ଗଣେଶ ପୂଜା ପାଇଁ ସବୁଠି ଚଳଚଞ୍ଚଳ

ଭୁବନେଶ୍ୱର, ୧୯।୯: ଆଜି ଗଣେଶ ପୂଜା । ଏ ନେଇ ଗାଁଠୁ ସହରର ସବୁଠି ଚଳଚଞ୍ଚଳ । ସୁଉଚ୍ଚ ତୋରଣ ସାଙ୍ଗକୁ ଆଖି ଝଲସା ମେଢ଼ ସାଜସଜ୍ଜା ଦେଖିବାକୁ ମିଳିଛି। ମେଢବୁଲିବାକୁ ଲୋକଙ୍କ ଭିଡ଼ ଖେିବାକୁ ମିଳୁଛି। ତାସହ ସ୍ଥାନେସ୍ଥାନେ ମୀନାବଜାର ବେଶ ଆକର୍ସିତ କରୁଛି। ସୁଉଚ୍ଚ ତୋରଣ ସାଙ୍ଗକୁ ସୁନ୍ଦର ଆଲୋକ ସଜ୍ଜାରେ ଝଟକୁଛି ବିଭିନ୍ନ ସହର। ଭୁବନେଶରର ବିଭିନ୍ନ ପୂଜା ମଣ୍ଡପରେ ଧୁମଧାମରେ ପାଳନ କରାଯାଉଛି। ବିଭିନ୍ନ ଶିକ୍ଷାନୁଷ୍ଠାନଗୁଡ଼ିକ ଚଳଚଞ୍ଚଳ ହୋଇଉଠିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri