୫୮ ମେଧାବୀଙ୍କୁ ଉତ୍କର୍ଷ ବୃତ୍ତି

କଣିହାଁ ,୨୩।୩(ଡି.ଏନ.ଏ.) – କଣିହାଁ ଏନ୍‌ଟିପିସି ପକ୍ଷରୁ ନିକଟବର୍ତ୍ତୀ ଗ୍ରାମର ୫୮ ଜଣ ମେଧାବୀ ଛାତ୍ରୀଛାତ୍ରଙ୍କୁ ଉତ୍କର୍ଷ ବୃତ୍ତି ପ୍ରଦାନ କରାଯାଇଛି। ୨୦୨୦-୨୧ ଶିକ୍ଷା ବର୍ଷରେ ଉତ୍ତମ ପ୍ରଦର୍ଶନ କରିଥିବା ଦଶମ, ଦ୍ୱାଦଶ ଶ୍ରେଣୀ, ବି.ଟେକ୍‌ ଓ ଏମ୍‌ବିବିଏସ୍‌ ଛାତ୍ରୀଛାତ୍ରଙ୍କୁ ଏହି ବୃତ୍ତି ପ୍ରଦାନ କରାଯାଇଛି। ଅତିଥି ଭାବେ କଣିହାଁ ଏନ୍‌ଟିପିସି କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଶ୍ରୀନିବାସ ରାଓ ଯୋଗଦେଇ ବ୍ୟାଙ୍କ ଚେକ୍‌ ଆକାରରେ ବୃତ୍ତି ଅର୍ଥ ଛାତ୍ରୀଛାତ୍ରଙ୍କୁ ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଏମ୍‌ ବିଜୟ ଗୋଏଲ, ପ୍ରେମ୍‌ ଚାନ୍ଦଙ୍କ ସମେତ ବିଭିନ୍ନ ଆସୋସିଏଶନର ପଦାଧିକାରୀ, ସ୍କୁଲ ଅଧ୍ୟକ୍ଷ, ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଣ୍ଡା ଘାଟିରେ ଓଲଟିଲା ଅଗ୍ନିଶମ ଗାଡ଼ି

କୋରୁକୋକଣ୍ଡା, ୭।୩(ଡି.ଏନ୍‌.ଏ): ମାଲକାନଗିରି ଜିଲାର ବଣ୍ଡା ଘାଟିରେ ଏକ ଅଗ୍ନିଶମ ଗାଡ଼ି ଶନିବାର ଓଲଟି ୫ ଆହତ ହୋଇଛନ୍ତି। ଏଥିରେ ୫ଜଣ ଅଗ୍ନିଶମ ବିଭାଗର କର୍ମଚାରୀ...

ବିଲରେ ହଳ କରୁଥିଲେ, ପାଓ୍ବାରଟିଲରରେ ପଶିଗଲା ଗୋଡ଼; ଚାଷୀ ଗୁରୁତର

ପାଟଣା,୩୦ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖୋରୀ ପଞ୍ଚାୟତର ରଥପଡ଼ା ଗ୍ରାମରେ ରବିବାର ସକାଳେ ପାଓ୍ବାର ଟିଲର ଯୋଗେ ବାଡ଼ି ପଛରେ ହଳ କରୁଥିବା ବେଳେ...

ଅବକ୍ଷୟମୁଖୀ ଜଙ୍ଗଲ, ଅସୁରକ୍ଷିତ ବନ୍ୟପ୍ରାଣୀ

ଜଗତ୍‌ସିଂହପୁର ଅଫିସ, ୫।୬: ପରିବେଶକୁ ନେଇ ସାରା ବିଶ୍ୱରେ ଚିନ୍ତା ପ୍ରକଟ କରାଯାଉଛି। ବର୍ଯ୍ୟବସ୍ତୁ, ଯାନବାହାନ ଚଳାଚଳ, ଶିଳ୍ପ ଆଦି ମାଧ୍ୟମରେ ପରିବେଶ ପ୍ରଦୂଷିତ ହେଉଛି।...

ଗୁହାଳ ନିର୍ମାଣ ବିଲ୍‌ ପାଉନାହାନ୍ତି ହିତାଧିକାରୀ

ଯାଜପୁର ଅଫିସ,୧୬ା୯:ମହାମତ୍ା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମଜିଏନ୍‌ଆରଇଜିଏସ୍‌)ରେ ହିତାଧିକାରୀଙ୍କୁ ବର୍ଷକୁ ୧୦୦ଦିନର କାମ ଯୋଗାଇ ଦେବାକୁ ନିର୍ଦ୍ଧାରଣ କରାଯାଇଛି। କିନ୍ତୁ କେତେକ...

‘ଅପରାଧମୁକ୍ତ ପୁରୀ ମୁଖ୍ୟ ଲକ୍ଷ୍ୟ’

ପୁରୀ ଅଫିସ,୨୩ା୧୧:ପତିତପାବନଙ୍କୁ ଦର୍ଶନ କରି ମହାପ୍ରଭୁଙ୍କ ଆଶୀର୍ବାଦ ନେଇ ପୁରୀର ନୂତନ ଏସ୍‌ପି ଭାବେ ଆଇପିଏସ୍‌ ଅଫିସର କେ. ବିଶାଲ ସିଂ ବିଧିବଦ୍ଧ ଭାବେ ଦାୟିତ୍ୱ...

ନିର୍ମାଣ ହେଉନି ଯାତ୍ରୀ ବିଶ୍ରାମାଗାର: ପଥଚାରୀ ହନ୍ତସନ୍ତ

ବଇଣ୍ଡା,୧୮।୫(ଡି.ଏନ.ଏ.)-୫୫ ନଂ. ଜାତୀୟ ରାଜପଥ ସଂପ୍ରସାରଣ ପାଇଁ ବିଭିନ୍ନ ଛକରେ ଥିବା ଯାତ୍ରୀ ବିଶ୍ରାମଗାର ଗୁଡ଼ିକୁ ଭାଙ୍ଗି ଦିଆଯାଇଛି। ସେହିପରି ରାସ୍ତାର ଉଭୟ ପାର୍ଶ୍ୱରୁ ମଧ୍ୟ...

ତହସିଲ କାର୍ଯ୍ୟାଳୟରେ ପେଟ୍ରୋକେମିକାଲ୍ସ ପ୍ରକଳ୍ପ ଜନଶୁଣାଣିକୁ ବିରୋଧ

ବାଲିଆପାଳ, ୧୩।୬(ସ୍ବ.ପ୍ର.)-କରୋନା ପାଇଁ ପ୍ରଶାସନ ଜନସାଧାରଣଙ୍କୁ ଜନଗହଳିରୁ ଦୂରେଇ ରହିବା ପାଇଁ ସଚେତନ କରାଇବା ଏବଂ ମାକ୍ସ ନ ପିନ୍ଧିଲେ ଫାଇନ କରିବା ଆଦି ପଦକ୍ଷେପ...

ସୋନୁ ସୁଦ ବ୍ରହ୍ମପୁର ସିଟି ହସ୍ପିଟାଲରେ ଶଯ୍ୟା ବ୍ୟବସ୍ଥା କରିବା ପ୍ରସଙ୍ଗ; କୌଣସି ଯୋଗାଯୋଗ ହୋଇନଥିଲା : ଜିଲାପାଳ

ଛତ୍ରପୁର,୧୭।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବ୍ରହ୍ମପୁରସ୍ଥିତ ସିଟି ହସ୍ପିଟାଲ ଗୋଟିଏ ସରକାରୀ ହସ୍ପିଟାଲ । ସେଠାରେ ଏବେ କୋଭିଡ ହେଲଥ ସେଣ୍ଟର ଚାଲିଛି ସେଠାରେ କାହାକୁ ଶଯ୍ୟା...

Advertisement
Archives

Model This Week