Posted inଜାତୀୟ

ଭାଜପାରେ ମିଶିଲେ କ୍ରିକେଟର୍‌ ଦୀନେଶ ମୋଙ୍ଗିଆ

ନୂଆଦିଲ୍ଲୀ,୨୮।୧୨: ପୂର୍ବତନ କ୍ରିକେଟର ଦୀନେଶ ମୋଙ୍ଗିଆ ମଙ୍ଗଳବାର ଦିଲ୍ଲୀରେ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ଏହି ସମୟରେ ଦଳର ନେତାମାନେ ତାଙ୍କୁ ସ୍ବାଗତ କରିଥିଲେ। ରାଜନୈତିକ ଇନିଂସ ବିଷୟରେ ମୋଙ୍ଗିଆ କହିଛନ୍ତି ଯେ, ମୁଁ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇ ପଞ୍ଜାବର ଲୋକଙ୍କ ସେବା କରିବାକୁ ଚାହୁଁଛି। ଦେଶର ବିକାଶ ପାଇଁ ଆଜି ଭାଜପାଠାରୁ ଭଲ ଦଳ ନାହିଁ।
ମୋଙ୍ଗିଆ ତାଙ୍କ କ୍ୟାରିୟରରେ ୫୭ଟି ଦିନିକିଆ ଏବଂ ଗୋଟିଏ ଟି -୨୦ ମ୍ୟାଚ ଖେଳିଥିଲେ। ଏଥିରେ ସେ ମୋଟ ୧୨୬୮ ରନ ସ୍କୋର କରିଥିଲେ। ୧୯୯୫-୯୬ ରେ ଡେବ୍ୟୁ କରିଥିବା ମୋଙ୍ଗିଆ ୨୦୦୨ରେ ଗୁଆହାଟୀରେ ଜିମ୍ବାୱେ ବିପକ୍ଷରେ ୧୫୯ରନ ସ୍କୋର କରି ଦଳରେ ନିଜର ଦାବିକୁ ଦୃଢ କରିଦେଇଥିଲେ। ୨୦୦୩ରେ ସୌରଭ ଗାଙ୍ଗୁଲିଙ୍କ ଅଧିନାୟକତ୍ୱରେ ବିଶ୍ୱକପ୍‌ର ଫାଇନାଲ ଖେଳିଥିଲେ। ମୋଙ୍ଗିଆଙ୍କୁ ଶେଷ ଥର ପାଇଁ ୨୦୦୭ରେ କ୍ରିକେଟ ପଡ଼ିଆରେ ପଞ୍ଜାବ ପାଇଁ ଖେଳୁଥିବା ଦେଖିବାକୁ ମିଳିଥିଲା। ୨୦୧୯ରେ, ୪୨ ବର୍ଷରେ ସେ ଅବସର ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

CJP ବିରୋଧ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ: ’…ଗଣତନ୍ତ୍ରର ସୁଧାର ପୁନର୍ବାର ଆରମ୍ଭ ହେବ’

ନୂଆଦିଲ୍ଲୀ,୧୦।୧୦: CJP ବିରୋଧ ପ୍ରଦର୍ଶନ ମଧ୍ୟରେ, ରାହୁଲ ଗାନ୍ଧୀ ଗତକାଲି ‘ଇଣ୍ଡିଆ’ (INDIA) ମେଣ୍ଟର ନେତାମାନଙ୍କ ସହ ଏକ ବୈଠକ କରିଥିଲେ ଏବଂ ସେଥିରେ ମୋଦି ସରକାରଙ୍କୁ…

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

‘ଅଙ୍ଗୁର ଖଟା’, CJP ବିରୋଧ ପ୍ରଦର୍ଶନ ମଧ୍ୟରେ କାହିଁକି ଏପରି କହିଲେ କଙ୍ଗନା ରାନାଓ୍ବତ? ବୟାନ ହେଲାଣି ଭାଇରାଲ

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀର ଜନ୍ତର ମନ୍ତର ଠାରେ କଂଗ୍ରେସ ଦଳ ଦ୍ୱାରା ଆୟୋଜିତ ବିକ୍ଷୋଭ ଏବଂ ତା’ପରେ ରାଷ୍ଟ୍ରପତିଙ୍କ ସହ ରାହୁଲ ଗାନ୍ଧୀଙ୍କ ସାକ୍ଷାତକୁ ନେଇ ଭାଜପା ସାଂସଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?