Posted inଜାତୀୟ

କଂଗ୍ରେସ ଛାଡ଼ିଲେ ମହାରାଷ୍ଟ୍ର ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ ଅଶୋକ ଚୋୖହ୍ୱାନ, ନିର୍ବାଚନ ପୂର୍ବରୁ ଦଳକୁ ବଡ଼ ଝଟକା

ନୂଆଦିଲ୍ଲୀ,୧୨।୨: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ହେଭିୱେଟ୍ ଅଶୋକ ଚୋୖହ୍ୱାନ ସୋମବାର ଦିନ ଦଳରୁ ଇସ୍ତଫା ଦେଇଛନ୍ତି।

ମହାରାଷ୍ଟ୍ର ପ୍ରଦେଶ କଂଗ୍ରେସ କମିଟି ମୁଖ୍ୟ ନାନା ପାଟୋଲଙ୍କୁ ଏକ ଧାଡିରେ ଇସ୍ତଫା ପତ୍ରରେ ସେ ଲେଖିଛନ୍ତି ଯେ ମୁଁ ୧୨/୦୨/୨୦୨୪ ଦିନ ମଧ୍ୟାହ୍ନରୁ ଭାରତୀୟ ଜାତୀୟ କଂଗ୍ରେସ ଦଳର ପ୍ରାଥମିକ ସଦସ୍ୟତାରୁ ମୋର ଇସ୍ତଫା ଦେଉଛି।

ଚୋୖହ୍ୱାନଙ୍କ ପରବର୍ତ୍ତୀ ପଦକ୍ଷେପକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ ବିଜେପି ନେତା ତଥା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ ଅପେକ୍ଷା କରିବେ ଏବଂ କ’ଣ ହେବ ଦେଖିବା ପାଇଁ କହିଛନ୍ତି।

“ମୁଁ ଗଣମାଧ୍ୟମରୁ ଅଶୋକ ଚୋୖହ୍ୱାନଙ୍କ ବିଷୟରେ ଶୁଣିଥିଲି। ମାତ୍ର ବର୍ତ୍ତମାନ ମୁଁ କେବଳ କହିପାରିବି ଯେ କଂଗ୍ରେସର ଅନେକ ଭଲ ନେତା ଭାଜପା ସହ ଯୋଗାଯୋଗରେ ଅଛନ୍ତି। ଜନତାଙ୍କ ସହ ଜଡିତ ସେହି ନେତାମାନେ କଂଗ୍ରେସରେ ଶ୍ୱାସରୁଦ୍ଧ ଅନୁଭବ କରୁଛନ୍ତି। ମୁଁ ନିଶ୍ଚିତ ଯେ କିଛି ବଡ ଚେହେରା କଂଗ୍ରେସ ଚଡି ଭଜାପରେ ଯୋଗଦେବେ। (ଅପେକ୍ଷା କରନ୍ତୁ ଏବଂ ଆଗାମୀ ଦିନରେ କଣ ହେବ ଦେଖନ୍ତୁ) “ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri