ଆଇଏସଆଇର ପୂର୍ବତନ ମୁଖ୍ୟ ନେଲେ ସ୍ବେଚ୍ଛାକୃତ ଅବସର, ସେନାମୁଖ୍ୟ ନିଯୁକ୍ତି ନେଇ ଅସନ୍ତୁଷ୍ଟ…

ଇସଲାମାବାଦ,୨୯।୧୧ : ଆଇଏସଆଇର ପୂର୍ବତନ ମୁଖ୍ୟ ତଥା ପାକିସ୍ତାନର ଜଣେ ବରିଷ୍ଠ ଲ୍ୟୁଟନାଟ ଜେନେରାଲ ଫୈଜ ହମିଦ ମଙ୍ଗଳବାର ତାଙ୍କ ଅବସର ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ସେ ଶୀଘ୍ର ଅବସର ନେବେ। ହମିଦଙ୍କ ଏହି ନିଷ୍ପତ୍ତି ପଛରେ ତାଙ୍କର ଅସନ୍ତୋଷ କୁହାଯାଉଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ସେ ସେନା ମୁଖ୍ୟ ଭାବରେ ନିଯୁକ୍ତ ହୋଇ ନ ଥିବାରୁ ଏହି ନିଷ୍ପତ୍ତି ନେଇଛନ୍ତି।

ବାହାଓ୍ବଲପୁର କର୍ପସ କମାଣ୍ଡର ୍‌ହମିଦ ଦେଶର ସେନା ମୁଖ୍ୟ ଭାବରେ ମନୋନୀତ ନହେବା ପରେ ଶୀଘ୍ର ଅବସର ନେବାକୁ ନିଷ୍ପତ୍ତି ନେଇଛନ୍ତି ବୋଲି ଡନ ଖବରକାଗଜରେ ରିପୋର୍ଟ ପ୍ରକାଶ ପାଇଛି। ରିପୋର୍ଟରେ କୁହାଯାଇଛି ଯେ ଜେନେରାଲ ହମିଦ ତାଙ୍କ ଇସ୍ତଫାକୁ ହାଇ କମାଣ୍ଡଙ୍କ ପାଖକୁ ପଠାଇଛନ୍ତି। ମଙ୍ଗଳବାର ସେନା ମୁଖ୍ୟ ଜେନେରାଲ ଅସୀମ ମୁନିର ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ ତାଙ୍କ ଇସ୍ତଫ ଅଧିକାରୀଙ୍କ ଦ୍ୱାରା ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର ନେଲା ମେୟର ଭାବେ ପଦ ଓ ଗୋପନୀୟତାର ଶପଥ

କୋଲୋରାଡୋ, ୨୦।୨: ମେୟର ଭାବେ କୌଣସି ବ୍ୟକ୍ତି ବିଶେଷ ଶପଥ ନେବା ସାଧାରଣ କଥା। କିନ୍ତୁ କୌଣସି ପ୍ରାଣୀ ଏଭଳି ଶପଥ ନେବା ଶୁଣିଲେ ନିଶ୍ଚିତ...

ତାଲିବାନ୍‌ ସପକ୍ଷରେ ମହିଳାଙ୍କ ରାଲି

କାବୁଲ, ୧୨।୯(ଆଇଏଏନ୍‌ଏସ୍‌): ଆଫଗାନିସ୍ତାନରେ ତାଲିବାନ ଶାସନକୁ ବିରୋଧ କରି ବିକ୍ଷୋଭରେ ସାମିଲ ହେଉଥିବା ମହିଳାମାନଙ୍କ ମାଡ଼ ମରାଯିବା ସହ ହତ୍ୟା ଧମକ ଦିଆଯାଉଛି। ସେମାନଙ୍କ ବିକ୍ଷୋଭ...

ତେହେରାନର ଇଭିନ ଜେଲରେ ଭୟଙ୍କର ଅଗ୍ନିକାଣ୍ଡ, ୮ ଆହତ, ଲୋକେ କହୁଛନ୍ତି ଫୁଟିଛି ଗୁଳି

ତେହେରାନ,୧୬ ।୧୦: ଇରାନର ରାଜଧାନୀ ତେହେରାନର ଇଭିନ ଜେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଜେଲରେ ଅନେକ ରାଜନେତା ବନ୍ଦୀ ଭାବେ ରହୁଥିବା ବେଳେ...

ନ୍ୟୁଜ ଆଙ୍କରଙ୍କୁ ତାଲିବାନର ଧମକ: ଭିଡିଓ ଭାଇରାଲ

କାବୁଲ,୨୦ ।୮: ଆଫଗାନିସ୍ତାନରେ ତାଲିବାନ ପ୍ରବେଶ କରିବା ପରେ ଏବେ ସେଠାରେ ଖାଲି ଭୟର ବାତାବରଣ । ଆଫଗାନିସ୍ତାନବାସୀ ଏବେ କୌଣସି ପ୍ରକାରେ ଦେଶ ଛାଡି...

ଜାହାଜରେ ନିଆଁ

ଭିକ୍ଟୋରିଆ,୨୪।୧୦: ବ୍ରିଟିଶ କଲମ୍ବିଆ ଉପକୂଳରେ ଖଣିଜ ରାସାୟନିକ ପଦାର୍ଥ ନେଇ ଯାଉଥିବା ଏକ କଣ୍ଟେନର ଜାହାଜରେ ନିଆଁ ଲାଗିଯାଇଛି। ନିଆଁ ଲାଗିବା ପରେ ବାହାରୁଥିବା ବିଷାକ୍ତ...

ମହାତ୍ମାଙ୍କ ଘଣ୍ଟା ୧୧ ଲକ୍ଷ ୮୨ ହଜାରରେ ନିଲାମ

ବ୍ରିଷ୍ଟଲ,୨୨।୧୧: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଘଣ୍ଟା ୧୧ ଲକ୍ଷ ୮୨ ହଜାର ଟଙ୍କା(୧୨ ହଜାର ପାଉଣ୍ଡ)ରେ ନିଲାମ ହୋଇଛି। ଏହି ଘଣ୍ଟାକୁ ମହାତ୍ମା ପକେଟରେ...

ସଡ଼କରେ ସୁରକ୍ଷିତ ଲ୍ୟାଣ୍ଡ କଲା ବିମାନ

ତେହେରାନ,୨୮।୧: ଇରାନର ବନ୍ଦର-ଏ-ମହସହରର ରାସ୍ତା ଉପରେ ସୋମବାର ଏକ ବିମାନ ସୁରକ୍ଷିତ ଭାବେ ଲ୍ୟାଣ୍ଡ କରିବା ଜଣାପଡିଛି। ହେଲେ ଏହି ବିମାନଟି ଲ୍ୟାଣ୍ଡ କରିବା ପରେ...

ଆଫଗାନିସ୍ତାନରେ ବୈଦେଶିକ ମନ୍ତ୍ରଣାଳୟର ଫାଟକ ନିକଟରେ ବୋମା ବିସ୍ଫୋରଣ, ୨୦ ମୃତ

କାବୁଲ,୧୧।୧: ଆଫଗାନିସ୍ତାନର କାବୁଲ ସ୍ଥିତ ବୈଦେଶିକ ମନ୍ତ୍ରଣାଳୟର ଫାଟକ ନିକଟରେ ବୁଧବାର ଅପରାହ୍ନରେ ଏକ ବୋମା ବିସ୍ଫୋରଣ ହୋଇଛି। ଏଥିରେ ୨୦ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ...

Advertisement
Archives

Model This Week