ଇଭୋଲ୍‌ଭ ଫ୍ୟାଶନ ଷ୍ଟୋର ଉଦ୍‌ଘାଟିତ

ଭୁବନେଶ୍ୱର,୨୦।୧୦: ଦେଶର ଜଣାଶୁଣା ଫ୍ୟାଶନ ଡିଜାଇନରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରିମିୟମ ବର୍ଗର ମହିଳା ପୋଷାକ ସାଙ୍ଗକୁ ଗହଣା ଡିଜାଇନର ସମ୍ଭାରକୁ ନେଇ ଏକ ଆକର୍ଷଣୀୟ ଷ୍ଟୋର ହାଉସ ‘ଇଭୋଲ୍‌ଭ ଫ୍ୟାଶନ’ର ଶୁଭାରମ୍ଭ ହୋଇଯାଇଛି। ଏପରିକି ଜେଏମ୍‌ଜି ଅଟୋମୋବାଇଲ ଗ୍ରୁପ୍‌ର ସହଯୋଗୀ ସଂସ୍ଥା ‘ଇଭୋଲ୍‌ଭ ଷ୍ଟୋର ’ ବୁଧବାର ସ୍ଥାନୀୟ ଜୟଦେବ ବିହାର ନିକଟସ୍ଥ ହୋଟେଲ ମେ ଫେୟାର ରୋଡ୍‌ରେ ଅବସ୍ଥିତ ଏହି ଅତ୍ୟାଧୁନିକ ପ୍ରିମିୟମ ଷ୍ଟୋରକୁ ଓଲିଉଡ୍‌ ଅଭିନେତ୍ରୀ ଅର୍ଚ୍ଚତା ସାହୁ ଉଦ୍‌ଘାଟନ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଏହାର ସ୍ବତ୍ୱାଧିକାରୀ ସିଏ ସ୍ରିପା ଅଗ୍ରଓ୍ବାଲଙ୍କ ସମେତ ପ୍ରଦୀପ ଅଗ୍ରଓ୍ବାଲ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ୧୮୦୦ ବର୍ଗଫୁଟର ଏହି ଅତ୍ୟାଧୁନିକ ଷ୍ଟୋରରେ ମହିଳା ଗ୍ରାହକଙ୍କ ପାଇଁ ସ୍ବତନ୍ତ୍ର ଭାବେ ଡିଜାଇନ ହୋଇଥିବା ପାର୍ଟି, ବିଭାଘର ଏବଂ ଅନ୍ୟାନ୍ୟ ସ୍ବତନ୍ତ୍ର କାର୍ଯ୍ୟକ୍ରମ ପାଇଁ ଆବଶ୍ୟକ ପୋଷାକ ଉପଲବ୍ଧ। ବିଶେଷକରି ଡିଜାଇନରଙ୍କ ଦ୍ୱାରା ପ୍ରସ୍ତୁତ ପୋଷାକର ପ୍ରାରମ୍ଭିକ ମୂଲ୍ୟ ୫୦୦୦ ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘କର୍କଟ ଯତ୍ନର ସାମ୍ପ୍ରତିକ ଆଧୁନିକୀକରଣ’

ଭୁବନେଶ୍ୱର,୨୪ା୬(ଅନୁରାଧା ମହାରଣା): ଏଚ୍‌ସିଜି ପଣ୍ଡା କ୍ୟାନ୍‌ସର ହସ୍ପିଟାଲ ପକ୍ଷରୁ କର୍କଟ ଯତ୍ନର ସାମ୍ପ୍ରତିକ ଆଧୁନିକରଣ ଉପରେ ଏକ ସଚେତନତା କର୍ମଶାଳା ଆୟୋଜିତ ହୋଇଯାଇଛି। ଭୁବନେଶ୍ବରସ୍ଥିତ ଏକ...

ବିଏମ୍‌ଏଫ୍‌ର ନୂତନ ଉତ୍ପାଦ

ଭୁବନେଶ୍ୱର,୨୪ା୬: ବନ୍ଧନ ମ୍ୟୁଚୁଆଲ ଫଣ୍ଡ୍‌ (ବିଏମ୍‌ଏଫ୍‌) ର ନୂତନ ଉତ୍ପାଦ ‘ବନ୍ଧନ ନିଫ୍ଟି ଟୋଟାଲ ମାର୍କେଟ ଇଣ୍ଡେକ୍ସ ଫଣ୍ଡ୍‌’କୁ ନିକଟରେ ଶୁଭାରମ୍ଭ କରାଯାଇଛି। ଏହା ଏକ...

ଆୟୁଷ୍ମାନ ଏନ୍‌ଏସ୍‌ଏମ୍‌ର ନୂଆ ଚେହେରା

ଭୁବନେଶ୍ୱର,୨୪ା୬: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ନେକ୍ସସ୍‌ ସିଲେକ୍ଟ ଟ୍ରଷ୍ଟର ଅଗ୍ରଣୀ ରିଟେଲ ୟୁନିଟ୍‌ ନେକ୍ସସ୍‌ ସିଲେକ୍ଟ ମଲ୍‌ ବା ଏନ୍‌ଏସ୍‌ଏମ୍‌ର ବ୍ରାଣ୍ଡ୍‌ ଆମ୍ବାସାଡର...

ଓଡ଼ିଶାରେ ପ୍ରଥମ ସିଏସ୍‌ ରାଜ୍ୟସ୍ତରୀୟ ସମ୍ମିଳନୀ

ଭୁବନେଶ୍ୱର,୨୪ା୬(ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ତଥା ଦି ଇନ୍‌ଷ୍ଟିଚ୍ୟୁଟ ଅଫ୍‌ କମ୍ପାନୀ ସେକ୍ରେଟାରିଜ ଅଫ୍‌ ଇଣ୍ଡିଆ (ଆଇସିଏସ୍‌ଆଇ)ର ଆଞ୍ଚଳିକ ପରିଷଦ (ପୂର୍ବ ଭାରତ)...

୫ ଲକ୍ଷ ଟନ୍‌ ପିଆଜ କିଣିବେ ସରକାର

ଭୁବନେଶ୍ୱର,୨୪ା୬(ଅନୁରାଧା ମହାରଣା): ପିଆଜର ମୂଲ୍ୟ ବୃଦ୍ଧିକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବଫର୍‌ ଷ୍ଟକ ପାଇଁ ସରକାର ପ୍ରାୟ...

ଚିନ୍ତା ବଢ଼ାଉଛି ଡାଲି ଦର: ବେଆଇନ ମହଜୁଦକାରୀଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୪ା୬(ଅନୁରାଧା ମହାରଣା): ଗତ କିଛିଦିନ ଧରି ଓଡ଼ିଶା ସମେତ ସମଗ୍ର ଦେଶରେ ଖାଇବା ସାମଗ୍ରୀର ଦରଦାମ୍‌ ଅହେତୁକ ବୃଦ୍ଧି ଘଟିବାରେ ଲାଗିଛି। ବିଶେଷକରି ମାସକ ମଧ୍ୟରେ...

ଅତ୍ୟାବଶ୍ୟକୀୟ ସାମଗ୍ରୀର ଦରଦାମ ବୃଦ୍ଧି, ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୨୩।୬: ସମ୍ପ୍ରତି ରାଜ୍ୟରେ ଦେଖାଦେଇଥିବା ବିଭିନ୍ନ ଅତ୍ୟାବଶ୍ୟକୀୟ ଖାଉଟି ସାମଗ୍ରୀର ମୂଲ୍ୟବୃଦ୍ଧି ସମ୍ପର୍କରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ଯାଣ ମନ୍ତ୍ରୀ ଉଦ‌ବେଗ ପ୍ରକାଶ କରିବା ସଙ୍ଗେ...

କର୍ମଚାରୀଙ୍କ ତୁଳନାରେ କମ ଦରମା ନିଅନ୍ତି ଗୌତମ ଆଦାନୀ: ଦରମା ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୨୩।୬: ଆଦାନୀ ଗ୍ରୁପ୍‌ର ଚେୟାରମ୍ୟାନ ତଥା ଦେଶର ଦ୍ୱିତୀୟ ଧନୀ ବ୍ୟକ୍ତି ଗୌତମ ଆଦାନୀଙ୍କ ଦରମା ସମ୍ପର୍କରେ ଏକ ମଜାଦାର ସୂଚନା ସାମ୍ନାକୁ ଆସିଛି। ୨୦୨୪...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri