Posted inଜାତୀୟ

ହ୍ବିଲ୍‌ ଚେୟାରରେ ଆସି ଭୋଟ ଦେଲେ ମନମୋହନ ସିଂ

ନୂଆଦିଲ୍ଲୀ, ୬।୮: ଭାରତର ପରବର୍ତ୍ତୀ ଉପରାଷ୍ଟ୍ରପତି କିଏ ହେବେ ସେନେଇ ଶନିବାର ଭୋଟ ଗ୍ରହଣ ଚାଲିଛି। ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୫ଟା ଯାଏ ମତଦାନ ଚାଲିବ। ଏହି ପରିପ୍ରେକ୍ଷୀରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ହ୍ବିଲ୍‌ ଚେୟାରରେ ଆସି ନିଜର ମତ ସାବ୍ୟସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭର୍ତ୍ତୃହରିଙ୍କ ବାଗ୍‌ଦାଦ୍‌ ଯାତ୍ରା:ଏସିଆନ୍‌ ପାର୍ଲାମେଣ୍ଟାରୀ ଆସେମ୍ବ୍ଲିରେ ଯୋଗଦେବେ

ନୂଆଦିଲ୍ଲୀ: ଇରାକର ରାଜଧାନୀ ବାଗ୍‌ଦାଦ୍‌ରେ ଅନୁଷ୍ଠିତ ହେବାକୁ ଥିବା ଏସିଆନ୍‌ ପାର୍ଲାମେଣ୍ଟାରୀ ଆସେମ୍ବ୍ଲିରେ ଯୋଗଦେବା ଲାଗି ଭାରତ ପକ୍ଷରୁ କଟକ ଏମ୍‌ପି ଭର୍ତ୍ତୃହରି ମହତାବ ମଙ୍ଗଳବାର...

ସାବଧାନ,ନଜର ରଖୁଛି ସିସିଟିଭି: ରାସ୍ତାରେ ଛେପ ପକାଇଲେ ଦେବାକୁ ହେବ ଜରିମାନା

ବଡ଼ଦୋରା,୧୫।୬: ଗୁଜରାଟର ଅହମ୍ମଦାବାଦ୍‌ ଓ ରାଜକୋଟ ପରେ ଏବେ ବଡ଼ଦୋରାରେ ରାସ୍ତାରେ ଛେପ ପକାଉଥିବା ଏବଂ ପରିସ୍ରା କରୁଥିବା ବ୍ୟକ୍ତି ବିଶେଷଙ୍କ ଉପରେ ଜରିମାନା ଲାଗୁ...

ଆକ୍ରମଣ ପରେ ପ୍ରଥମ ଥର ପଶ୍ଚିମବଙ୍ଗ ଯିବେ ନଡ୍ଡା

ନୂଆଦିଲ୍ଲୀ,୨।୧: ଭାଜପା ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ଆକ୍ରମଣ ପରେ ପ୍ରଥମ ଥର ପାଇଁ ପଶ୍ଚିମବଙ୍ଗ ଗସ୍ତ କରିବେ। ଆସନ୍ତା ୯ତାରିଖରେ ବୀରଭୂମ ଜିଲାରେ ହେବାକୁ...

ବିନା ଏଫ୍‌ଆଇଆର୍‌ରେ ୨୮ ଘଣ୍ଟା ଧରି କାହିଁକି ରଖାଯାଇଛି ଅଟକ ?

ନୂଆଦିଲ୍ଲୀ,୫।୧୦: ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖିରି ହିଂସା ଘଟଣାରେ ରାଜ୍ୟ ସରକାରଙ୍କ ସହିତ କେନ୍ଦ୍ର ସରକାରଙ୍କୁ ବିରୋଧୀ ଘେରିବା ଆରମ୍ଭ କରିଛନ୍ତି। କଂଗ୍ରେସ ରାଷ୍ଟ୍ରୀୟ ମହା ସଚିବ...

ହିଜାବ ମାଧ୍ୟମରେ ସମାନ ନାଗରିକ ସଂହିତା, ରାଜନୈତିକ ମହଲରେ ଚର୍ଚ୍ଚା…

ନୂଆଦିଲ୍ଲୀ,୧୪ା୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ପ୍ରତିଶ୍ରୁତି ଦେଇଛନ୍ତି ଯେ ଯଦି ରାଜ୍ୟରେ ପୁନର୍ବାର ଭାଜପା କ୍ଷମତାକୁ ଆସେ ତେବେ କର୍ନାଟକର ହିଜାବକୁ ନେଇ...

ବିରୋଧୀଙ୍କ ଦୋମୁହାଁ ନୀତିକୁ ପଦାରେ ପକାଇଲେ ନଡ୍ଡା

ନୂଆଦିଲ୍ଲୀ,୩୦।୫: ମୋଦି ସରକାରଙ୍କ ୭ ବର୍ଷ ପୂରଣ ଅବସରରେ ରବିବାର ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଦଳୀୟ କର୍ମୀଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ...

ମାଲଦା ପ୍ଲାଷ୍ଟିକ କାରଖାନାରେ ଭୟଙ୍କର ବିସ୍ଫୋରଣ: ୫ ମୃତ

ମାଲଦା,୧୯ା୧୧-ପଶ୍ଚିମବଙ୍ଗର ମାଲଦା ଜିଲା ସୁଜାପୁର ଅଞ୍ଚଳରେ ଥିବା ଏକ ପ୍ଲାଷ୍ଟିକ କାରଖାନାରେ ଗୁରୁବାର ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ୫ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ...

‘ ସରକାରଙ୍କୁ ଶାନ୍ତିରେ ବସିବାକୁ ଦେବୁ ନାହିଁ ’

କର୍ନାଲ, ୧୪।୨ : କୃଷକଙ୍କ ଦାବି ପୂରଣ ନ ହେଲେ ସରକାରଙ୍କୁ ଶାନ୍ତିରେ ବସିବାକୁ ଦେବୁ ନାହିଁ। ହରିୟାଣାର କର୍ନାଲ ଜିଲାରେ ଆୟୋଜିତ ଏକ ‘ମହାପଞ୍ଚାୟତ’ରେ...

Advertisement
Archives

Model This Week