ମୁଁ କ୍ଷମତାକୁ ଫେରିଲେ ତୃତୀୟ ବିଶ୍ୱଯୁଦ୍ଧ ହେବନାହିଁ, ରୁଷିଆ-ୟୁକ୍ରେନ ଯୁଦ୍ଧକୁ ଗୋଟିଏ ଦିନରେ ଶେଷ କରିଦେବି: ଟ୍ରମ୍ଫ

ୱାଶିଂଟନ,୬ ।୩: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ଫ କହିଛନ୍ତି, ଯଦି ସେ ଶାସନ କ୍ଷମତାରେ ଥାଆନ୍ତେ ତେବେ ରୁଷିଆ ଓ ୟୁକ୍ରେନ୍ ଯୁଦ୍ଧ ହୋଇ ନ ଥାଆନ୍ତା । ଟ୍ରମ୍ଫ ଆହୁରି ମଧ୍ୟ କହିଛନ୍ତି ଯଦି ସେ ପୁଣି ଶାସନ କ୍ଷମତା ହାସଲ କରିବେ ତେବେ ରୁଷିଆ ଓ ୟୁକ୍ରେନ ଯୁଦ୍ଧକୁ ଗୋଟିଏ ଦିନରେ ବନ୍ଦ କରିଦେବେ । ସେ କହିଛନ୍ତି ମୁଁ କ୍ଷମତାକୁ ଆସିଲେ ରୁଷିଆ ଓ ୟୁକ୍ରେନ୍ ଯୁଦ୍ଧକୁ ବନ୍ଦ କରିବା ସହ ତୃତୀୟ ବିଶ୍ୱ ଯୁଦ୍ଧକୁ ବି ବନ୍ଦ କରିଦେଇ ପାରନ୍ତେ ।

ସୂଚନାଯୋଗ୍ୟ, ଆମେରିକାରେ ଆସନ୍ତା ବର୍ଷ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି । ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ଫଙ୍କ ଅନୁଗାମୀ ରିପବ୍ଲିକାନ ପାର୍ଟି ରାଷ୍ଟ୍ରପତି ପ୍ରାର୍ଥୀ ଦେବାକୁ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଲାଣି । ଡୋନାଲ୍ଡ ଟ୍ରମ୍ଫ ପୁଣିଥରେ ରିପବ୍ଲିକାନ ପାର୍ଟି ପକ୍ଷରୁ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀ ହୋଇପାରନ୍ତି । ଏବେ ସେ ଭିନ୍ନ ଭିନ୍ନ ସ୍ଥାନକୁ ଯାଇ ତାଙ୍କର ଏଜେଣ୍ଡା କହୁଛନ୍ତି । ଏମିତି ଏକ କାର୍ଯ୍ୟକ୍ରମରେ ଟ୍ରମ୍ଫ ରୁଷିଆ ଓ ୟୁକ୍ରେନ୍ ଯୁଦ୍ଧକୁ ନେଇ ବୟାନ ଦେଇଛନ୍ତି । ସେ କହିଛନ୍ତି, ରୁଷିଆ-ୟୁକ୍ରେନ ଯୁଦ୍ଧକୁ ମୁଁ ଗୋଟିଏ ଦିନରେ ବନ୍ଦ କରିପାରିବି । ମୋ ସରକାର ଆସିବ ତ ମୁଁ ତୃତୀୟ ବିଶ୍ୱ୍ୱଯୁଦ୍ଧ ହେବାକୁ ଦେବିନାହିଁ । ରୁଷିଆ ଓ ୟୁକ୍ରେନ୍ ଯୁଦ୍ଧକୁ ନେଇ ପୂର୍ବରୁ ବି ଟ୍ରମ୍ଫ ବୟାନ ଦେଇଛନ୍ତି । ସେତେବେଳେ ସେ କହିଥିଲେ ମୁଁ ଶାସନ କ୍ଷମତାରେ ଥିଲେ ରୁଷିଆକୁ ୟୁକ୍ରେନ ଉପରେ ଆକ୍ରମଣ କରିବାର ସୁଯୋଗ ମୁଁ ଦେଇ ନ ଥାଆନ୍ତି । ଆମ ସମୟରେ ଶାନ୍ତି ବଜାୟ ରଖିବାକୁ ଅନେକ ପ୍ରୟାସ ସଫଳ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?