ପୂର୍ବତନ ଆର୍‌ଆଇଙ୍କୁ ଜେଲ୍‌

ବ୍ରହ୍ମପୁର ଅଫିସ,୨୬ା୪: ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ବୁଧବାର ଏକ ଲାଞ୍ଚ ଗ୍ରହଣ ମାମଲାର ରାୟ ୮ବର୍ଷ ପରେ ପ୍ରକାଶ କରିଛନ୍ତି। ସେ ଗଞ୍ଜାମ ଜିଲା ଆସ୍କା ତହସିଲର ତତ୍କାଳୀନ ରାଜସ୍ବ ନିରୀକ୍ଷକ (ଆରଆଇ)ଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ଜଣଙ୍କ ଛତ୍ରପୁର ଥାନା ଅନ୍ତର୍ଗତ ବାଟଛତ୍ରପୁରର ଯୋଗେନ୍ଦ୍ର କୁମାର ବେହେରା। ଜଜ୍‌ ଅଭିଯୁକ୍ତଙ୍କୁ ୧ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହାସହିତ ୫ହଜାର ଟଙ୍କା ଜରିମାନା ଦେବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅତିରିକ୍ତ ଏକ ମାସ ସଶ୍ରମ ଜେଲଦଣ୍ଡର ରାୟ ପ୍ରକାଶ କରିଛନ୍ତି। ସେ ବର୍ତ୍ତମାନ ଅବସର ଗ୍ରହଣ କରିସାରିଛନ୍ତି। ଏକ ଜମିର ମ୍ୟୁଟେସନ ତଦନ୍ତ ରିପୋର୍ଟ ଦେବା ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ୧୪୦୦ ଟଙ୍କା ଲାଞ୍ଚ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଲ୍‌ କରିବା ଆଶାରେ ଶୀଘ୍ର ଶେଷ କରୁଛନ୍ତି କାମ: ଠିକ୍‌ ଢଙ୍ଗରେ ଲାଗୁନି ଷ୍ଟ୍ରିଟ୍‌ ଲାଇଟ 

ଧର୍ମଶାଳା,୨।୮(ଶିବ ପ୍ରଶାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଭିନ୍ନ ଗାଁରେ ଅନ୍ଧକାର ଦୂର କରିବା ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା…

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ଗଞ୍ଜାମ,୮।୨: ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି ପୁଅ…

୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ

ବଲାଙ୍ଗୀର/କଣ୍ଟାବାଞ୍ଜି,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ…

VIDEO: ଟସ୍‌ ଛାଡି ହଠାତ୍‌ କୁଆଡେ ଚାଲିଗଲେ କ୍ୟାପଟେନ ସୂର୍ଯ୍ୟକୁମାର? ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୮।୨: ଭାରତୀୟ କ୍ରିକେଟରେ, ଖେଳାଳିମାନଙ୍କ ମଧ୍ୟରେ ସମ୍ପର୍କ ପ୍ରାୟତଃ ବିଜୟ ଏବଂ ପରାଜୟକୁ ଅତିକ୍ରମ କରିଯାଏ। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସମାନ ଦୃଶ୍ୟ ଦେଖାଯାଇଥିଲା, ଯେତେବେଳେ ଅଧିନାୟକ…

ଭକ୍ତମୟ ହୋଇଛି କାଳୀଜାଈଙ୍କ ପୀଠ, ଜମୁଛି ଶହଶହ ଭକ୍ତଙ୍କ ଭିଡ଼

କୃଷ୍ଣପ୍ରସାଦ,୮।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ ‎କାଳୀଜାଈଙ୍କ ପୀଠ ପାଲଟିଛି ଭକ୍ତମୟ । ମା’ଙ୍କ ଆଶିଷ ଲାଭ କରିବା ପାଇଁ ବହୁ ଦୂରଦୂରାନ୍ତରରୁ…

ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ ଜଣାଇଲେ ଅନୁରାଗ ଠାକୁର, ୯ ବର୍ଷର ବିଳମ୍ବ ଉପରେ ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୮।୨: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଏବଂ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)ର ପୂର୍ବତନ ଅଧ୍ୟକ୍ଷ ଅନୁରାଗ ଠାକୁର, ବିସିସିଆଇରେ ପଦରେ ଲାଗିଥିବା ପ୍ରତିବନ୍ଧକ ଉଠାଇବା ନିଷ୍ପତ୍ତିରେ…

୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ

ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି ।…

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri