Posted inଜାତୀୟ

ସଚିନ ପାଇଲଟଙ୍କ ଅନଶନ ମଧ୍ୟରେ ରାଜ୍ୟକୁ ୧ ନମ୍ବର କରିବାକୁ ସ୍ବପ୍ନ ଦେଖୁଛନ୍ତି ଗେହଲୋଟ

ଜୟପୁର,୧୧।୪: ବରିଷ୍ଠ କଂଗ୍ରେସ ନେତା ସଚିନ ପାଇଲଟ ମଙ୍ଗଳବାର ନିଜ ସରକାରଙ୍କ ବିରୋଧରେ ଅନଶନରେ ବସିଛନ୍ତି। ତେବେ ସଚିନ ପାଇଲଟଙ୍କ ଏହି ପଦକ୍ଷେପ ରାଜସ୍ଥାନ ସରକାରଙ୍କ ପାଇଁ ଏକ ଚ୍ୟାଲେଞ୍ଜ ହୋଇପାରେ ବୋଲି କୁହାଯାଉଛି। କାରଣ ପ୍ରାୟ ୮ମାସ ପରେ ରାଜ୍ୟରେ ବିଧାନସଭା ନିର୍ବାଚନ ଅଛି। ଏପଟେ, ସଚିନ ପାଇଲଟ ଅନଶନରେ ବସିଥିବା ବେଳେ ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ରାଜସ୍ଥାନରେ ଗୁରୁତ୍ୱପୂର୍ଣ୍ଣ ଯୋଜନା ଘୋଷଣା କରୁଥିବା ଜଣାପଡିଛି। ସେ କହିଛନ୍ତି ମୋର ପ୍ରିୟ ଦେଶବାସୀ, ଆମେ ୨୦୩୦ସୁଦ୍ଧା ରାଜସ୍ଥାନକୁ ଏକ ନମ୍ବର କରିବାକୁ ନିଷ୍ପତ୍ତି ନେଇଛୁ। ରାଜ୍ୟରେ ମୁଦ୍ରାସ୍ଫୀତି ରିଲିଫ କ୍ୟାମ୍ପ ପ୍ରତିଷ୍ଠା କରାଯିବ।

ରାଜସ୍ଥାନରେ ପୂର୍ବର ଭାଜପା ଶାସନ ଅମଳରେ ହୋଇଥିବା ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ବରିଷ୍ଠ କଂଗ୍ରେସ ନେତା ସଚିନ ପାଇଲଟ ମଙ୍ଗଳବାର ଅନଶନରେ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୂମିହୀନଙ୍କୁ ପୋଖରୀ ମଝିରେ ଚାଷଜମି ପଟ୍ଟା ପ୍ରଦାନ

ନୂଆପଡ଼ା,୨୩ା୫ (ମକାରୁ ବେମାଲ): କେନ୍ଦ୍ର ତଥା ରାଜ୍ୟ ସରକାର ଭୂମିହୀନମାନଙ୍କୁ ଚାଷକରି ପରିବାର ପ୍ରତିପୋଷଣ ପାଇଁ ଜମି ଯୋଗାଇଦେଉଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ଭୁଲ୍‌…

ମାଡ଼ି ଆସୁଛି ବଡ଼ ପ୍ରଳୟ! ୪୦ ହଜାର ଲୋକଙ୍କୁ ଘର ଛାଡିବାକୁ ନିର୍ଦ୍ଦେଶ, ସ୍କୁଲ-କଲେଜ ବନ୍ଦ

ୱାଶିଂଟନ/କାଲିଫର୍ଣ୍ଣିଆ: ଆମେରିକାର କାଲିଫର୍ଣ୍ଣିଆରେ ଏକ ବଡ଼ ଧରଣର ବିପଦ ଦେଖାଦେଇଛି। ଏକ ଶିଳ୍ପାଞ୍ଚଳ (Industrial Site) ରେ ରଖାଯାଇଥିବା ବିଷାକ୍ତ କେମିକାଲ ଟାଙ୍କି ହଠାତ ଅତ୍ୟଧିକ ଗରମ…

କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ…

ମୋଦିଙ୍କୁ ଭେଟିଲେ ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ହ୍ବାଇଟ ହାଉସ ଗସ୍ତ ପାଇଁ କଲେ ନିମନ୍ତ୍ରଣ

ନୂଆଦିଲ୍ଲୀ,୨୩।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ଗସ୍ତ ପାଇଁ ଭାରତ ଆସିଥିବା ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସହ ସାକ୍ଷାତ କରିଛନ୍ତି। ସାକ୍ଷାତ…

୧୦ ବର୍ଷ ଶିଶୁର ହତ୍ୟାକୁ ନେଇ ଅଶାନ୍ତ ତାମିଲନାଡୁ, ରାସ୍ତାକୁ ଓହ୍ଲାଇଲେ ଜନତା; ମୁଖ୍ୟମନ୍ତ୍ରୀ କହିଲେ…

ଚେନ୍ନାଇ,୨୩।୫: ତାମିଲନାଡୁର କୋଏମ୍ବାଟୁର ଜିଲାର ସୁଲୁର ଅଞ୍ଚଳରେ ଜଣେ ୧୦ ବର୍ଷୀୟା ଝିଅର ହତ୍ୟା ଘଟଣା ସମଗ୍ର ରାଜ୍ୟକୁ ଥରାଇ ଦେଇଛି। ଗୁରୁବାର ସାରୁ ନିଖୋଜ ଥିବା…

ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ; ଅଳ୍ପକେ ବଞ୍ଚିଗଲେ ୩ ସେନା ଅଧିକାରୀ; ଦୁର୍ଘଟଣା ପରେ ସେଲଫି ନେଲେ ମେଜର ଜେନେରାଲ

ଲେହ,୨୩।୫: ଲଦାଖର ଲେହ ନିକଟସ୍ଥ ପାର୍ବତ୍ୟ ଟାଙ୍ଗଷ୍ଟେ ଅଞ୍ଚଳରେ ଏକ ହେଲିକପ୍ଟର ଦୁର୍ଘଟଣାରେ ତିନି ଜଣ ଭାରତୀୟ ସେନା ଅଧିକାରୀ ଅଳ୍ପକେ ବଞ୍ଚି ଯାଇଛନ୍ତି। ପୁରୁଣା ଚିତା…

ଆମ୍ବ ଗୋଟାଇବା ଲାଗି ତୋଟାକୁ ଯାଇଥିଲେ ନାବାଳକ, ହଠାତ୍‌ ହେଲା ବଜ୍ରପାତ, ଆଉ ତା’ ପରେ…

ଲାଞ୍ଜିଗଡ଼,୨୩ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଲାଞ୍ଜି ପଞ୍ଚାୟତ ଅନ୍ତର୍ଗତ ଜଙ୍ଗେରଗୁଡା ଗ୍ରାମର ଜଣେ ନାବାଳକର ବଜ୍ରାଘାତରେ ଶୁକ୍ରବାର ଅପରାହ୍ନରେ ମୃତ୍ୟୁ…

ରାଜ୍ୟରେ ଆଇନ-ଶୃଙ୍ଖଳା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ କଲେ ସମୀକ୍ଷା: ଛୁଟି ଦିନ ସତ୍ତ୍ୱେ…

ଭୁବନେଶ୍ୱର,୨୩।୫: ରାଜ୍ୟର ଆଇନ-ଶୃଙ୍ଖଳା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା କରିଛନ୍ତି। ଛୁଟି ଦିନ ହୋଇଥିବା ସତ୍ତ୍ୱେ ମୁଖ୍ୟମନ୍ତ୍ରୀ ଅଫିସକୁ ଆସି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri