୧୦ ଜିଲାକୁ ପଠାଗଲା ଇଭିଏମ୍‌ ମେଶିନ

ଭୁବନେଶ୍ୱର,୧୬।୧୨ (ବ୍ୟୁରୋ): ରାଜ୍ୟ ସରକାର ପୌର ନିର୍ବାଚନ ପାଇଁ ଆଉ ପାଦେ ଆଗକୁ ବଢ଼ିଛନ୍ତି । ପ୍ରଥମ ପର୍ଯ୍ୟାୟରେ ଜିଲାସ୍ତରକୁ ଇଭିଏମ୍‌ ମେଶିନ ପଠା ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କ ଅଫିସରୁ ବୁଧବାର ୫ଟି ଜଲାକୁ ଇଭିଏମ୍‌ ମେଶିନ ପଠା ଯାଇଥିଲା । ଗୁରୁବାର ୧୦ଟି ଜିଲାକୁ ପଠାଯାଇଛି । ପ୍ରଥମ ପର୍ଯ୍ୟାୟରେ ୧୫ଟି ଜିଲାକୁ ଏହା ପଠାଯାଉଛି । ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଜୋରଦାରଚାଲିଛି। ସଂରକ୍ଷଣ ତାଲିକା ଚିଠା ମଧ୍ୟ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ହାଟଡିହୀ ବ୍ଲକରେ ପଶିଲା ଭିଜିଲାନ୍ସ: ମିଶନ ଶକ୍ତିରେ ଦୁର୍ନୀତି ଅଭିଯୋଗ

ହାଟଡିହୀ,୧୩l୭((ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ପୁଣି ପଶିଛି ଭିଜିଲାନ୍ସ। ଗତ କିଛିଦିନ ତଳେ ଭିଜିଲାନ୍ସ ଷ୍ଟ୍ରିଟ ଲାଇଟ ଦୁର୍ନୀତି ନେଇ ହାଟଡିହୀ ବ୍ଲକରେ ଖୋଳତାଡ଼ କରିଥିବା…

ଅନଶନ ସମୟରେ ଅସୁସ୍ଥ ହେଲେ ଚାମେଲି: ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୧୩।୭: ଆମରଣ ଅନଶନ ବେଳେ କେନ୍ଦ୍ରାପଡା ଜିଲା ତିଖିରୀ ଗ୍ରାମପଞ୍ଚାୟତର ସରପଞ୍ଚ ଚାମେଲି ଓଝା ଅସୁସ୍ଥ ହୋଇପଡିଛନ୍ତି। ଅନଶନରେ ବସିଥିବା ସମୟରେ ହଠାତ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ…

ରାତି ପାଇଲେ ପରୀକ୍ଷା ଦେଇଥାନ୍ତେ ଶିବାନୀ: ମା’ ବିଲକୁ ଯାଇଥିବାବେଳେ ଘରେ…

ଭଞ୍ଜନଗର,୧୩।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଟୋକାଗଣ୍ଡା ଗ୍ରାମର ଖଦାଳି ସ୍ବାଇଁଙ୍କ ଝିଅ ତଥା ମେଧାବୀ ଛାତ୍ରୀ ଶିବାନୀ ସାଇଁ (୧୭) ସୋମବାର ସନ୍ଧ୍ୟାରେ…

ଘାରିଲା କୋଭିଡ ଭୟ: ଏହି ଜିଲାରେ ହାଇଆଲର୍ଟ ଜାରି

ଭୁବନେଶ୍ୱର, ୧୩।୭: ଆନ୍ଧ୍ରରେ କୋଭିଡ ସଂକ୍ରମଣ ବଢ଼ିବା ପରେ ଗଞ୍ଜାମରେ ହାଇ ଆଲର୍ଟ। ସରକାରୀ ହସ୍ପିଟାଲ ଓ CHCକୁ ସତର୍କ ରହିବାକୁ CDMO ଓ PHO ନିର୍ଦ୍ଦେଶ…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଖୁସି ଖବର: ଏତିକି ପ୍ରତିଶତ ବୋନସ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର, ୧୩।୭: କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ସିଜନାଲ ଷ୍ଟାଫଙ୍କ ପାଇଁ ଖୁସି ଖବର। ବୋନସ ଓ ପ୍ରୋତ୍ସାହନ ରାଶି ପ୍ରଦାନକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ।କେନ୍ଦୁପତ୍ର ମୂଲ୍ୟରେ…

ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

କଟକ,୧୩।୭(ପ୍ରଭୁ କଲ୍ୟାଣ ପାଲ୍‌): ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ପାଠ୍ୟପୁସ୍ତକର ପ୍ରସ୍ତୁତି, ଅନୁମୋଦନ ଏବଂ ପ୍ରକାଶନ ପ୍ରକ୍ରିୟାରେ ହୋଇଥିବା ଅନିୟମିତତାର ତଦନ୍ତ ଭାର ଆଜି…

୧ କୁଇଣ୍ଟାଲର ଘଡ଼ିଆଳ କୁମ୍ଭୀର ଉଦ୍ଧାର: ସାତକୋଶିଆରେ ଛାଡିଲା ବନବିଭାଗ

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ବ୍ଲକ ଭାଲୁବୁଟୁରା ଗ୍ରାମର ଏକ କେନାଳରୁ ସୋମବାର ଅପରାହ୍ନରେ ଏକ ଘଡ଼ିଆଳ କୁମ୍ଭୀର ବନ ବିଭାଗ ପକ୍ଷରୁ ଉଦ୍ଧାର…

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତଙ୍କୁ ମିଳିଲା ଏହି ଦଣ୍ଡ

ଜୟପୁର,୧୩ା୭(ପବନ ପାଣିଗ୍ରାହୀ): ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର ମାମଲାର ସୋମବାର ରାୟ ପ୍ରକାଶ ପାଇଛି। ଜୟପୁର ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ପୋକ୍ସୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri