ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପଦ୍ମ ଧରିଲେ ଦୁଲାଲ ପ୍ରଧାନ। ଦୁଇ ଦିନ ପୂର୍ବରୁ ଟିକେଟ୍ ଅଦଳବଦଳ ହେବାରୁ କଂଗ୍ରେସ ଛାଡ଼ିଥିଲେ ଦୁଲାଲ।

ରବିବାର ଦୁଲାଲଙ୍କ ବଦଳରେ ନଗେନ୍ଦ୍ର ପ୍ରଧାନଙ୍କୁ କଂଗ୍ରେସ ପ୍ରାର୍ଥୀ କରିଛି। ଟିକେଟ ବଦଳିବା ପରେ ଅସନ୍ତୁଷ୍ଟ ହୋଇ ଦୁଲାଲ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜ୍ଜୁନ ଖଡଗେଙ୍କୁ ଇସ୍ତଫାପତ୍ର ଦେଇଥିଲେ। ନଗେନ୍ଦ୍ର ପ୍ରଧାନ ପୂର୍ବରୁ ବିଜେଡିରେ ଥିଲେ। ବିଜେଡି ଟିକେଟ ନଦେବାରୁ ଦଳ ଛାଡି କଂଗ୍ରେସରେ ସାମିଲ ହୋଇଥିଲେ। ଏବେ କଂଗ୍ରେସ ତାଙ୍କୁ ସମ୍ବଲପୁର ଲୋକସଭା ଆସନରୁ ପ୍ରାର୍ଥୀ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ବାର୍ତ୍ତା, କହିଲେ-‘ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବପିଢ଼ି ଜରୁରୀ’

ନୂଆଦିଲ୍ଲୀ,୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ନିଶାମୁକ୍ତ ଯୁବପିଢ଼ି ପାଇଁ ବିକଶିତ ଭାରତ ସଂକଳ୍ପ ଅଭିଯାନ’ – ନିଶାଦ୍ରବ୍ୟ ଅପବ୍ୟବହାର ବିରୁଦ୍ଧରେ ଏକ ସ୍ବତନ୍ତ୍ର ୧୦୦ ସପ୍ତାହ ଅଭିଯାନ…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ

ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା…

ଶେଷ ହେବ ଆମେରିକା-ଇରାନ ଯୁଦ୍ଧ? ଚୁକ୍ତିନାମାରେ ହର୍ମୁଜ ସମ୍ପର୍କରେ କ’ଣ ନିଷ୍ପତ୍ତି ନିଆଯାଇଥିଲା, ଜାଣନ୍ତୁ

ଓ୍ବାଶିଂଟନ,୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ହର୍ମୁଜ ପ୍ରଣାଳୀ ପ୍ରସଙ୍ଗରେ ଇରାନ ଉପରେ ଆକ୍ରମଣ କରିବା କଥା କହିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

Plane Crash: ଭୟଙ୍କର ବିମାନ ଦୁର୍ଘଟଣା, ୧୩ ମୃତ, ଦେଖନ୍ତୁ ଭୟଙ୍କର Video

ଲିମା,୨।୮: ଶନିବାର ଦକ୍ଷିଣ ଆମେରିକୀୟ ଦେଶ ପେରୁରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି, ଯାହା ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି। ରିପୋର୍ଟ ଅନୁଯାୟୀ ବିମାନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri