Categories: ଜାତୀୟ

ହ୍ବିଲ୍‌ ଚେୟାରରେ ଆସି ଭୋଟ ଦେଲେ ମନମୋହନ ସିଂ

ନୂଆଦିଲ୍ଲୀ, ୬।୮: ଭାରତର ପରବର୍ତ୍ତୀ ଉପରାଷ୍ଟ୍ରପତି କିଏ ହେବେ ସେନେଇ ଶନିବାର ଭୋଟ ଗ୍ରହଣ ଚାଲିଛି। ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୫ଟା ଯାଏ ମତଦାନ ଚାଲିବ। ଏହି ପରିପ୍ରେକ୍ଷୀରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ହ୍ବିଲ୍‌ ଚେୟାରରେ ଆସି ନିଜର ମତ ସାବ୍ୟସ୍ତ କରିଛନ୍ତି।

Share