ବିଳାସପୂର୍ଣ୍ଣ ଜୀବନ ବିତାଇବା ପାଇଁ କମ୍ପାନୀରୁ ୩୨କୋଟି ଟଙ୍କା ଠକିଲେ ଫେସବୁକର ବରିଷ୍ଠ ଅଧିକାରୀ

ଓ୍ବାଶିଂଟନ୍‌,୧୬।୧୨: ଫେସବୁକର ଜଣେ ଅଧିକାରୀ ନିଜ କମ୍ପାନୀରୁ କୋଟିଏ ଟଙ୍କାର ଠକେଇରେ ଅଭିଯୁକ୍ତ ହୋଇଛନ୍ତି। ଫେସବୁକର ବିବିଧତା, ସମାନତାର ପୂର୍ବତନ ଗ୍ଲୋବାଲ ହେଡ ବାରବରା ଫୁର୍ଲୋ ସ୍ମାଇଲ୍ସ ଅସାଧୁ ବ୍ୟବସାୟ, ନକଲି ଅଭିଯୋଗ ଓ ଲାଞ୍ଚ ମାଧ୍ୟମରେ କମ୍ପାନୀରୁ ୪ମିଲିୟନ(୩୨କୋଟି ଟଙ୍କା)ର ଠକେଇ କରିଥିବା ସ୍ବୀକାର କରିଛନ୍ତି। ଫେସବୁକରେ ଚାକିରି କରୁଥିବା ସମୟରେ ୨୦୧୭ରୁ ୨୦୨୧ମଧ୍ୟରେ ସେ ଏହିସବୁ ଟଙ୍କା ଠକେଇ କରିଛନ୍ତି। ସବୁଠାରୁ ଆଶ୍ଚର୍ଯ୍ୟକର କଥା ହେଉଛି, ଜର୍ଜିଆ ଓ କାଲିଫର୍ନିଆରେ ବିଳାସପୂର୍ଣ୍ଣ ଜୀବନ ବିତାଇବା ପାଇଁ ସେ ଟଙ୍କା ନେଇ କମ୍ପାନୀରୁ ଫେରାର ହୋଇଯାଇଥିଲେ।
ତଦନ୍ତରେ ଜଣାପଡିଛି କି, ଫୁର୍ଲୋ ସ୍ମାଇଲ୍ସ କମ୍ପାନୀର ଏକ୍ସେପେନ୍ସ ଆକାଉଣ୍ଟ ସିଷ୍ଟମକୁ କବଜା କରି ସେଥିରେ ନିଜର କର୍ପୋରେଟ କ୍ରେଡିଟ କାର୍ଡ, ପେପାଲ, ଭେନମୋ ଓ କ୍ୟାସ ଆପ୍‌କୁ ଲିଙ୍କ୍‌ କରିଥିଲେ। ଯାହାଦ୍ୱାରା ସେ ନିର୍ଦ୍ଧିଷ୍ଟ ବ୍ୟକ୍ତି କିମ୍ବା ବ୍ୟବସାୟଙ୍କୁ ଟଙ୍କା ଦେଉଥିଲେ। ଏହିସବୁ ଟଙ୍କାକୁ ସେ ନିଜର ବ୍ୟକ୍ତିଗତ ଖର୍ଚ୍ଚ ଯଥା ହେୟାର ଷ୍ଟାଇଲ, ବେବି ସିଟର ଓ ପ୍ରି ସ୍କୁଲର ଟୁଇସନ ପାଇଁ ବ୍ୟବହାର କରୁଥିଲେ। ଗିରଫ ଫୁର୍ଲୋ ସ୍ମାଇଲ ବର୍ତ୍ତମାନ ନିଜ ଦୋଷ ସ୍ବୀକାର କରିଛନ୍ତି। ଏହି ମାମଲାର ଶୁଣାଣି ୨୦୨୪ ମାର୍ଚ୍ଚ ୧୯ରେ ହେବା ନେଇ ଧାର୍ଯ୍ୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ନିଦ ହେଉନି କି? ଶୋଇବା ପୂର୍ବରୁ କରନ୍ତୁ ଏହି କାମ…

ଆଜିକାଲି ବହୁତ ଲୋକ ଅନିଦ୍ରାରେ ପୀଡ଼ିତ। ବିଳମ୍ବିତ ରାତିରେ ଚେଇଁବା, ବାରମ୍ବାର ଉଠିବା ଏବଂ ସକାଳେ କ୍ଳାନ୍ତ ଅନୁଭବ କରିବା ଏକ ସାଧାରଣ କଥା ହୋଇଗଲାଣି। ସ୍ବାସ୍ଥ୍ୟ…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

ଦେଢ ବର୍ଷ ସରକାରରେ ଏତେ ଦେଶ ଉପରେ ଆକ୍ରମଣ କରିଛନ୍ତି ଟ୍ରମ୍ପ, ଜାଣିଲେ ତାଜୁବ ହେବେ…

ଓ଼୍ବାଶିଂଟନ,୨୮।୫: ରାଷ୍ଟ୍ରପତି ହେବା ପରଠାରୁ, ଟ୍ରମ୍ପ ଦେଶଗୁଡ଼ିକର ଏକ ଆଶ୍ଚର୍ଯ୍ୟଜନକ ତାଲିକା ପ୍ରସ୍ତୁତ କରିଛନ୍ତି ଯେଉଁ ଦେଶଗୁଡ଼ିକୁ ସେ ଆକ୍ରମଣ କରିବାକୁ ଧମକ ଦେଇଛନ୍ତି ଏବଂ କିଛି…

ବିନା ପେଟ୍ରୋଲ୍‌ରେ ଚାଲିବ ବାଇକ୍‌! Hero ଆଣୁଛି ଦେଶର ପ୍ରଥମ ଇଥାନଲ୍ ଚାଳିତ ଫ୍ଲେକ୍ସ-ଫ୍ୟୁଏଲ୍ ବାଇକ୍‌; ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୫: ଭାରତରେ ପରିବେଶ ଅନୁକୂଳ ତଥା ବିକଳ୍ପ ଜାଳେଣିର ବ୍ୟବହାରକୁ ପ୍ରୋତ୍ସାହନ ଦେବା ଦିଗରେ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି ଦେଶର ସବୁଠାରୁ ବଡ଼ ଦୁଇଚକିଆ ଯାନ…

‘VVIPଙ୍କ ଗସ୍ତ ସୂଚନା ଲିକ୍‌ କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର,୨୮ା୫: ଭିଭିଆଇପିଙ୍କ ଗସ୍ତ ସୂଚନା ଲିକ୍‌ ନେଇ କଡ଼ା ସତର୍କତା ଜାରି କରିଛନ୍ତି ସରକାର। ସୋସିଆଲ ମିଡିଆରେ ସୁରକ୍ଷା ସୂଚନା ଶେୟାର୍‌ କଲେ ଏଣିକି ହେବ କାର୍ଯ୍ୟାନୁଷ୍ଠାନ।…

ମା’ଙ୍କୁ ନେଇ ହସ୍ପିଟାଲ ଯାଉଥିବା ବେଳେ ଜଳିଗଲା କାର୍; ୪ ଜୀବନ୍ତ ଦଗ୍ଧ, ଜିଲା ପରିଷଦ…

ଜୟପୁର,୨୮ା୫:  ରାଜସ୍ଥାନର ଆଜମେର ଜିଲାର ବୋରାଡା ପୋଲିସ ଷ୍ଟେସନ ଅଞ୍ଚଳର ଶ୍ରୀରାମପୁରା ଗାଁରେ ଗୁରୁବାର ସକାଳେ ଏକ ହୃଦୟ ବିଦାରକ ଦୁଃଖଦ ଘଟଣା ଘଟିଛି । ହଠାତ୍…

ମଣ୍ଡି ଉଦ୍‌ଘାଟନ ପରେ ବି ଉଠୁନି ଚାଷୀଙ୍କ ଧାନ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେ ଥିବା ବିଭିନ୍ନ ଧାନମଣ୍ଡି ଉଦଘାଟନ ହେବାର ୭ଦିନ ବିତିଯାଇଥିଲେ ସୁଦ୍ଧା ଚାଷୀଙ୍କ ଧାନ ଉଠିବାରେ ବିଳମ୍ବ…

ଭାଜପା ସାଂଗଠନିକ ସ୍ତରରେ ବଡ଼ଧରଣର ଅଦଳବଦଳ: ୪ ରାଜ୍ୟ ପାଇଁ ନୂଆ ସଭାପତି ଘୋଷଣା

ନୂଆଦିଲ୍ଲୀ,୨୮।୫: ଭାଜପା ସାଂଗଠନିକ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ ହୋଇଛି। ଗୁରୁବାର ଦଳ ୪ଟି ରାଜ୍ୟରେ ରାଜ୍ୟ ସଭାପତିଙ୍କ ପରିବର୍ତ୍ତନ ଘୋଷଣା କରିଛି। ଦିଲ୍ଲୀରେ ବୀରେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri