Posted inଖେଳ

ସବୁଠାରୁ ସୁନ୍ଦର ଯୁବତୀ ହେଉଛନ୍ତି ମୋ’ ପ୍ରେମିକା…କାହାକୁ ଏମିତି କହି ସମ୍ପର୍କରେ ମୋହର ମାରିଲେ ଧାଓ୍ବନ?

ନୂଆଦିଲ୍ଲୀ,୩।୪: ଚାମ୍ପିଅନ୍ସ ଟ୍ରଫି ୨୦୨୫ ସମୟରେ ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଓପନର୍‌ ଶିଖର ଧାଓ୍ବନଙ୍କ ଏକ ଭିଡିଓ ଭାଇରାଲ ହୋଇଥିଲା। ସେ ଜଣେ ‘ମିଷ୍ଟ୍ରି ଗର୍ଲ’ଙ୍କ ସହ ଖେଳର ମଜା ନେଉଥିଲେ। ଏହାପରଠାରୁ ସେ କିଏ ତାହା ଜାଣିବାକୁ ପ୍ରଶଂସକଙ୍କ ଉତ୍କଣ୍ଠା ବୃଦ୍ଧି ପାଇଥିଲା। ଅନେକ ଗଣମାଧ୍ୟମ ରିପୋର୍ଟରେ ଯୁବତୀଜଣଙ୍କ ଶୋଫି ସାଇନ୍‌ ବୋଲି କୁହାଯାଇଥିଲା। ଏବେ ଗବ୍ବର ଆଧିକାରୀକ ଭାବେ ସ୍ପଷ୍ଟ କରିଛନ୍ତି ସେ ରିଲେଶନସିପ୍‌ରେ ଅଛନ୍ତି।

୩୯ ବର୍ଷୀୟ ଧାଓ୍ବନଙ୍କ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ତାଙ୍କୁ ଜଣେ ଆଙ୍କର ପ୍ରେମିକା ଏବଂ ତାଙ୍କ ନାମ ବିଷୟରେ ପଚାରୁଛନ୍ତି। ପ୍ରଥମେ ଧାଓ୍ବନ ତାହାର ଉତ୍ତର ଦେବାକୁ ଠିକ୍‌ ମନେ କରି ନ ଥିଲେ। ହେଲେ ପରେ ସେ କହିଥିଲେ ଯେ ମୁଁ ନାଁ ନେବାକୁ ଚାହେଁନା। ହେଲେ ଏହି କୋଠରୀରେ ବସିଥିବା ସବୁଠାରୁ ସୁନ୍ଦର ଯୁବତୀ ହେଉଛନ୍ତି ମୋ ପ୍ରେମିକା। ପରେ କ୍ୟାମେରାଟି ଜଣେ ମହିଳାଙ୍କ ଉପରେ ପଡ଼ୁଛି, ଯିଏ କି ‘ମିଷ୍ଟ୍ରି ଗର୍ଲ’ଙ୍କ ଭଳି ନଜର ଆସୁଛନ୍ତି।

 

View this post on Instagram

 

A post shared by Faltu Reel (@faltureel)

ଅକ୍ଟୋବର ୨୦୨୩ରେ ଆୟଶା ମୁଖାର୍ଜୀଙ୍କଠାରୁ ଅଲଗା ହୋଇଥିଲେ ଧାଓ୍ବନ। ଏହାପରଠାରୁ ତାଙ୍କ ପୁଅକୁ ଦେଖିବାକୁ ସେ ଝୁରୁଛନ୍ତି। ମନେ ପଡ଼ିଲେ ମଧ୍ୟ ତାଙ୍କ ସହ କଥା ହେବା କଷ୍ଟକର ବୋଲି ସେ କହି ଭାବବିହ୍ବଳ ମଧ୍ୟ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri