ଆଇଏଫ୍‌ଏସ୍‌ସ୍ତରରେ ଅଦଳବଦଳ: ସୁଶାନ୍ତଙ୍କୁ ବଡ଼ ଦାୟିତ୍ୱ

ଭୁବନେଶ୍ୱର,୧ା୧୧: ରାଜ୍ୟ ସରକାର ବୁଧବାର ଆଇଏଫ୍‌ଏସ୍‌(ଭାରତୀୟ ବନ ସେବା) ଅଫିସରସ୍ତରରେ ଅଦଳବଦଳ କରିଛନ୍ତି। ଆଇଏଫ୍‌ଏସ୍‌ ସୁଶାନ୍ତ ନନ୍ଦଙ୍କୁ ଆଜି ପ୍ରଧାନ ମୁଖ୍ୟ ବନ ସଂରକ୍ଷକ-ବନ୍ୟପ୍ରାଣୀ(ପିସିସିଏଫ୍‌-ଓ୍ବାଇଲ୍ଡ ଲାଇଫ୍‌) ଏବଂ ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ( ସିଏଡବ୍ଲ୍ୟୁଏଲ୍‌ଡବ୍ଲ୍ୟୁ) ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରିଛନ୍ତି। ସୁଶୀଲ କୁମାର ପୋପଲି ମଙ୍ଗଳବାର ଚାକିରିରୁ ଅବସର ନେବା ପରେ ଏହି ପଦ ଖାଲି ପଡ଼ିଥିଲା।

ଆଜି ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ରାଜ୍ୟ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ(ପିସିସିଏଫ୍‌) ଓ ହେଡ୍‌ ଅଫ୍‌ ଫରେଷ୍ଟ ଫୋର୍ସ (ଏଚ୍‌ଓଏଫ୍‌ଏଫ୍‌) ଭାବେ କାର୍ଯ୍ୟରତ ଶ୍ରୀ ନନ୍ଦଙ୍କୁ ସରକାର ପୁଣି ଅତିରିକ୍ତ ଦାୟିତ୍ୱ ପ୍ରଦାନ କରିଛନ୍ତି। ସେ ଅତିରିକ୍ତ ଦାୟିତ୍ୱ ଭାବେ ସିଡିଏ ଓ ପିଡି ଆଇସିଜେଏମପି ଦାୟିତ୍ୱରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri