Advertisement

ଉପନିର୍ବାଚନ ପ୍ରସ୍ତୁତି: ଷ୍ଟ୍ରଙ୍ଗ ରୁମରେ ପହଞ୍ଚିଲା ଇଭିଏମ୍‌

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ପଦ୍ମପୁର ଆରଏମ୍‌ସି ସ୍ଥିତ ଷ୍ଟ୍ରଙ୍ଗ ରୁମରେ ଇଭିଏମ୍‌ ପହଞ୍ଚିଛି l ଡିସେମ୍ବର ୫ ରେ ଭୋଟ ହେବାକୁ ଥିବା ବେଳେ ଉପଜିଲାପାଳ ତଥା ରିଟର୍ଣ୍ଣ ଅଫିସର ଏବଂ ଅନ୍ୟ ଅଧିକାରୀଙ୍କ ଉପସ୍ଥିତିରେ ଷ୍ଟ୍ରଙ୍ଗ ରୁମରେ ସିଲ କରାଯାଇଛି ଇଭିଏମ୍‌ l ଅନ୍ୟପଟେ, ୩ ପ୍ରମୁଖ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହେବା ପରେ ଆଜିଠୁ ଜୋରଦାର ପ୍ରଚାର ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାନ୍ଧୀ ମାର୍ଗରେ ହେଉ ଗାନ୍ଧୀ ଭବନ

ଅନୁଗୋଳ ଅଫିସ, ୫ା୧୦ ଗାନ୍ଧୀଙ୍କ ସ୍ମୃତି ବହନ କରୁଛି ଅନୁଗୋଳର ଗାନ୍ଧୀ ମାର୍ଗ (୧୯୩୪ର ହୁଲୁରିସିଂହା ଛକରୁ ରାଣୀଗୁଡ଼ା ଆମ୍ବତୋଟା ରାସ୍ତା)। ସେତେବେଳେ ଏହି ପଥରେ...

ସଙ୍କଟରେ କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ପ୍ରାୟ ୩.୯୧ଲକ୍ଷ ଉଦ୍ୟୋଗରେ କାର୍ଯ୍ୟରତ ୧୫ଲକ୍ଷ ଲୋକଙ୍କ ଜୀବନଜୀବିକା ବିପନ୍ନ ହୋଇଛି। କରୋନା ସଙ୍କଟ ଯୋଗୁ ଆର୍ଥିକ ଅନଟନ ଦେଇ ଗତି କରୁଥିବା...

‘ଅତିଥି ସେବାରେ ଅବହେଳା କରନି’

ଭୁବନେଶ୍ୱର,୫।୧୧(ବ୍ୟୁରୋ): କରୋନା ମହାମାରୀ ପରିସ୍ଥିତି ଧୀରେ ଧୀରେ ସୁଧୁରୁଥିବାବେଳେ ପର୍ଯ୍ୟଟନ ବିକାଶ ଉପରେ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର। ଏଭଳି ସ୍ଥଳେ ହୋଟେଲ, ରେଷ୍ଟୁରାଣ୍ଟ, ହସ୍ପିଟାଲିଟି...

ଗିରଫ ବେଳେ ଥାନା ଅଧିକାରୀଙ୍କୁ ଛୁରାମାଡ଼

ଭବାନୀପାଟଣା,୯।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୟପାଟଣା ଥାନା ମୁଖୀଗୁଡ଼ା ଓଏଚ୍‌ପିସି କର୍ମଚାରୀ କୁଳମଣି ରଥ ଶନିବାର ରାତିରେ କର୍ମଚାରୀ କାଳୁଚରଣ ଭୂୟାଁ ଓ ତାଙ୍କ ପୁଅ ଦୀପ୍ତିକୃଷ୍ଣଙ୍କୁ...

ଏହି ଦୁଇଟି ଓଡ଼ିଆ ଫିଲ୍ମରେ କଣ୍ଠଦାନ କରିଥିଲେ ଲତା

ଭୁବନେଶ୍ୱର,୬ା୨(ବ୍ୟୁରୋ): ଚାଲିଗଲେ ସୁରର ରାଣୀ ଲତା ମଙ୍ଗେସକର। ସଙ୍ଗୀତ ବ୍ୟତୀତ ସେ ଆଉ କେଉଁ କଥାରେ ଅଧିକ ଗୁରୁତ୍ୱ ଦେଉ ନ ଥିଲେ। ସେ ୩୦ରୁ...

ପରୀକୁ ନ୍ୟାୟ ଦେବାରେ ସରକାର ବିଫଳ

ନୟାଗଡ଼ ଅଫିସ,୧୦ା୧୨:ଶିଶୁକନ୍ୟା ପରୀକୁ ନ୍ୟାୟ ଦେବାରେ ରାଜ୍ୟ ସରକାରଙ୍କ ବିଫଳତା ପ୍ରତିବାଦରେ ଭାଜପା ଓ କଂଗ୍ରେସ ଆନ୍ଦୋଳନକୁ ଜୋରଦାର କରିଛନ୍ତି। ଭାଜପା ପଦଯାତ୍ରା କରିବାକୁ ନିଷ୍ପତ୍ତି...

ଗୋରାସେତୁରେ ପ୍ରଥମ ଥର ଉଡ଼ିଲା ତ୍ରିରଙ୍ଗା

ଚିତ୍ରକୋଣ୍ଡା,୨୬ା୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ବିଭିନ୍ନ ସ୍ଥାନରେ ଚଳିତ ବର୍ଷ ଆନନ୍ଦର ସହ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି। ପଣଷପୁଟ ପଞ୍ଚାୟତ ଗୋରାସେତୁଠାରେ...

କଟକରେ କାୟା ମେଲାଉଛି କରୋନା: ଆଜି ୧୪୩ ଆକ୍ରାନ୍ତ ଚିହ୍ନଟ

କଟକ,୫।୮(ବ୍ୟୁରୋ)-କଟକରେ କାୟା ମେଲାଉଛି କରୋନା। ସହରରେ ବୁଧବାର ଆଉ ୧୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ମାଲଗୋଦାମ କଣ୍ଟେନମେଣ୍ଟ ଜୋନରୁ କେବଳ...

Advertisement
Archives

Model This Week