ପୂର୍ବତନ ଏମ୍‌ପିଙ୍କୁ ହତ୍ୟା, ଭାଇ ଗୁରୁତର

କାବୁଲ,୧୫।୧: ଆଫଗାନିସ୍ତାନ ରାଜଧାନୀ କାବୁଲରେ ପୂର୍ବତନ ଏମ୍‌ପି ମୁର୍ସାଲ ନାବିଜାଦାଙ୍କୁ ଗୁଳିକରି ହତ୍ୟା କରାଯାଇଛି। ଘଟଣାରେ ମୁର୍ସାଲଙ୍କ ଭାଇ ଗୁରୁତର ଆହତ ହୋଇଥିବା ବେଳେ ତାଙ୍କର ଜଣେ ଦେହରକ୍ଷୀଙ୍କ ମୃତ୍ୟୁ ଘଟିଛି। କାବୁଲସ୍ଥିତ ତାଙ୍କ ବାସଭବନରେ ଶନିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା କାବୁଲ ପୋଲିସ ମୁଖପାତ୍ର ଖାଲିଦ ଜାଦ୍ରାନ କହିଛନ୍ତି। ୨୦୨୧ ଅଗଷ୍ଟରେ କଠୋରପନ୍ଥୀ ତାଲିବାନ କାବୁଲ ଦଖଲ କରିବା ପରେ ମୃତ୍ୟୁ ଭୟରେ ବହୁ ନେତା ଦେଶ ଛାଡ଼ି ବିଦେଶ ପଳାୟନ କରିଥିଲେ। କିନ୍ତୁ ମୁର୍ସାଲ ଆଫଗାନିସ୍ତାନରେ ରହିବା ଲାଗି ନିଷ୍ପତ୍ତି ନେଇଥିଲେ। ୨୦୧୮ରେ ସେ ନଙ୍ଗରହାରରୁ ଏମ୍‌ପି ଭାବେ ନିର୍ବାଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଟାଲି ଚର୍ଚ୍ଚରେ କଫିନ୍‌ର ଲମ୍ବା ଲାଇନ

ରୋମ୍‌,୨୯।୩: ସାରା ପୃଥିବୀ କରୋନା ଆତଙ୍କରେ ରହିଛି। ଚାଇନାରେ ମୃତ୍ୟୁର ତାଣ୍ଡବ ରଚିବା ପରେ କରୋନା ଇଟାଲିରେ ମଧ୍ୟ ଘରେ ଘରେ ଆତଙ୍କ ସୃଷ୍ଟି କରିଛି।...

ରୁଷିଆ ଓ ପାଶ୍ଚାତ୍ୟ ମଧ୍ୟରେ ହୋଇପାରେ ଭୟଙ୍କର ଯୁଦ୍ଧ: ନାଟୋ

କିଭ୍‌/ମସ୍କୋ,୧୧ା୧୨: ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣକୁ ଶନିବାର ୨୯୦ ଦିନ ପୂରିଛି। ଏହି ଅବସରରେ ରୁଷୀୟ ସୈନ୍ୟମାନେ ୟୁକ୍ରେନୀୟ ସହର ବାଖମୁଟ୍‌ ଉପରେ ତୁହାକୁ ତୁହା...

ଗ୍ରହାଣୁରୁ ମୃତ୍ତିକା ଆଣୁଛି ଜାପାନ

ଟୋକିଓ, ୬।୧୨: ଜାପାନର ହାୟାବୁସା୨ ମହାକାଶ ଯାନ ଏକ କ୍ୟାପସୁଲ୍‌କୁ ସଫଳତାର ସହ ଅଲଗା କରି ପୃଥିବୀ ଅଭିମୁଖେ ପଠାଇଛି। ଏଥିରେ ଏକ ଦୂରନ୍ତ ଗ୍ରହାଣୁ...

ବିବାଦରେ ପୁଲିଜର ପୁରସ୍କାର

ନୂଆଦିଲ୍ଲୀ,୬ା୫(ଆଇଏଏନ୍‌ଏସ୍‌): ଏକ ବିବାଦୀୟ ଘଟଣାକ୍ରମରେ ପୁଲିଜର ପ୍ରାଇଜ ବୋର୍ଡ କଶ୍ମୀର ଉପରେ ଭାରତର ବୈଧତାକୁ ନେଇ ପ୍ରଶ୍ନ ଉଠାଇଛି। ଏହି ଉପତ୍ୟକାକୁ ସ୍ବାଧୀନତାରୁ ବଞ୍ଚତ୍ତ ଏକ...

ମେକ୍ସିକୋ ପଳାଇଲେ ଆଫଗାନ୍‌ ପ୍ରତିଭା

ମେକ୍ସିକୋ ସିଟି, ୨୬ା୮: ତାଲିବାନ୍‌ ଫେରିବା ପରେ ଆଫଗାନ ମହିଳାଙ୍କ ଭବିଷ୍ୟତ ଉପରେ ଘନେଇଛି କଳାବାଦଲ। ଛାତ୍ରୀଙ୍କ ପଢ଼ାରେ ଡୋରି ପଡ଼ିବାକୁ ଯାଉଛି। ତାଲିବାନ୍‌ ଶାସନରେ...

ରୁଷିଆର ୭୫ ପ୍ରତିଶତ ଅସ୍ତ୍ରଶସ୍ତ୍ର ଶେଷ ହେଲାଣି: ଆମେରିକାର ଦାବି…

ଓ୍ବାଶିଂଟନ,୧୧।୧ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ଏକ ବର୍ଷ ପୂରଣ ହେବାକୁ ଯାଉଛି। ଉଭୟ ଦେଶ କ୍ରମାଗତ ଭାବେ ପରସ୍ପର ଉପରେ...

ଆମେରିକାରେ ପାଳନ ହେଲା ଅନ୍ତର୍ଜାତୀୟ ଯୋଗ ଦିବସ

ଓ୍ବାଶିଂଟନ,୧୭।୬: ଆସନ୍ତା ୨୧ତାରିଖରେ ବିଶ୍ୱ ବ୍ୟାପୀ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଥିବା ବେଳେ ଆମେରିକାରେ ରବିବାର ଏହି ଦିବସକୁ ବିଭିନ୍ନ ବର୍ଗର ଲୋକେ ପାଳନ...

ଯୁଦ୍ଧ ବନ୍ଦ ପାଇଁ ଜେଲେନ୍‌ସ୍କିଙ୍କ ନିବେଦନ

କିଭ୍‌, ୨୮ା୬: ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ସୋମବାର ଭର୍ଚୁଆଲ ମାଧ୍ୟମରେ ଜି-୭ ସମ୍ମିଳନୀକୁ ଉଦ୍‌ବୋଧନ ଦେଇଛନ୍ତି। ସେ ଜି-୭ ଦେଶଗୁଡ଼ିକୁ ଅଧିକ ସହାୟତା ମାଗିବା...

Advertisement
Archives

Model This Week