ଚୌକି ଲୋଭରେ ମୁଖ୍ୟମନ୍ତ୍ରୀଙ୍କୁ ଅସୁସ୍ଥ କହି ପ୍ରଚାର କରୁଛନ୍ତି ପୂର୍ବତନ ଏମ୍‌ପି: ପାଣ୍ଡିଆନ୍‌

କେନ୍ଦ୍ରାପଡା,୨୭।୫: ବିଜେଡିର ଷ୍ଟାର ପ୍ରଚାରକ କାର୍ତ୍ତିକ ପାଣ୍ଡିଆନ ସୋମବାର କେନ୍ଦ୍ରାପଡାରେ ପ୍ରଚାର କରିଛନ୍ତି। ଏକ ନିର୍ବାଚନୀ ସଭାରେ ସେ ନାଁ ନ ନେଇ କେନ୍ଦ୍ରପଡାର ପୂର୍ବତନ ଏମ୍‌ମ୍‌ ବୈଜୟନ୍ତ ପଣ୍ଡାଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, କେନ୍ଦ୍ରାପଡାବାସୀଙ୍କ ଆଶୀର୍ବାଦରେ ନବୀନ ୨ ଥର ଲେଖାଏ ତାଙ୍କୁ ଏମ୍‌ପି କରି ପଠାଇଥିଲେ। ୧୦ ବର୍ଷ ଧରି ସେ କେନ୍ଦ୍ରାପଡା ପାଇଁ କିଛି କଲେନି। କେନ୍ଦ୍ରାପଡାର ବିକାଶ ପରିବର୍ତ୍ତେ ନିଜ କମ୍ପାନୀ ପାଇଁ କାମ କଲେ। ଏମ୍‌ପି ହେବା ପୂର୍ବରୁ ତାଙ୍କ ପାରିବାରିକ କମ୍ପାନୀର ସ୍ଥିତି କଣ ଥିଲା ଏବଂ ୧୦ ବର୍ଷ ପରେ ତାଙ୍କ କମ୍ପାନୀ କିଭଳି ଲାଭବାନ ହୋଇଛି ତାହା ଗୁଗଲରେ ସର୍ଚ୍ଚ କଲେ ମଧ୍ୟ ଜାଣିପାରିବେ। ମୁଖ୍ୟମନ୍ତ୍ରୀ ଚୌକି ଲୋଭରେ କେନ୍ଦ୍ରାପଡା ଏମ୍‌ପି ୨୦୧୫ରୁ ନବୀନଙ୍କ ଦେହ ଖରାପ ଅଛି ବୋଲି ସବୁଠି ପ୍ରଚାର କଲେ। ନିଜ ଗଣମାଧ୍ୟମ ଜରିଆରେ ସେ ଏଭଳି କରିଥିଲେ। ଏପରି ବ୍ୟକ୍ତିଙ୍କୁ ଚିହ୍ନିରଖିବା ଉଚିତ୍‌ ପାଣ୍ଡିଆନ୍‌ କହିଛନ୍ତି।
ପାଣିଆନ୍‌ ଆହୁରି ମଧ୍ୟ କହିଚନ୍ତି,ଆସନ୍ତା ୯ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣିଥରେ ଶପଥ ଗ୍ରହଣ କରିେ। ପ୍ରଥମ ଦସ୍ତଖତରେ ବିଜୁଳି ବିଲ ଛାଡ, ଦ୍ୱିତୀୟ ଦସ୍ତଖତରେ ସମସ୍ତଙ୍କୁ ବିଏସକେୱାଇ ଓ ତୃତୀୟ ଦସ୍ତଖତରେ ମିଶନ ଶକ୍ତି ମା’ଙ୍କୁ ଭତ୍ତା ମିଳିବ। ତେଣୁ ବିଜେଡି ପ୍ରାର୍ଥୀଙ୍କୁ ଆଶୀର୍ବାଦ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ଏକ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର! ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri