ଶତାଧିକ ସମର୍ଥକଙ୍କ ସହ ଭାଜପାରେ ସାମିଲ ହେଲେ ୨ ପୂର୍ବତନ ବିଧାୟକ

ଭୁବନେଶ୍ୱର,୨୯।୨: ବିଜେଡିର ଦୁଇ ପୂର୍ବତନ ବିଧାୟକ ନବୀନ ନନ୍ଦ ଓ ଭାଦୋବ ହାଁସଦା ନିଜର ଶତାଧିକ ସମର୍ଥକଙ୍କ ସହ ଗୁରୁବାର ଭାଜପାରେ ମିଶିଛନ୍ତି । ଆଜି ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ଢେଙ୍କାନାଳ ଜିଲାର ପୂର୍ବତନ ବିଧାୟକ ତଥା ବିଜେଡି ନେତା ନବୀନ ନନ୍ଦ, ପୂର୍ବତନ ଗଁଦିଆ ବ୍ଲକ ଅଧ୍ୟକ୍ଷ ସନାତନ ସାହୁ, ନାରାୟଣ ସାହୁ, ପୂର୍ବତନ ବ୍ଲକ ଉପାଧ୍ୟକ୍ଷା ଆର୍ତ୍ତବନ୍ଧୁ ସାହୁ, ଢେଙ୍କାନାଳ ମ୍ୟୁନିସିପାଲିଟିର ପୂର୍ବତନ ଉପାଧ୍ୟକ୍ଷା ସୁମିତ୍ରା ଭୋଇ, ସଦର ବ୍ଲକ ପୂର୍ବତନ ଜିଲା ପରିଷଦ ସଦସ୍ୟା ଅନ୍ନପୂର୍ଣ୍ଣା ନନ୍ଦଙ୍କ ସମେତ ଗଁଦିଆ ବ୍ଲକର ଅନେକ ବିଜେଡି ନେତା ଓ କର୍ମୀ ନିଜ ସମର୍ଥକମାନଙ୍କ ସହ ଆନୁଷ୍ଠାନିକ ଭାବେ ବଭାଜପାରେ ସାମିଲ ହୋଇଛନ୍ତି । ସେହିପରି ମୟୂରଭଞ୍ଜ ଜିଲାର ସାରସକଣାର ପୂର୍ବତନ ବିଧାୟକ ତଥା ବିଜେଡି ନେତା ଭାଦୋବ ହାଁସଦା ନିଜ ଶତାଧିକ ସମର୍ଥକଙ୍କ ସହ ଭାଜପାରେ ମିଶିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ସାସରେ ମିଳିଲା ୧୯୦ ବର୍ଷ ପୁରୁଣା ଲୁହା କମାଣ ଗୋଳା

ସାନ୍‌ ଆଣ୍ଟୋନିଓ (ଟେକ୍ସାସ),୨୭ା୬:ଆମେରିକାର ଟେକ୍ସାସ ପ୍ରଦେଶରେ ଥିବା ପ୍ରସିଦ୍ଧ ‘ଆଲାମୋ’ ଐତିହାସିକ ସ୍ଥଳରୁ ପ୍ରତ୍ନତତ୍ତ୍ୱବିତ୍‌ମାନେ ଏକ ଅକ୍ଷତ ଲୁହା କମାଣ ଗୋଳା (କ୍ୟାନନ୍‌ବଲ୍‌) ପାଇଛନ୍ତି। ଏହା ୧୮୩୬…

ପ୍ରବଳ ବର୍ଷା ସମ୍ଭାବନା: ୪୦ରୁ ୫୦ କିମି ବେଗରେ ବହିବ ପବନ, ଏସବୁ ଜିଲାରେ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୨୭ା୬(ବନ୍ଦନା ସେଠୀ):ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ପାଗରେ ସେପରି କିଛି ବିଶେଷ ପରିବର୍ତ୍ତନ ନ ଥିବା…

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri