ମୃତଦେହ ଖୋଳି ତନାଘନା

କିଭ୍‌, ୧୪ା୪: ବୁଚା ଗଣହତ୍ୟା ପରେ ରୁଷୀୟ ସୈନ୍ୟଙ୍କ ନରଂସହାରର ପ୍ରମାଣ ପାଇଁ ତଦନ୍ତକାରୀ ଟିମ୍‌ ସେଠାରେ ପହଞ୍ଚି ଯାଞ୍ଚ ଚଳାଇଛନ୍ତି। ଶୁକ୍ରବାରଠାରୁ କିଭ୍‌ର ଫରେନ୍ସିକ୍‌ ଟିମ୍‌ ବୁଚାରେ ପୋତାଯାଇଥିବା ମୃତଦେହ ଖୋଳି ତନାଘନା କରୁଛନ୍ତି। ଏହାସହ ବାହାର ଦେଶର ତଦନ୍ତକାରୀ ଟିମ୍‌ ମଧ୍ୟ ସେଠାରେ ପହଞ୍ଚିଛନ୍ତି। ମୃତକଙ୍କ ମଧ୍ୟରୁ ପ୍ରାୟ ସମସ୍ତଙ୍କ ହିଂସାତ୍ମକ ଆଚରଣରେ ମୃତ୍ୟୁ ଘଟିଛି। ଏକ ମୃତ ଶରୀରର ଖପୁରୀର ଅଧାଭାଗ ନ ଥିବାବେଳେ ଶରୀରର ଅନେକ ଅଙ୍ଗ ନାହିଁ। ଜଣକ ଆଖିକୁ ଜଳାଇ ଦିଆଯାଇଥିବାବେଳେ ଅନ୍ୟ ଜଣକ ମୁଣ୍ଡକାଟି ହତ୍ୟା କରାଯାଇଛି। ଅନେକ ଶରୀର ଗୁଳିବାଜି କ୍ଷତାକ୍ତ ହୋଇଛି। ସମସ୍ତଙ୍କ ମୃତ୍ୟୁର କାରଣକୁ ଡକ୍ୟୁମେଣ୍ଟେସନ କରାଯାଇଛି। ମୃତଦେହ ଖୋଳାଯିବା ସମୟରେ ୟୁକ୍ରେନ୍‌ ନାଗରିକମାନେ ସେଠାରେ ଉପସ୍ଥିତ ରହି ନିଜ ପ୍ରିୟଜନଙ୍କ ଅବେଶଷକୁ ଦେଖିଥିଲେ। ବୁଚାର ବହୁ ସଂଖ୍ୟାରେ ଲୋକ ନିଖୋଜ ଥିବାରୁ ଆହୁରି ଅନେକ ମୃତଦେହ ମିଳିବାର ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ଟେନସନ ଦେଲେ ଏକଛତ୍ରବାଦୀ ଶାସକ, ‘ବିନାଶକାରୀ’ ଗେମ୍‌ ଖେଳିଲା ଉତ୍ତର କୋରିଆ

ଓ୍ବାଶିଂଟନ୍‌,୨।୪: ସମଗ୍ର ବିଶ୍ୱ ଇରାନ-ଆମେରିକା ଯୁଦ୍ଧ ଭୟରେ କବଳିତ। ମଧ୍ୟପ୍ରାଚ୍ୟ ଜଳୁଛି। ସାରା ବିଶ୍ୱରେ ତେଲ ଏବଂ ଗ୍ୟାସର ଅଭାବ ରହିଛି। ଇନ୍ଧନ ମୂଲ୍ୟ ଆକାଶଛୁଆଁ। ଏହା…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri