ ଦାସ,ଜିଲା ପରିଷଦ ପ୍ରାର୍ଥିନୀ ଶୁଭଦ୍ରା ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri