ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାଶଙ୍କୁ ବଡ଼ ଆଶ୍ୱସ୍ତି: ହାଇକେର୍ଟରୁ ମିଳିଲା ଆଗୁଆ ଜାମିନ

ଭୁବନେଶ୍ୱର,୧୯।୭: ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାଶଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ହାଇକେର୍ଟରୁ ରଘୁନନ୍ଦନଙ୍କୁ ଆଗୁଆ ଜାମିନ ମିଳଛି । ଜଣେ ମହିଳା ଖବରଦାତାଙ୍କୁ କୁକୁର ଲଗାଇ ଭୟଭୀତ କରିବାକୁ ଉଦ୍ୟମ କରିଥିବା ନେଇ ରଘୁନନ୍ଦନଙ୍କ ନାଁରେ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଥିଲା । ଏ ନେଇ ପୋଲିସ ରଘୁନନ୍ଦନଙ୍କ ଘରକୁ ଯାଇ ଘଟଣାର ଯାଞ୍ଚ କରିଥିଲା । ଗିରଫ ଭୟରେ ରଘୁନନ୍ଦନ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ।
ସୂଚନାଯୋଗ୍ୟ, ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ସରକାରୀ କ୍ବାଟର୍ସରେ ହୋଇଥିବା ନିର୍ମାଣ ସମ୍ପର୍କିତ ରିପୋଟିଂ କରିବା ସମୟରେ ରଘୁନନ୍ଦନ ଜଣେ ମହିଳା ଖବରଦାତାଙ୍କ ଉପରକୁ କୁକୁର ଛାଡ଼ିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା।
ଏହି ଘଟଣାକୁ ନେଇ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି ହୋଇଥିଲା। ରଘୁନନ୍ଦନ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ । ଏନେଇ ନିମ୍ନ ଅଦାଲତରେ ଆତ୍ମ ସମର୍ପଣ ପରେ ରଘୁନନ୍ଦନ ଜାମିନରେ ଯାଇପାରିବେ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦିନ ଆସାମରେ ଶପଥ ନେବେ ନୂଆ ସରକାର, ଯୋଗଦେବେ ପ୍ରଧାନମନ୍ତ୍ରୀ

ଗୁଆହାଟୀ,୭।୫: ଆସାମରେ ନୂତନ ସରକାରଙ୍କ ଶପଥ ଗ୍ରହଣ ସମାରୋହ ମେ ୧୨ ତାରିଖରେ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମ ଗୁଆହାଟୀର ଖାନାପାରାସ୍ଥିତ ଭେଟେନାରୀ ଫିଲ୍ଡରେ ଅନୁଷ୍ଠିତ ହେବ…

ବଙ୍ଗରେ ଭାଜପା ସରକାର ଗଠନରେ ବାଧା ସୃଷ୍ଟି କରିବା ପାଇଁ ଏହି ଯୋଜନା କଲେ ମମତା, ଚିନ୍ତାରେ ପଡିଲା ଭାଜପା

କୋଲକାତା,୭।୫: ପଶ୍ଚିମବଙ୍ଗରେ ୨୦୭ ଆସନରେ ବିପୁଳ ବିଜୟ ପରେ, ଭାରତୀୟ ଜନତା ପାର୍ଟି (ଭାଜପା) ନୂତନ ସରକାର ଗଠନ ପାଇଁ ମେ ୯ ତାରିଖକୁ ତାରିଖ ଭାବରେ…

ବାଇକ୍‌ ଆରୋହୀଙ୍କୁ ଧକ୍କାଦେଇ ଓଲଟି ପଡ଼ିଲା ଟ୍ୟାଙ୍କର, ଚାଲିଗଲା ଜଣଙ୍କ ଜୀବନ

ସଇଁତଳା,୭ା୫(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଦେଇ ଯାଇଥବା ବଲାଙ୍ଗୀର-ବୋରିଗୁମ୍ମା ୨୬ ନମ୍ବର ଜାତୀୟ ରାଜପଥ କେରମେଲି ଛକ ନିକଟରେ ଗୁରୁବାର ପୂର୍ବାହ୍ନରେ ଏକ ଟ୍ୟାଙ୍କର…

ଯାଜପୁର ନେତାଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ, ଭାଜପା ସରକାର ବଡ଼ ବୋଝ….

ଭୁବନେଶ୍ବର,୭।୫: ଯାଜପୁର ଜିଲା ବିଜେଡି କାର୍ଯ୍ୟକାରିଣୀ ବୈଠକରେ ତାଗିଦ କଲେ ନବୀନ ପଟ୍ଟନାୟକ । ଭିଡିଓବାର୍ତ୍ତା ଜାରି କରି କହିଲେ, ମୁଁ ସବୁବେଳେ ଡିସିପ୍ଲିନ୍‌ ଉପରେ ଗୁରୁତ୍ବ…

ବାୟୁସେନା ଯବାନରୁ ଚନ୍ଦ୍ରନାଥ କେମିତି ହେଲେ ଶୁଭେନ୍ଦୁଙ୍କ ଡାହାଣ ହାତ? BJP  ପୂର୍ବରୁ TMC ସହ ଥିଲା ସମ୍ପର୍କ

କୋଲକାତା,୭।୫: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଏକ ବଡ଼ ଧରଣର ରକ୍ତପାତ ଦେଖିବାକୁ ମିଳିଛି। ବୁଧବାର ରାତିରେ ଭାଜପା ନେତା ତଥା ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ…

ବଙ୍ଗରେ ପରାଜୟ ପରେ TMCରେ ଫାଟ! ବୈଠକ ଡାକିଲେ ଦିଦି, ଆସିଲେନି ୯ ବିଧାୟକ

କୋଲକାତା,୭।୫: ତୃଣମୂଳ କଂଗ୍ରେସ ମୁଖ୍ୟ ମମତା ବାନାର୍ଜୀ ସଦ୍ୟ ସମାପ୍ତ ବିଧାନସଭା ନିର୍ବାଚନରେ ଭାଜପା ଠାରୁ ହାରିବା ପରେ ଦଳୀୟ ଲୋକ ଅନ୍ତର୍ଘାତୀ କାମ କରିଥିବା ନେଇ…

‘ଏମାନେ ମୋ ପୁଅକୁ ହତ୍ୟା କରିଛନ୍ତି! ’, ପିଏ ମା’ଙ୍କ ଚାଞ୍ଚଲ୍ୟକାର ଖୁଲାସା

କୋଲକାତା,୭।୫: ଶୁଭେନ୍ଦୁ ଅଧିକାରୀଙ୍କ ଡାହାଣ ହାତ ବୋଲି ବିବେଚିତ ଚନ୍ଦ୍ରନାଥ ରଥଙ୍କ ହତ୍ୟା ବଙ୍ଗଳାର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ଚନ୍ଦ୍ରନାଥଙ୍କ ମା’…

LPG ବୁକ୍‌ କରିବା ହେଲା ଆହୁରି ସହଜ, ଏହି ଆପ୍‌ ଜରିଆରେ କେଇ ସେକେଣ୍ଡରେ ହୋଇଯିବ ବୁକିଂଠାରୁ ନେଇ ପେମେଣ୍ଟ…

ନୂଆଦିଲ୍ଲୀ,୭।୫: ଆଜିର ଅତ୍ୟାଧୁନିକ ଯୁଗରେ ଟେକ୍ନୋଲୋଜି ଆମ ଜୀବନଶୈଳୀକୁ ଅନେକ ସହଜ କରିଦେଇଛି। ପୂର୍ବରୁ ଗ୍ୟାସ ସିଲିଣ୍ଡର ବୁକିଂ ପାଇଁ ଗ୍ରାହକଙ୍କୁ ଗ୍ୟାସ ଏଜେନ୍ସିକୁ ଦୌଡ଼ିବାକୁ ପଡ଼ୁଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri