Posted inଜାତୀୟ

ପ୍ରିୟଙ୍କା ଗାନ୍ଧୀଙ୍କ ବିରୋଧରେ ଏଫ୍‌ଆଇଆର ରୁଜୁ ହେବା ଉପରେ ଅସନ୍ତୋଷ ପ୍ରକାଶ କଲେ କମଳ ନାଥ

ନୂଆଦିଲ୍ଲୀ,୧୫।୮: କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଏଫଆଇଆର୍‌ ଦାଖଲ ହେତୁ ଆଜିକାଲି ମଧ୍ୟପ୍ରଦେଶର ରାଜନୀତି ସରଗରମ ରହିଛି। ରାଜ୍ୟ ସରକାର ଶିବରାଜ ସିଂ ଚୌହାନଙ୍କୁ କମିଶନ କୁହାଯାଇଥିବା ନେଇ ଏଫ୍‌ଆଇଆର ଦାଖଲ କରାଯାଇଛି। ବର୍ତ୍ତମାନ ଏହି ପ୍ରସଙ୍ଗରେ ରାଜ୍ୟ କଂଗ୍ରେସ ସଭାପତି କମଳ ନାଥ କହିଛନ୍ତି ଯେ, ଦୁର୍ନୀତି କେତେ ଅଛି ତାହା ସମଗ୍ର ରାଜ୍ୟ ଜାଣିଛି। ଲୋକମାନେ ନିଜେ ଆରମ୍ଭ କରିଛନ୍ତି ଯେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ୍‌।

ରାଜ୍ୟରେ ୫୦ ପ୍ରତିଶତ କମିଶନ ଟୁଇଟ୍‌ ଉପରେ ପ୍ରିୟଙ୍କା ଗାନ୍ଧୀ ଏବଂ ଅନ୍ୟ କଂଗ୍ରେସ ନେତାଙ୍କ ବିରୋଦରେ ୪୧ରୁ ଅଧିକ ସ୍ଥାନରେ ଏଫଆଇଆର୍‌ ଦାଖଲ କରାଯାଇଛି। ଏଫଆଇଆର୍‌ ପଞ୍ଜୀକୃତ ହେବା ପରଠାରୁ ଭାଜପା ଓ କଂଗ୍ରେସ ମୁହାଁମୁହିଁ ହୋଇଛନ୍ତି। ଉଭୟ ପକ୍ଷରେ ଅଭିଯୋଗ ଏବଂ ପ୍ରତିବାଦ କରାଯାଉଛି। କଂଗ୍ରେସ କହିଛି ଯେ ମଧ୍ୟପ୍ରଦେଶ ସରକାର ହେଉ କିମ୍ବା କୌଣସି ଭାଜପା ସରକାର, ଏହାର ଦୁର୍ନୀତି ପ୍ରସଙ୍ଗ ଉଠାଇବା ଉପରେ ଏଭଳି କାର୍ଯ୍ୟାନୁଷ୍ଠାନ ସାଧାରଣ। ଆମେ ଏଥିରୁ ଭୟଭୀତ ନୁହଁ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri