ନୂଆଦିଲ୍ଲୀ, ୬।୮: ଭାରତର ପରବର୍ତ୍ତୀ ଉପରାଷ୍ଟ୍ରପତି କିଏ ହେବେ ସେନେଇ ଶନିବାର ଭୋଟ ଗ୍ରହଣ ଚାଲିଛି। ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୫ଟା ଯାଏ ମତଦାନ ଚାଲିବ। ଏହି ପରିପ୍ରେକ୍ଷୀରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ହ୍ବିଲ୍ ଚେୟାରରେ ଆସି ନିଜର ମତ ସାବ୍ୟସ୍ତ କରିଛନ୍ତି।
ନୂଆଦିଲ୍ଲୀ, ୬।୮: ଭାରତର ପରବର୍ତ୍ତୀ ଉପରାଷ୍ଟ୍ରପତି କିଏ ହେବେ ସେନେଇ ଶନିବାର ଭୋଟ ଗ୍ରହଣ ଚାଲିଛି। ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୫ଟା ଯାଏ ମତଦାନ ଚାଲିବ। ଏହି ପରିପ୍ରେକ୍ଷୀରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ହ୍ବିଲ୍ ଚେୟାରରେ ଆସି ନିଜର ମତ ସାବ୍ୟସ୍ତ କରିଛନ୍ତି।
ଓ୍ବାଶିଂଟନ୍,୮।୪: ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…
ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…
ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…
ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍ରେ ୩୯ ରନ୍…
ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…
ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…
ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…
ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…