Posted inଜାତୀୟ

ଇଭିଏମ୍‌ ମରାମତି ଆରମ୍ଭ ହେଲାଣି, ୨୦୨୩ ଡିସେମ୍ବରରେ ହୋଇପାରେ ଲୋକସଭା ନିର୍ବାଚନ…

ମୁମ୍ବାଇ,୫।୭ : ମହାରାଷ୍ଟ୍ରରେ ରାଜନୀତି କିପରି ମୋଡ ନେଉଛି ତାହା ସଭିଙ୍କୁ ଜଣା। ଅଜିତ ପାୱାର ହଠାତ ପାର୍ଶ୍ୱ ପରିବର୍ତ୍ତନ କରିବା ମାତ୍ରେ ଶରଦ ପାୱାର ଏବଂ ତାଙ୍କ ସହଯୋଗୀ ଦଳର ନେତାମାନଙ୍କୁ ଏକ ବଡ଼ ଝଟକା ଲାଗିଛନ୍ତି। ଏଥି ସହ ଏନସିପି ବିଧାୟକ ତଥା ଏନସିପି ମୁଖ୍ୟ ଶରଦ ପାୱାରଙ୍କ ନାତି ରୋହିତ ପାୱାର ଭାଜପାକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ଭାଜପା ଏନସିପି ଏବଂ ଶିବସେନାକୁ ଭାଙ୍ଗିବାକୁ ଚେଷ୍ଟା କରିଛି। କର୍ନାଟକ ନିର୍ବାଚନରେ ଭାଜପାର ପରାଜୟ ଯୋଗୁ ଏହା ଘଟୁଛି ଏବଂ ଭବିଷ୍ୟତରେ ମଧ୍ୟପ୍ରଦେଶ, ହରିୟାଣା ଏବଂ ଅନ୍ୟାନ୍ୟ ରାଜ୍ୟରେ ଏହା ହୋଇପାରେ।

ସେ କହିଛନ୍ତି ଲୋକସଭା କିମ୍ବା ରାଜ୍ୟ ନିର୍ବାଚନର ୫-୬ ମାସ ପୂର୍ବରୁ ଇଭିଏମ ଯାଞ୍ଚ ରିପୋର୍ଟ ନିଆଯାଉଥିବାବେଳେ ମହାରାଷ୍ଟ୍ରର କିଛି ଅଧିକାରୀଙ୍କୁ ଇଭିଏମ ମରାମତି ଏବଂ ଉତ୍ପାଦନ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଡିସେମ୍ବର ୨୦୨୩ରେ ଲୋକସଭା ନିର୍ବାଚନ ହୋଇପାରେ ବୋଲି ଏହା ଏକ ସୂଚକ ଅଟେ ।


Enter your email to get our daily news in your inbox.

All Right Reserved By Dharitri.Com

ଡବଲ ମର୍ଡର : ସ୍ତ୍ରୀ ସହ ପ୍ରେମିକଙ୍କୁ ଗୁଳି କରିଦେଲେ ସ୍ବାମୀ, ସମ୍ପୂର୍ଣ୍ଣ ଘଟଣା ଜାଣିଲେ ଥରିଉଠିବ ଛାତି

ଗାଜିଆବାଦ,୨୪।୩: ଗାଜିଆବାଦର ଟ୍ରୋନିକା ସିଟି ପୋଲିସ ଷ୍ଟେଶନ ଅଞ୍ଚଳରେ ଏକ ଡବଲ ମର୍ଡର ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀ ଏବଂ ପ୍ରେମିକଙ୍କୁ…

ସାଙ୍ଗକୁ ହସ୍ପିଟାଲରେ ଭର୍ତ୍ତି କରି ଫେରୁଥିବା ବେଳେ ସଡ଼କ ଦୁର୍ଘଟଣା, ଅଧାବାଟରେ ଚାଲିଗଲା ଜୀବନ

ଗଜପତି,୨୪।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ୩୨୬-ଏ ଜାତୀୟ ରାଜପଥର ଆର୍.ସୀତାପୁର ଗ୍ରାମ ନିକଟସ୍ଥ ଏକ ବୁଲାଣିଆ ରାସ୍ତାରେ ସଡ଼କ ଦୁର୍ଘଟଣା । ସୋମବାର…

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ…

ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ଖାମେନେଇଙ୍କ ମୃତ୍ୟୁର ୪୮ ଘଣ୍ଟା ପୂର୍ବରୁ ଟ୍ରମ୍ପଙ୍କୁ ଫୋନ କରିଥିଲେ ନେତାନ୍ୟାହୁ, କହିଥିଲେ ବଡ଼ ଗୁମର କଥା, ଜାଣନ୍ତୁ…

ଓ୍ବାଶିଂଟନ,୨୪।୩: ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ଆରମ୍ଭ ହେବାର ୪୮ ଘଣ୍ଟା ପୂର୍ବରୁ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ…

ଜୀବନର ନୈତିକ ମୂଲ୍ୟବୋଧ

କଥାରେ ଅଛି-‘ଥିଲେ ଥାଉ ପଛେ ଗୁଣ ହଜାର, ଚରିତ୍ର ନଥିଲେ ସବୁ ଅସାର।’ ସୁତରାଂ ଆମ ଜୀବନରେ ନୈତିକ ମୂଲ୍ୟବୋଧର ଏକ ମୁଖ୍ୟ ଆଧାର ହେଉଛି –…

ପେଟ୍ରୋଡଲାର ସାମ୍ରାଜ୍ୟ

ପୃଥିବୀର କୌଣସି ଏକ ପେଟ୍ରୋଲ୍‌ ପମ୍ପରେ ଗାଡ଼ିରେ ଇନ୍ଧନ ଭରିବା ଦୃଶ୍ୟ ସାଧାରଣ ହୋଇପାରେ, କିନ୍ତୁ ଏହା ପ୍ରଚ୍ଛଦପଟରେ ଏକ ବିଶାଳ ଆର୍ଥିକ ବ୍ୟବସ୍ଥା କାମ କରୁଥାଏ,…

ଦୁବାଇରେ ଧରାପଡ଼ିଲେ ଭାରତର ମୋଷ୍ଟ ୱାଣ୍ଟେଡ ଡ୍ରଗ୍ସ ମାଫିଆ! ଖୁବଶୀଘ୍ର ଆସିବେ ଭାରତ

ନୂଆଦିଲ୍ଲୀ,୨୪।୩: ଭାରତର ଡ୍ରଗ ମାଫିଆଙ୍କ ଜଣେ ପ୍ରମୁଖ ବ୍ୟକ୍ତି ଜସବିନ୍ଦର ଓରଫ ‘ଜାଜ’କୁ ଦୁବାଇରେ ଗିରଫ କରାଯାଇଛି। ଭାରତୀୟ ଏଜେନ୍ସିଗୁଡ଼ିକର ନିର୍ଦ୍ଦେଶରେ ଇଣ୍ଟରପୋଲ ସହାୟତାରେ ଏହି ଅପରେଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri