ବିଜେଡିରୁ ବହିଷ୍କୃତ ହେଲେ ପ୍ରଭାତ ବିଶ୍ବାଳ

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଏନେଇ ଦଳ ପକ୍ଷରୁ ବିଜେଡି ଉପସଭାପତି ପ୍ରତାପ ଜେନା ଶନିବାର ସୂଚନା ଦେଇଛନ୍ତି।

ବିଜେଡିର ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ପରେ ପ୍ରଭାତ ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ସେ କହିଥିଲେ, ଯିଏ ଦଳ ପାଇଁ କାର୍ଯ୍ୟ କରିଛନ୍ତି ତାଙ୍କୁ ପ୍ରାର୍ଥୀ କରିଥିଲେ ଭଲ ହୋଇଥାନ୍ତା। ଏହା ଏକପାଖିଆ ନିଷ୍ପତ୍ତି କହି ନିଆଁବାଣ ହୋଇଥିଲେ। ଅନ୍ୟପକ୍ଷେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଭାତଙ୍କୁ ଦଳରୁ ବହିଷ୍କୃତ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଚୁଟି ନାହିଁ ତ ହାଜିରା ନାହିଁ: ଫେସ୍‌ ସ୍କାନ୍‌ର ଅଜବ ସମାଧାନ ବାଟ ବାହାରକଲେ ଶ୍ରମିକ

ନୂଆଦିଲ୍ଲୀ,୩୦ା୫:ଲଣ୍ଡାହେବା ଯୋଗୁ ତେଲଙ୍ଗାନାର ଜଣେ ଏମ୍‌ଜିଏନ୍‌ଆର୍‌ଇଜିଏ ଶ୍ରମିକଙ୍କୁ ହାଜିରା ଆପ୍‌ ଚିହ୍ନିପାରି ନ ଥିଲା। ଶେଷରେ ସେ ଏହାର ଏକ ଅଜବ ସମାଧାନ ବାଟ ବାହାର କରିଥିଲେ।…

ଆଜିଠୁ ଓଡ଼ିଶାରେ ଏସ୍‌ଆଇଆର୍‌: ସାମାନ୍ୟ ତ୍ରୁଟି ଥିଲେ…

ଭୁବନେଶ୍ୱର,୩୦।୫ (ସୁନିତ୍‌ ମିଶ୍ର): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟରେ ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌)-୨୦୨୬ ଶନିବାରଠାରୁ ଆରମ୍ଭ ହେବ। ଆସନ୍ତା ଜୁନ୍‌ ୨୮ ପର୍ଯ୍ୟନ୍ତ ବିଏଲ୍‌ଓମାନେ ଘରକୁ ଘର…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

‘ଲୋକ ସଭା, ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦିଆଯାଉ’

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ନାରୀ ନିର୍ଯାତନା ବଢି ଚାଲିଛି । ଗତ ୨ବର୍ଷ ମଧ୍ୟରେ ଓଡିଶା ନାରୀ ନିର୍ଯାତନା କ୍ଷେତ୍ରରେ ଦେଶରେ ଏକ ନମ୍ବର ହୋଇଛି ।…

ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ  ପଙ୍କ ଉଦ୍ଧାର…

ଚଳନ୍ତା କୋଇଲା ଟ୍ରେନରେ ନିଆଁ

କେସିଙ୍ଗା, ୨୯।୫ (ତୁମେଶ୍ୱର ସାହୁ): କୋଇଲା ବୋଝେଇ ଏକ ମାଲଗାଡ଼ି ଟ୍ରେନରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଟ୍ରେନଟି ବିଶାଖାପଟ୍ଟଣମରୁ କେସିଙ୍ଗା ହୋଇ ଭିଳାଇ ଅଭିମୁଖେ ଯାଉଥିବା…

ସଫଳତା ଦିଗରେ ଗଞ୍ଜାମରେ ଲକ୍ଷ୍ୟ ନିକେତନ: ଓପିଏସସିରେ କୃତିତ୍ୱ ଅର୍ଜନ କରିଥିବା ଭଞ୍ଜନଗର ଉପଖଣ୍ଡର ୪ଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର, ୨୯/୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ପ୍ରୟାସରେ ଜିଲ୍ଲାର ଯୁବତୀ-ଯୁବକମାନଙ୍କୁ ୟୁପିଏସସି ଓ ଓପିଏସସି ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri