ପୂର୍ବତନ ସରପଞ୍ଚଙ୍କ କାର୍‌ ଜାଳିଦେଲେ ଦୁର୍ବୃତ୍ତ

ନିରାକାରପୁର,୨ା୯(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବଡ଼ପୋଖରିଆ ପଞ୍ଚାୟତ କାର୍ଯ୍ୟାଳୟ ମଧ୍ୟରେ ଥିବା କାର୍‌କୁ ଦୁର୍ବୃତ୍ତମାନେ ଜାଳିଦେଇଛନ୍ତି। ଖବରରୁ ଜଣାପଡିଛି, ଉକ୍ତ ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବର୍ତ୍ତମାନର ସୋସାଇଟି ସଭାପତି ସାଗର ବଳିୟାରସିଂହଙ୍କ କାର୍‌ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଥିବା ବେଳେ କେହି ଦୁର୍ବୃତ୍ତ ଏଥିରେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ଗାଡ଼ିଟି ଜଳୁଥିବା ଦେଖି କିଛି ଲୋକ ବଳିୟାରସିଂହଙ୍କୁ ଖବର ଦେଇଥିଲେ। ସେ ଘଟଣାସ୍ଥଳରେ ପହଞ୍ଚି କାର୍‌ରୁ ନିଆଁ ଲିଭାଇଥିଲେ। ତାଙ୍କ ସ୍ତ୍ରୀ ୯ ନମ୍ବର ଜୋନ୍‌ରେ ବର୍ତ୍ତମାନ ଜିଲା ପରିଷଦ ସଭ୍ୟା ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ମୁହାଁଇଥିଲେ ହଜାର ହଜାର ଲୋକ: ପୋଲିସ-ବିକ୍ଷୋଭକାରୀଙ୍କ ମଧ୍ୟରେ ଘଟିଲା ସଂଘର୍ଷ

ଇମ୍ଫାଲ,୨୫ା୪: ମଣିପୁରରେ ହୋଇଥିବା ହିଂସାକୁ ନେଇ ସ୍ଥିତି ପୁଣି ଜଟିଳ ହେବାରେ ଲାଗିଛି। କୁକି ଏବଂ ନାଗା ସମ୍ପ୍ରଦାୟର ୨ ସଶସ୍ତ୍ର ଗୋଷ୍ଠୀଙ୍କ ମଧ୍ୟରେ ହିଂସା ଘଟି…

ଇରାନ-ଆମେରିକା ଶାନ୍ତି ଆଲୋଚନା ପୁଣି ବିଫଳ: ପ୍ରତିନିଧିଙ୍କ ଇସଲାମାବାଦ ଯାତ୍ରା ବାତିଲ କଲେ ଟ୍ରମ୍ପ, ଫେରିଗଲେ…

ୱାଶିଂଟନ/ଇସଲାମାବାଦ,୨୫।୪: ପାକିସ୍ତାନରେ ହେବାକୁ ଥିବା ବହୁ ପ୍ରତିକ୍ଷିତ ଶାନ୍ତି ଆଲୋଚନା ପୁଣି ଥରେ ବିଫଳ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ପ୍ରତିନିଧି ଷ୍ଟିଭ ୱିଟକଫ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ବଡ଼ ଅଘଟଣ, ଯନ୍ତ୍ରଣାରେ ଛଟପଟ ହୋଇ ମଇଦାନ ବାହାରକୁ ଗଲେ ଷ୍ଟାର ବ୍ୟାଟର୍‌

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ରେ ନିଜର ବ୍ୟାଟିଂ ଯାଦୁରେ ସମସ୍ତଙ୍କୁ ଚକିତ କରିଦେଇଥିବା ରାଜସ୍ଥାନ ରୟାଲ୍ସର ଷ୍ଟାର୍‌ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ଆହତ ହୋଇଛନ୍ତି। ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚ୍‌ରେ…

ଗଛରେ ପିଟିହେଲା ବାଇକ୍‌, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୫।୪(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପୋଚିଲିମା ଛକ ନିକଟରେ ବାଇକ ଦୁର୍ଘଟଣାରେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଅନ୍ୟଜଣେ ଗୁରୁତର…

ଭଞ୍ଜନଗର ଥାନାରେ ଏତଲା ଦେଲା କଂଗ୍ରେସ, ଶ୍ରୀମନ୍ଦିର ରତ୍ନଭଣ୍ଡାରରୁ ୩ ଦୁର୍ମୂଲ୍ୟ ରତ୍ନ ଚୋରି ଅଭିଯୋଗ

ଭଞ୍ଜନଗର,୨୫।୪(ବାବୁଲା ପ୍ରଧାନ)- ପୁରୀ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ମନ୍ଦିରର ରତ୍ନଭଣ୍ଡାର ରୁ ତିନୋଟି ରତ୍ନ ଅଳଙ୍କାର ନିଖୋଜ ବା ଚୋରି ହୋଇଥିବା ନେଇ କଂଗ୍ରେସ ପକ୍ଷରୁ ଅଭିଯୋଗ ହୋଇଛି।…

ସୂର୍ଯ୍ୟବଂଶୀଙ୍କ ଦ୍ରୁତତମ ଶତକ: ହାଇଦ୍ରାବାଦ୍‌ ଆଗରେ ୨୨୯ ରନର ବିଶାଳ ଟାର୍ଗେଟ

ଜୟପୁର,୨୫ା୪: ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଓ ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ପରସ୍ପରକୁ ଭେଟିଛନ୍ତି। ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଶତକ ବଳରେ…

ମୋଦି, ମମତାଙ୍କୁ ଟାର୍ଗେଟ କଲେ ରାହୁଲ, କହିଲେ…

କୋଲକାତା,୨୫ା୪: ପଶ୍ଚିମବଙ୍ଗରେ ଏକ ନିର୍ୱାଚନୀ ସଭାରେ ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଛନ୍ତି। ମୋଦି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri