Posted inଜାତୀୟ

ପୂର୍ବତନ ପୋଲିସ କମିଶନରଙ୍କ ଘରେ ଲାଗିଲା ନୋଟିସ

ମୁମ୍ବାଇ,୨୩।୧୧: ବେଆଇନ ଅର୍ଥ ଆଦାୟ ମାମଲାରେ ସ୍ଥାନୀୟ ଅଦାଲତ ମଙ୍ଗଳବାର ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମବୀର ସିଂଙ୍କୁ ପଳାତକ ଘୋଷଣା କରିଛନ୍ତି। ଏପରି କି କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଜୁହୁ ସ୍ଥିତି ପରମବୀର ସିଂଙ୍କ ବାସଭବନ ବାହାରେ ଏକ ନୋଟିସ ଲଗାଯାଇଛି ।

ଅନ୍ୟପକ୍ଷେ ସୋମବାର ପରମବୀର ସିଂଙ୍କ ଓକିଲ ସୁପ୍ରିମ କୋର୍ଟରେ ଦର୍ଶାଇଥିଲେ ଯେ, ପରମବୀରଙ୍କ ଜୀବନ ପ୍ରତି ବିପଦ ରହିଛି। ୪୮ ଘଣ୍ଟା ମଧ୍ୟରେ ସେ ସବିଆଇ କୋର୍ଟରେ ହାଜର ହେବାକୁ ପ୍ରସ୍ତୁତ ଅଛନ୍ତି । ଓକିଲଙ୍କ ଏହି ଯୁକ୍ତି ପରେ କୋର୍ଟ ମାମଲାର ଯାଞ୍ଚରେ ସହାୟତା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧ ବିଲିୟନ ଡଲାର କ୍ଲବରେ ‘ମାଇକେଲ୍‌’

ଲସ୍‌ ଆଞ୍ଜେଲସ୍‌, ୧୪।୭: କିଙ୍ଗ୍‌ ଅଫ୍‌ ପପ୍‌ ଭାବେ ପରିଚିତ ମାଇକେଲ୍‌ ଜ୍ୟାକସନ୍‌ଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ୍‌’ ବିଶ୍ୱ ବକ୍ସ ଅଫିସରେ ନୂଆ ରେକର୍ଡ…

ଗୌରୀଙ୍କ ସହ ବିବାହର ୧୦ ଦିନ ଭିତରେ ଗୁଡ୍‌ନ୍ୟୁଜ୍‌ ଦେଲେ ଆମିର, ଖବର ଶୁଣି ସମସ୍ତେ ଚକିତ

ମୁମ୍ବାଇ: ବଲିଉଡ ଅଭିନେତା ଆମିର ଖାନ ଗତ ଜୁଲାଇ ୫ ତାରିଖରେ ନିଜ ଗର୍ଲଫ୍ରେଣ୍ଡ ଗୌରୀ ସ୍ପ୍ରାଟ୍‌ଙ୍କୁ ବିବାହ କରିଛନ୍ତି। ବିବାହ ପରେ ଏହି ନବଦମ୍ପତି ନିଜ…

ଖେଳ ପଡ଼ିଆରେ ଲିଭିଗଲା ଜୀବନ ଦୀପ, ୨୨ ବର୍ଷୀୟ କ୍ରିକେଟରଙ୍କ ମୃତ୍ୟୁ

ଶ୍ରୀନଗର,୧୪।୭: ଜମ୍ମୁ କଶ୍ମୀରର ଡୋଡା ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଭାଦେରୱା ଅଞ୍ଚଳର ୨୨ ବର୍ଷୀୟ କ୍ରିକେଟର ସୁହେଲ ଅହମ୍ମଦ ଜୁଲାଇ ୧୩…

ଲଗାଣ ବର୍ଷା, ଆଜି ଏହି ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ,୧୪।୭(ସନାତନ ରାଉତ): ଭଦ୍ରକ ଜିଲାରେ ଲଗାଣ ବର୍ଷା ଜାରି ରହିଛି । ଏହି କାରଣରୁ ଜିଲାର ସମସ୍ତ ସ୍କୁଲକୁ ମଙ୍ଗଳବାର ଛୁଟି ଘୋଷଣା କରାଯାଇଛି । ପରିସ୍ଥିତିକୁ…

ଛାତ୍ରଙ୍କୁ ମାଡ଼ ମାରିବା ପଡିଲା ମହଙ୍ଗା, ଶ୍ରେଣୀ ଗୃହ ଭିତରେ ଶିକ୍ଷକଙ୍କୁ ତାଲା ପକାଇଦେଲେ…

ଲୋଇସିଂହା, ୧୪।୭ (ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ଉପରବାହାଲ ଉଚ୍ଚ ବିଦ୍ୟାଳୟରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟାଳୟର ଜଣେ ନବମ…

ରବିବାରଠୁ ନିଖୋଜ ଥିଲେ ବ୍ୟବସାୟୀ, ଏହି ସ୍ଥାନରୁ ମିଳିଲା ପତ୍ତା

ବଲାଙ୍ଗୀର, ୧୪।୭(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ପେଲେସଲାଇନ ପଡାର ଜଣେ ବ୍ୟବସାୟୀ ମୃତ୍ୟୁଞ୍ଜୟ ପଟ୍ଟନାୟକ ରବିବାର ପୂର୍ବାହ୍ନ ପ୍ରାୟ ୧୦ଟା ୩୦ରୁ ଘରୁ ବାହାରି ଯିବା ପରେ…

ଭାଜପା ଜିଲା ସମ୍ପାଦକଙ୍କ ମାତୃ ବିୟୋଗ: ପରିବାର ସଦସ୍ୟଙ୍କୁ ଭେଟିଲେ ମନ୍ତ୍ରୀ ବିଭୁତି ଜେନା

ଛତ୍ରପୁର, ୧୪।୭ (ଦିଲ୍ଲୀପ ସାମଲ): ଛତ୍ରପୁର ସହରର ତିରୁପତିପେଟା ସାହି ନିବାସୀ ତଥା ଭାରତୀୟ ଜନତା ପାର୍ଟିର ଗଞ୍ଜାମ ଜିଲା ସମ୍ପାଦକ ବସନ୍ତ କୁମାର ବେହେରାଙ୍କ ମା’…

୩୮ ବର୍ଷୀୟ ରେଫରିଙ୍କ ମୃତ୍ୟୁକୁ ନେଇ ଉଠିଛି ପ୍ରଶ୍ନ, ୨୦୨୬ ଫିଫା ବିଶ୍ୱକପରୁ ବାଦ ପଡିଥିଲେ

ମାୟାମି,୧୪।୭: ଫୁଟବଲ ଜଗତରୁ ଏକ ଦୁଃଖଦ ଖବର ଆସିଛି: ଡଚ ରେଫରି ରବ ଡାଏପେରିଙ୍କ ମୃତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ତାଙ୍କୁ ପୂର୍ବରୁ 2026 FIFA ବିଶ୍ୱକପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri