ଅଧ୍ୟାପିକାଙ୍କୁ କମେଣ୍ଟ ମାରି ବନ୍ଧା ହେଲେ ପୂର୍ବତନ ଛାତ୍ର

ନବରଙ୍ଗପୁର,୨।୭(ସଦାସିବ ପ୍ରହରାଜ): ନବରଙ୍ଗପୁର ବିନୋଦ ବିହାରୀ କଲେଜର ଜଣେ ଅଧ୍ୟାପିକାଙ୍କୁ କମେଣ୍ଟ ମାରି ହଇରାଣ କରିବା ଅଭିଯୋଗରେ ଜଣେ ପୂର୍ବତନ ଛାତ୍ରଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ନବରଙ୍ଗପୁର ସହରର ବଡହରିଜନ ସାହିର ପର୍ଶୁରାମ ନାଗେଶ।

ମିଳିଥିବା ସୂଚନା ଅନୁଯାୟୀ, ଅଧ୍ୟାପିକାଙ୍କୁ ପର୍ଶୁରାମ ନିୟମିତ କମେଣ୍ଟ ମାରୁଥିଲେ। ଏନେଇ ଅଧ୍ୟାପିକ ଜଣକ ଥାନାରେ ଅଭିଯୋଗ କରିବା ପରେ ପୋଲିସ ପର୍ଶୁରାମକୁ ଥାନାକୁ ଆଣି ବୁଝାଶୁଝା କରି ଛାଡି ଦେଇଥିଲା। ହେଲେ ପର୍ଶୁରାମ ଅଧ୍ୟାପିକାଙ୍କୁ ବିଭିନ୍ନ ସ୍ଥାନରେ କମେଣ୍ଟ କରି ପୁଣି ହଇରାଣ କରିବାରୁ ଅଧ୍ୟାପିକା ନବରଙ୍ଗପୁର ଥାନାରେ ୧ ତାରିଖରେ ଅଭିଯୋଗ କରିଥିଲେ। ପୋଲିସ ଏ ନେଇ ଏକ ମାମଲା(ନଂ ୨୮୨/୨୩) ରୁଜୁ କରି ପର୍ଶୁରାମଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି ା ତେବେ ପର୍ଶୁରାମ କଲେଜର ପୁରାତନ ଛାତ୍ର ବୋଲି ଏସ୍‌ଆଇ ପୂର୍ଣ୍ଣିମା ଟେଟେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହିସବୁ ଆସନ ପାଇଁ ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିନାହାନ୍ତି ୩ ଦଳ

ଭୁବନେଶ୍ୱର,୨୯ା୪(ସୁନୀତ୍‌ ମିଶ୍ର):ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସୋମବାରଠାରୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହେବ। ହେଲେ ଅଦ୍ୟାବଧି ବିଜେଡି, ଭାଜପା ତା’ର ପ୍ରାର୍ଥୀ ତାଲିକା ଘୋଷଣା...

ଝୁଲାଇ ରଖିଲା ବିଜେଡି, ବିରୋଧୀଙ୍କ ପ୍ରଚାର ଜୋରଦାର

ଯାଜପୁର,୨୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ଓ କଂଗ୍ରେସ ପ୍ରାର୍ଥୀ ଚୂଡାନ୍ତ ହୋଇଥିବାବେଳେ ବିଜେଡି ଏଯାଏ ଝୁଲାଇ ରଖିଛି। ତେଣୁ ଶାସକ ଦଳର...

ଆଜି ୩ୟ ପର୍ଯ୍ୟାୟ ଭୋଟ ଲାଗି ବିଜ୍ଞପ୍ତି

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ଦେଶର ଷଷ୍ଠ ଏବଂ ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଅର୍ଥାତ୍‌ ୩ୟ ପର୍ଯ୍ୟାୟ ଲାଗି...

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri